bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Esther 5
Esther 5
Odia - 1840
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 6 →
1
"ତୃତୀୟ ଦିନ ଏଷ୍ଟର ରାଜକୀଯ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣ ରେ ରାଜଗୃହ ସମ୍ମୁଖ ରେ ଛିଡା ହେଲା। ସହେି ସମୟରେ ରାଜା ରାଜଗୃହ ରେ ଗୃହଦ୍ବାର ସମ୍ମୁଖ ରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।"
2
"ତାପରେ ରାଜା, ରାଣୀ ଏଷ୍ଟର ପ୍ରାଙ୍ଗଣ ରେ ଠିଆ ହବୋର ଦେଖିଲେ। ଏବଂ ରାଜା ତାକୁ ଦେଖି ଖୁସି ହେଲେ, ତେଣୁ ସେ ତାଙ୍କ ହାତ ରେ ଥିବା ସୁବର୍ଣ୍ଣର ରାଜଦଣ୍ତ ରାଣୀ ଏଷ୍ଟର ଆଡକୁ ବଢାଇଲେ। ତେଣୁ ଏଷ୍ଟର ନିକଟକୁ ଆସିଲେ ଏବଂ ଆସି ରାଜଦଣ୍ତର ଅଗ୍ର ଭାଗ ଛୁଇଁଲେ।"
3
"ରାଜା ତାଙ୍କୁ ପଚାରିଲେ, ରାଣୀ ଏଷ୍ଟର, ମୁଁ ତୁମ୍ଭ ପାଇଁ କ'ଣ କରିପା ରେ? ତୁମ୍ଭର କଣ ପ୍ରାର୍ଥନା ଅଛି? ମାରେ ଅର୍ଦ୍ଧକେ ରାଜ୍ଯ ପର୍ୟ୍ଯନ୍ତ ହେଲେ ହେଁ ତାହା ତୁମ୍ଭକୁ ଦିଆୟିବା।"
4
"ଏଷ୍ଟର କହିଲା, ଯବେେ ମହାରାଜାଙ୍କ ଦୃଷ୍ଟି ରେ ଭଲ ଦିଶେ, ତବେେ ମୁଁ ଆପଣାଙ୍କ ପାଇଁ ଯେଉଁ ଭୋଜି ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସହେି ଭୋଜିକୁ ଆଗମନ କରନ୍ତୁ।"
5
"ଏହାପରେ ରାଜା କହିଲେ, ହାମନକୁ ଶୀଘ୍ର ଆଣ, ତାହାହେଲେ ଏଷ୍ଟର ଯାହା କହିଛନ୍ତି ଆମ୍ଭେ ତାହା କରିପାରିବୁ।"
6
"ଏଥି ରେ ରାଜା ଭୋଜି ରେ ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ କହିଲା, ତୁମ୍ଭର କ'ଣ ନିବଦନେ ଅଛି? ତାହା ତୁମ୍ଭକୁ ଦିଆୟିବ। ତୁମ୍ଭର ପ୍ରାର୍ଥନା କ'ଣ? ମାେ ଅର୍ଦ୍ଧକେ ରାଜ୍ଯ ପର୍ୟ୍ଯନ୍ତ ହେଲେ ହେଁ ତାହା ଦିଆୟିବ।"
7
"ତହିଁରେ ଏଷ୍ଟର କହିଲା, ମାରେ ନିବଦନେ ଓ ପ୍ରାର୍ଥନା ଏହି କି"
8
"ମୁଁ ଯବେେ ମାରେ ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟି ରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯବେେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସହେି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦବେି।"
9
"ସଦେିନ ହାମନ୍ ଆନନ୍ଦିତ ହାଇେ ଗ୍ଭଲିଗଲା। ମାତ୍ର ହାମନ, ରାଜଦ୍ବାର ରେ ନିଜ ସମ୍ମୁଖ ରେ ମର୍ଦ୍ଦଖଯଙ୍କୁ ଉଠି ଠିଆ ନ ହବୋର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖଯ ବିରୁଦ୍ଧ ରେ କୋରଧ ରେ ପରିପୂର୍ଣ୍ଣ ହେଲା।"
10
"ତଥାପି ହାମନ ନିଜର କୋରଧକୁ ନିଯନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତାପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ୟ୍ଯା ସରେଶକୁ ଡକାଇ ଆଣିଲା।"
11
"ଆଉ ହାମନ୍ ଆପଣା ଧନ ଓ ଐଶ୍ବର୍ୟ୍ଯର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦଇେଛନ୍ତି। ଏହିସବୁ ବିଷଯ ସମାନଙ୍କେୁ ଶୁଣାଇଲା।"
12
"ହାମନ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମାେ ଛଡା ଆଉ କାହାକୁ ରାଜାଙ୍କ ସଙ୍ଗେ ୟିବାକୁ ଦଇେ ନାହାଁନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ବାରା ନିମନ୍ତ୍ରିତ ହାଇେଅଛି।"
13
"କିନ୍ତୁ ମୁଁ ପ୍ରେତ୍ୟକକଥର ୟିହୁଦୀ ମର୍ଦ୍ଦଖଯକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମାରେକିଛି ଭଲ କରେ ନାହିଁ।"
14
"ତେଣୁ ତାହାର ସ୍ତ୍ରୀ ସରେଶ୍ ଓ ତାର ସମସ୍ତ ମିତ୍ରଗଣ ତାକୁ କହିଲେ,: ପଗ୍ଭଶ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖଯକୁ ତହିଁରେ ଫାଶି ଦବୋ ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହାଇେ ରାଜା ସହିତ ଭୋଜିକୁ ୟାଅ।"
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 6 →
All chapters:
1
2
3
4
5
6
7
8
9
10