bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Exodus 10
Exodus 10
Odia - 1840
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 11 →
1
"ସଦାପ୍ରଭୁ ମାଶାଙ୍କେୁ କହିଲେ, ଫାରୋଙ୍କ ନିକଟକୁ ୟାଅ। ମୁଁ ତାଙ୍କୁ ନିଷ୍ଠୁର କରିଛି ଏବଂ କର୍ମଚାରୀମାନଙ୍କୁ ମଧ୍ଯ ନିଷ୍ଠୁର ହୃଦଯ କରିଛି। ମୁଁ ଏପରି କରିଅଛି ୟଦ୍ବାରା ମୁଁ ସମାନଙ୍କେୁ ମାରେ ଶକ୍ତିଶାଳୀ ଅଦ୍ଭୁତ କର୍ମ ଦଖାଇେ ପାରିବି."
2
"ମୁଁ ଏପରି କଲି କାରଣ ତୁମ୍ଭେ ତୁମ୍ଭର ଭବିଷ୍ଯତ ବଂଶଧରମାନଙ୍କୁ କହିବାକୁ ସକ୍ଷମ ହବେ, ମୁଁ କିପରି ମିଶରୀଯମାନଙ୍କୁ ତାଚ୍ଛଲ୍ଯ କଲି ଏବଂ ଅଦ୍ଭୁତ କର୍ମ ବିଷଯ ରେ କହିପାରିବ ଯାହା ମୁଁ ମିଶର ରେ କରିଅଛି। ଏହାପରେ ତୁମ୍ଭମାନେେ ସମସ୍ତେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ।"
3
"ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହିନ୍ତି, ' କେତେ ଦିନ ତୁମ୍ଭେ ମାେତେ ଅମାନ୍ଯ କରିବ? ମାରେ ଲୋକମାନଙ୍କୁ ୟିବାକୁ ଦିଅ ଓ ସମାନଙ୍କେୁ ମାରେ ଉପାସନା କରିବାକୁ ଦିଅ।"
4
"ତୁମ୍ଭମାନେେ ଯଦି ମାରେ ଲୋକମାନଙ୍କୁ ୟିବାକୁ ନଦିଅ। ତବେେ କାଲି ତୁମ୍ଭ ରାଜ୍ଯ ରେ ପଙ୍ଗପାଳ ଦଳ ଆଣିବି।"
5
"ପଙ୍ଗପାଳ ଦଳ ତୁମ୍ଭ ଦେଶର ସମସ୍ତ ଭୂମିକୁ ଆଚ୍ଛାଦନ କରିବେ। ସମାନେେ ଏତେ ସଂଖ୍ଯକ ହବେେ ଯେ, ତୁମ୍ଭମାନେେ ଆଉ ଭୂମି ଦେଖିପାରିବ ନାହିଁ। ଯେକୌଣସି ଦ୍ରବ୍ଯ ଶିଳାବୃଷ୍ଟିରୁ ବଞ୍ଚିଛି, ସେସବୁ ସେ ଖାଇଯିବେ। ସମାନେେ କ୍ଷେତ୍ର ମଧ୍ଯସ୍ତ ସମସ୍ତ ବୃକ୍ଷ ପତ୍ରାଦି ଭକ୍ଷଣ କରିବେ।"
6
"ପଙ୍ଗପାଳଦଳ ତୁମ୍ଭର ଗୃହ, ତୁମ୍ଭର କର୍ମଚାରୀମାନଙ୍କର ଗୃହ ଏପରିକି ମିଶରର ସମସ୍ତ ଗୃହ ପଙ୍ଗପାଳ ରେ ପୂର୍ଣ୍ଣ ହାଇଯେିବ। ଏତେ ପଙ୍ଗପାଳ ତୁମ୍ଭର ପୂର୍ବପୁରୁଷଗଣ ପୂର୍ବରୁ କବେେ ଦେଖି ନଥିବେ। ଏପରିକି ମିଶରକୁ ତୁମ୍ଭର ପୂର୍ବପୁରୁଷଗଣ ଆସିବା ଦିନଠାରୁ ବର୍ତ୍ତମାନ ୟାଏ ଏତେ ପଙ୍ଗପାଳ ହାଇେ ନଥିବ।' ଏହାପରେ ମାଶାେ ଫାରୋଙ୍କ ନିକଟରୁ ବିଦାଯ ନେଲେ।"
7
"ଏହାପରେ ଫାରୋଙ୍କର କର୍ମଚାରୀମାନେ ତାଙ୍କୁ କହିଲେ, କେତଦେିନ ୟାଏ ଏ ମନୁଷ୍ଯ ଆମ୍ଭମାନଙ୍କର ଫାନ୍ଦ ସ୍ବରୂପ ହାଇେଥିବ। ସମାନଙ୍କେୁ ୟିବାକୁ ଦିଅ ଏବଂ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁନାହିଁ କି ମିଶର ଧ୍ବଂସ ହେଉଅଛି ବୋଲି?"
8
"ତେଣୁ ଫାରୋ ଆଜ୍ଞା ଦେଲେ, ତାଙ୍କର କର୍ମଚାରୀମାନଙ୍କୁ ଯେ, ତୁମ୍ଭମାନେେ ମାଶାେ ଓ ହାରୋଣଙ୍କୁ ଫରୋଇ ଆଣ। ଫାରୋ ସମାନଙ୍କେୁ କହିଲେ, ତୁମ୍ଭମାନେେ ୟାଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କର ଉପାସନା କର। କିନ୍ତୁ ମାେତେ କୁହ, କେଉଁମାନେ ୟିବ?"
9
"ମାଶାେ ଉତ୍ତର ଦେଲେ, ଆମ୍ଭର ସମସ୍ତ ଲୋକ ଏପରିକି ଆବାଳବୃଦ୍ଧବନିତା ଏବଂ ଆମ୍ଭମାନଙ୍କର ମେଣ୍ଢା ଓ ଗୋରୁ-ଗାଈମାନେ ମଧ୍ଯ ଯିବେ। ଆମ୍ଭମାନେେ ସମସ୍ତେ ୟିବୁ କାରଣ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ରେ ଉତ୍ସବ ହବେ।"
10
"ଫାରୋ ସମାନଙ୍କେୁ କହିଲେ, ସଦାପ୍ରଭୁ ତୁମ୍ଭ ସହିତ ରହିବା ଉଚିତ୍, ଯଦି ମୁଁ ତୁମ୍ଭର ପିଲାମାନଙ୍କୁ ତୁମ୍ଭ ସହିତ ୟିବାକୁ ଦିଏ! ଦେଖ, ତୁମ୍ଭମାନେେ ତୁମ୍ଭ ନିଜ ପାଇଁ ଅସୁବିଧା କରୁଛ।"
11
"ଆରମ୍ଭରୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ପ୍ରସ୍ତାବ କରିଅଛ, କବଳେ ସହେି ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଯିବେ। କିନ୍ତୁ ସବୁଲୋକମାନେ ୟାଇ ପାରିବେ ନାହିଁ। ଏହାପରେ ସେ ହାରୋଣ ଓ ମାଶାଙ୍କେୁ ବିଦାଯ ଦେଲେ।"
12
"ସଦାପ୍ରଭୁ ମାଶାଙ୍କେୁ କହିଲେ, ମିଶରର ଭୂମିରେ ତୁମ୍ଭ ହସ୍ତ ପ୍ରସାରଣ କର, ଏବଂ ମିଶର ଭୂମିରେ ପଙ୍ଗପାଳ ଦଳ ମିଶର ରେ ମାଡିଯିବେ। ଯାହା କୁଆପଥର ବୃଷ୍ଟିରୁ ବଞ୍ଚିଛି ତାହାସବୁ ସମାନେେ ଖାଇଯିବେ।"
13
"ତେଣୁ ମାଶାେ ତାଙ୍କର ଆଶାବାଡିଟିକୁ ମିଶର ଭୂମିରେ ବିସ୍ତାର କଲେ ଏବଂ ଏହାପରେ ସଦାପ୍ରଭୁ ପୂର୍ବଦିଗରୁ ଖୁବ୍ ୟୋର ରେ ପବନ ବୁହାଇଲେ। ଏହି ପବନ ଦିନ ଏ ରାତି ତମାମ ଲାଗି ରହିଲା। ପ୍ରଭାତ ହବୋରୁ ସହେି ପବନ ଦ୍ବାରା ପଙ୍ଗପାଳ ଦ୍ବାରା ମିଶର ଭୂମି ପରିପୂର୍ଣ୍ଣ ହାଇଗେଲା।"
14
"ପଙ୍ଗପାଳ ଦଳ ଉଡିଆସି ମିଶର ଦେଶ ରେ ଭୂମିସ୍ଥ ହେଲେ। ଏତେ ସଂଖ୍ଯା ରେ ପଙ୍ଗପାଳଦଳ ଆସିଲେ ଯେ ପୂର୍ବରୁ ଏତେ ସଂଖ୍ଯକ ପଙ୍ଗପାଳ ଦଳ ମିଶର ରେ କଦାପି ଦଖାୟୋଇ ନଥିଲେ।"
15
"ପଙ୍ଗପାଳମାନେ ଭୂମିକୁ ଆଚ୍ଛାଦନ କଲେ ଏବଂ ସମଗ୍ର ମିଶର ଅନ୍ଧକାରଚ୍ଛନ୍ନ ହାଇଗେଲା। ପଥର ବର୍ଷା ରେ ଯାହାସବୁ ନଷ୍ଟ ହାଇେ ନଥିଲା, ଅବଶିଷ୍ଟାଂଶ ଗଛର ପୁତ୍ରକୁ ପଙ୍ଗପାଳ ଦଳ ଖାଇଗଲେ। ଏପରିକି ମିଶର ରେ କୌଣସି ବୃକ୍ଷ ରେ ଆଉ ପତ୍ର ରହିଲା ନାହିଁ।"
16
"ଫାରୋ ବେଗ୍ରତାର ସହକା ରେ ମାଶାେ ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ କହିଲେ, ମୁଁ ତୁମ୍ଭର ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ବିରୁଦ୍ଧ ରେ ପାପ କରିଅଛି।"
17
"ଏଇଥରକ ପାଇଁ ମାେତେ କ୍ଷମା କର। ଏହି 'ମାରାତ୍ମକ' ପଙ୍ଗପାଳଗୁଡିକୁ ଦୂ ରଇେ ନଇୟିବୋ ପାଇଁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ପ୍ରାର୍ଥନା କର।"
18
"ମାଶାେ ଫାରୋଙ୍କ ନିକଟରୁ ବିଦାଯ ନଇେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।"
19
"ତେଣୁ ସଦାପ୍ରଭୁ ପବନର ଦିନ ପରିବର୍ତ୍ତନ କଲେ। ପଶ୍ଚିମ ଦିଗରୁ ପ୍ରଚଣ୍ଡ ବଗେ ରେ ପବନ ବହିଲା। ଏହି ପବନ ମିଶରରୁ ସମସ୍ତ ପଙ୍ଗପାଳଦଳକୁ ଉଡାଇ ନଇେ ଲୋହିତ ସୂଫ ସାଗର ରେ ପକାଇଲା। ଏପରିକି ଗୋଟିଏ ହେଲେ ପଙ୍ଗପାଳ ମିଶର ରେ ରହିଲେ ନାହିଁ।"
20
"କିନ୍ତୁ ସଦାପ୍ରଭୁ ପୁନ୍ନରାଯ ଫାରୋଙ୍କ ହୃଦଯ କଠାେର କଲେ। ଯେଉଁଥି ରେ ଫାରୋ ଇଶ୍ରାୟେଲର ଲୋକମାନଙ୍କୁ ୟିବାକୁ ଦେଲେ ନାହିଁ।"
21
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ହସ୍ତ ଆକାଶ ଆଡକୁ ଉଠାଅ। ତା ହେଲେ ମିଶର ଦେଶ ଅନ୍ଧକାର ରେ ଆଚ୍ଛାଦିତ ହବେ। ମିଶରୀଯମାନେ ଅନ୍ଧକାର ରେ ଦରାଣ୍ଡି ହବେେ।"
22
"ତେଣୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମାଶାେ ତାଙ୍କର ହସ୍ତ ଆକାଶ ଆଡକୁ ଉଠାଇଲେ। ତା'ପରେ ଅନ୍ଧକାର ସାରା ମିଶର ଦେଶକୁ ଆଚ୍ଛାଦନ କଲା। ଏହି ଅନ୍ଧକାର ମିଶର ରେ କ୍ରମାଗତ ତିନିଦିନ ରହିଲା।"
23
"ଜଣେେ ବ୍ଯକ୍ତି ଅନ୍ୟ ଜଣଙ୍କୁ ଦେଖିପାରିଲା ନାହିଁ। କହେି କୁଆଡେ ୟାଇ ପାରିଲେ ନାହିଁ । କିନ୍ତୁ ଯେଉଁଠା ରେ ଇଶ୍ରାୟେଲୀୟମାନେ ବାସ କରୁଥିଲେ ସଠାେରେ ଅନ୍ଧକାର ନଥିଲା।"
24
"ପୁନ୍ନରାଯ ଫାରୋ ମାଶାଙ୍କେୁ ଡାକିଲେ ଏବଂ କହିଲେ, ୟାଅ ସଦାପ୍ରଭୁଙ୍କର ଉପାସନା କର! ତୁମ୍ଭେ ତୁମ୍ଭର ପୁତ୍ରକନ୍ଯାମାନଙ୍କୁ ସାଙ୍ଗ ରେ ନଇୟୋଅ। କିନ୍ତୁ ତୁମ୍ଭର ମଷଗେୁଡିକୁ ଓ ଗୋରୁଗାଈଗୁଡିକ ନିଅ ନାହିଁ।"
25
"ମାଶାେ କହିଲେ, ତୁମ୍ଭେ ନିଜେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କର ପରମେଶ୍ବରଙ୍କର ଉପାସନା ପାଇଁ ହାମବେଳି ଓ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍।"
26
"ହଁ, ସଦାପ୍ରଭୁଙ୍କ ଉପାସନା ପାଇଁ ଆମ୍ଭମାନଙ୍କର ପଶୁଗଣଙ୍କୁ ଆମ୍ଭମାନଙ୍କ ସହିତ ନବେୁ। ଏଠା ରେ ଗୋଟିଏ ହେଲେ ଖୁରା ହିଁ ରହିବ ନାହିଁ। କାରଣ ଆମ୍ଭମାନଙ୍କ ସଦାପ୍ରଭୁଙ୍କର ଉପାସନା ନିମନ୍ତେ ସମାନଙ୍କେ ମଧ୍ଯରୁ ବଳି ନବୋକୁ ହବେ। କଣ ଦଇେ ସଦାପ୍ରଭୁଙ୍କର ଉପାସନା କରିବାକୁ ହବେ, ତାହା ଆମ୍ଭମାନେେ ସଠାେରେ ଉପସ୍ଥିତ ନ ହେଲେ ଜାଣି ପାରିବୁ ନାହିଁ। ତେଣୁ ଆମ୍ଭମାନଙ୍କର ଯାହାସବୁ ଅଛି ଆମ୍ଭମାନଙ୍କୁ ସେସମସ୍ତ ଦ୍ରବ୍ଯ ସଙ୍ଗ ରେ ନଇେ ୟିବାକୁ ହବେ।"
27
"ସଦାପ୍ରଭୁ ଫାରୋଙ୍କର ହୃଦଯକୁ ପୁଣି କଠାେର କଲେ, ତେଣୁ ଫାରୋ ସମାନଙ୍କେୁ ଆଉ ୟିବାକୁ ଦେଲେ ନାହିଁ।"
28
"ଏହାପରେ ଫାରୋ ମାଶାଙ୍କେୁ କହିଲେ, ମାେ ନିକଟରୁ ଦୂର ହୁଅ। ମୁଁ ତୁମ୍ଭର ମୁଖ ଯେପରି ଆଉ ନ ଦେଖେ। ଯଦି ମୁଁ ତୁମ୍ଭକୁ ପୁଣି ଦେଖେ, ତୁମ୍ଭେ ମୃତ୍ଯୁବରଣ କରିବ।"
29
"ଏହାପରେ ମାଶାେ ଫାରୋଙ୍କୁ କହିଲେ, ତୁମ୍ଭେ ଗୋଟିଏ ଠିକ୍ କଥା କହିଛ, ମୁଁ ତୁମ୍ଭକୁ ଆଉ ଦଖାେ କରିବାକୁ ଆସିବି ନାହିଁ।"
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40