bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Exodus 36
Exodus 36
Odia - 1840
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 37 →
1
"ତେଣୁ ବତ୍ସଲଲେ, ଅହଲୀଯାବ ଏବଂ ପ୍ରେତ୍ୟକକ କୁଶଳୀ ଲୋକମାନେ ଯେଉଁମାନଙ୍କୁ ସଦାପ୍ରଭୁ ଏହି ପବିତ୍ର ସ୍ଥାନ ସମ୍ବନ୍ଧୀଯ କାର୍ୟ୍ଯ କରିବାର କୌଶଳ ଓ ଜ୍ଞାନ ପ୍ରଦାନ କରିଛନ୍ତି, ସମାନଙ୍କେୁ ପବିତ୍ର ସ୍ଥାନ ସମ୍ବନ୍ଧୀଯ ସମସ୍ତ କାର୍ୟ୍ଯ କରିବାକୁ ଦିଅ। ଠିକ୍ ଯେପରି ସଦାପ୍ରଭୁ ଆଜ୍ଞା ଦଇେଥିଲେ।"
2
"ତା'ପରେ ମାଶାେ ବତ୍ସଲଲେ ଏବଂ ଅହଲୀଯାବ ପ୍ରେତ୍ୟକକ ନିପୂଣ ଲୋକମାନଙ୍କୁ ଡାକିଲେ। ଯେଉଁମାନଙ୍କୁ ସଦାପ୍ରଭୁ କାର୍ୟ୍ଯ କରିବାକୁ କୌଶଳ ଓ ଅତିଶଯ ଦକ୍ଷତା ଦଇେଛନ୍ତି।"
3
"ମାଶାେ ଏହି ସମସ୍ତ ଲୋକମାନଙ୍କୁ ଲୋକମାନଙ୍କର ଦାତବ୍ଯ ଦ୍ରବ୍ଯମାନ ଦେଲେ ଏବଂ ସମାନେେ ସହେି ଦ୍ରବ୍ଯଗୁଡିକ ବ୍ଯବହାର କରି ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ତିଆରି କଲେ। ଲୋକମାନେ ପ୍ରତି ପ୍ରଭାତ ରେ ଉପହାରମାନ ଆଣି ଦେଲେ।"
4
"ଶଷେ ରେ, ପବିତ୍ର ସ୍ଥାନର ନିପୂଣ କର୍ମକର୍ତ୍ତାଗଣ କାର୍ୟ୍ଯ ଛାଡି ମାଶାଙ୍କେ ନିକଟକୁ କହିବା ପାଇଁ ଗଲେ।"
5
"ଲୋକମାନେ ୟଥେଷ୍ଟ ଆଣୁଛନ୍ତି। ସଦାପ୍ରଭୁଙ୍କର ଆଜ୍ଞା କର୍ମ କରିବା ପାଇଁ ଯାହା ଦରକାର ତାହାଠାରୁ ଲୋକେ ୟଥେଷ୍ଟ ଆଣୁଛନ୍ତି।"
6
"ଏହାପରେ ମାଶାେ ଏହି ସମ୍ବାଦ ଛାଉଣୀ ମଧିଅରେ ପ୍ରଚାର କଲେ, ପୁରୁଷ କିମ୍ବା ସ୍ତ୍ରୀ ଆଉ କୌଣସି ଉପହାର ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ପାଇଁ ଆଣନ୍ତୁ ନାହିଁ। ତେଣୁ ଲୋକମାନେ ବାଧ୍ଯ ହେଲେ ଆଉ ଉପହାର ନଦବୋ ପାଇଁ।"
7
"ଲୋକମାନେ କାର୍ୟ୍ଯ ପାଇଁ ଆବଶ୍ଯକତାଠାରୁ ଅଧିକ ଦେଲେ।"
8
"ଏହାପରେ ସହେି ନିପୂଣ କାରିଗରଗଣ ବଳାଶୁଭ୍ର କ୍ଷୋମସୂତ୍ର ଓ ନୀଳ ଧୂମ୍ର ଓ ସୁନ୍ଦର ବର୍ଣ୍ଣ ସୂତ୍ର ଦ୍ବାରା ପବିତ୍ର ତମ୍ବୁର ଦଶ ୟବନିକା ପ୍ରସ୍ତୁତ କଲେ। ଏବଂ ତାହା ମଧିଅରେ ଶିଳ୍ପ କର୍ମ ରେ କିରୂବ ଦୂତଗଣର ଆକୃତି କଲେ।"
9
"ପ୍ରେତ୍ୟକକ ୟବନିକା ଅଠଇେଶ ହାତ ଲମ୍ବ, ଚାରି ହାତ ପ୍ରସ୍ଥ ଏବଂ ପ୍ରେତ୍ୟକକ ୟବନିକା ସମପରିମାଣର ଥିଲା।"
10
"ସମାନେେ ପଞ୍ଚ ୟବନିକା ଏକତ୍ର କରି ଯୋଗ କଲେ ଏବଂ ଅନ୍ୟ ପଞ୍ଚ ୟବନିକା ମଧ୍ଯ ଏକତ୍ର କରି ୟୋଗ କଲେ।"
11
"ସମାନେେ ୟୋଡ ସ୍ଥାନ ରେ ପ୍ରଥମ ଅନ୍ତ୍ଯ ୟବନିକାର ଧଡି ରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ୟୋଡ ସ୍ଥାନର ଦ୍ବିତୀୟ ଅନ୍ୟ ୟବନିକାର ଧଡି ରେ ଏକାପରି କାର୍ୟ୍ଯମାନ କଲେ।"
12
"ସମାନେେ ପ୍ରଥମ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରା ଓ ୟୋଡା ସ୍ଥାନ ରେ ଦ୍ବିତୀୟ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରୋ କଲେ। ସହେି ଘୁଣ୍ଡିଘରା ସବୁ ପରସ୍ପର ସମ୍ମୁଖୀନ ରହିଥିଲା।"
13
"ଏହାପରେ ସମାନେେ ପଚାଶ ଗୋଟି ସ୍ବର୍ଣ୍ଣଘୁଣ୍ଡି କରି ୟବନିକା ସବୁ ୟୋଗ କଲେ। ତେଣୁ ପବିତ୍ର ତମ୍ବୁ ତିଆରି ହାଇେ ଗୋଟିଏ ହେଲା।"
14
"ଏହାପରେ ସହେି ଶିଳ୍ପୀଗଣ ସହେି ପବିତ୍ର ତମ୍ବୁର ଆଚ୍ଛାଦନାର୍ଥକ ପବିତ୍ର ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ୟବନିକା ପ୍ରସ୍ତୁତ କଲେ।"
15
"ପ୍ରେତ୍ୟକକ ୟବନିକାର ଲମ୍ବ ତିରିଶ ହାତ ଓ ପ୍ରସ୍ଥ ଚାରିହାତ ବିଶିଷ୍ଟ ହେଲା। ସହେି ଏକାଦଶ ୟବନିକାର ସମାନ ପରିମାଣ ଥିଲା।"
16
"ସମାନେେ ପାଞ୍ଚଟି ୟବନିକା ୟୋଡି ଗୋଟିଏ ଏବଂ ଅନ୍ୟ ଛଅଟି ୟବନିକା ୟୋଡି ଗୋଟିଏ ପ୍ରସ୍ତୁତ କଲେ।"
17
"ୟୋଡା ସ୍ଥାନ ରେ ପ୍ରଥମ ଅନ୍ତ୍ଯ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରା କଲେ ଓ ଦ୍ବିତୀୟ ୟବନିକାର ୟୋଡ ସ୍ଥାନ ରେ ଧଡି ରେ ପଚାଶ ଘୁଣ୍ଡିଘରା କଲେ।"
18
"ଶିଳ୍ପୀମାନେ ପିତ୍ତଳର ପଚାଶଟି ମୁଦିଆ ତିଆରି କଲେ, ସହେି ୟବନିକାକୁ ଏକତ୍ର କରିବା ପାଇଁ ବା ଗୋଟିଏ ତମ୍ବୁ ନିର୍ମାଣ କରିବା ପାଇଁ।"
19
"ଏହାପରେ ସମାନେେ ଆଉ ଦୁଇଟି ୟବନିକା ପ୍ରସ୍ତୁତ କଲେ ସହେି ପବିତ୍ର ତମ୍ବୁ ପାଇଁ, ସମାନେେ ଗୋଟିଏ ଛାତ ରକ୍ତୀ କୃତ ଶିଶୁକ ଚର୍ମ ରେ ତିଆରି କଲେ।"
20
"ଏହାପରେ ଶିଳ୍ପୀମାନେ ଶିଟୀମ୍ କାଠ ରେ ପବିତ୍ର ତମ୍ବୁ ନିମିତ୍ତ ଠିଆ ପଟା ତିଆରି କଲେ."
21
"ପ୍ରେତ୍ୟକକ ପଟାର ଲମ୍ବ ଦଶ ହାତ ଓ ପ୍ରସ୍ଥ ଦେଢ ହାତ ଥିଲା।"
22
"ପ୍ରେତ୍ୟକକ ଢାଞ୍ଚା ସମାନ ଆକାରର ଦୁଇଟି ଖିଲ ଥିଲା। ପରସ୍ପର ଅନୁରୂପ ଦୁଇ ଦୁଇ ଫୁଟ୍ ଥିଲା। ଏହିପରି ସମାନେେ ତମ୍ବୁ ନିମନ୍ତେ ଢାଞ୍ଚା ପ୍ରସ୍ତୁତ କଲେ।"
23
"ସମାନେେ ପବିତ୍ର ତମ୍ବୁ ନିମନ୍ତେ କୋଡିଏଟି ପଟା ଦକ୍ଷିଣପଟ ପାଇଁ ପ୍ରସ୍ତୁତ କଲେ।"
24
"ଏହାପରେ ସମାନେେ ଚାଳିଶଟି ରୂପାର ଆଧାର ତିଆରି କଲେ, ତକ୍ତାର ତଳେ ଦବୋ ପାଇଁ। ପ୍ରେତ୍ୟକକ ତକ୍ତା ପାଇଁ ସମାନେେ ଦୁଇଟି କରି ଆଧାର ପ୍ରସ୍ତୁତ କଲେ। ତକ୍ତାର ପ୍ରେତ୍ୟକକ ପାଖ ଗୋଟିଏ ଆଧାର ପ୍ରସ୍ତୁତ କଲେ।"
25
"ସମାନେେ ଉତ୍ତରପଟ ପାଇଁ କୋଡିଏଟି ପଟା ତିଆରି କଲେ, ସହେି ପବିତ୍ର ତମ୍ବୁ ପାଇଁ।"
26
"ସମାନେେ ଏହି କୋଡିଏଟି ପଟା ନିମନ୍ତେ ଚାଳିଶଟି ଚୁଙ୍ଗୀ ତିଆରି କଲେ। ଗୋଟିଏ ପଟା ନିମନ୍ତେ ଦୁଇଟି ଚୁଙ୍ଗୀ ସମାନେେ ପ୍ରସ୍ତୁତ କଲେ।"
27
"ପବିତ୍ର ତମ୍ବୁର ପଶ୍ଚିମ ପଟ ପାଇଁ ସମାନେେ ଛଅଟି ପଟା ତିଆରି କଲେ।"
28
"ସମାନେେ ମଧ୍ଯ ପବିତ୍ର ତମ୍ବୁ ପଛପାଖ କଣ ପାଇଁ ତକ୍ତାଗୁଡିକ ତିଆରି କଲେ।"
29
"ଏହି ପଟାଗୁଡିକର ତଳେ ଏକତ୍ର କରି ୟୋଡା ଗଲା। ଏବଂ ଉପରେ ଏକ କଡା ଦ୍ବାରା ୟୋଡ ରହିଲା। ଏହିପରି ଭାବରେ ସହେି କୋଣ ପଟା ଦ୍ବଯ ଏକତ୍ର ହାଇେ ରହିଲା। ସମାନେେ ଉଭୟ କୋଣ ପାଇଁ ଏକା ପ୍ରକାର କଲେ।"
30
"ସହେି ପବିତ୍ର ତମ୍ବୁର ପଶ୍ଚିମ ପଟ ରେ ମାଟେ ଆଠଟି ତକ୍ତା ରହିଲା। ଏବଂ ଷୋଳଟି ରୂପାର ଆଧାର ଥିଲା। ପ୍ରେତ୍ୟକକ ତକ୍ତା ପାଇଁ ଦୁଇଟି ଆଧାର।"
31
"ଏହାପରେ ଶିଳ୍ପୀମାନେ ପବିତ୍ର ତମ୍ବୁ ପାଇଁ ଶିଟୀମ୍ କାଠ ରେ ଅର୍ଗଳ ପ୍ରସ୍ତୁତ କଲେ। ସମାନେେ ପବିତ୍ର ତମ୍ବୁର ଗୋଟିଏ ପାଶର୍ବ ରେ ପାଞ୍ଚଟି ଅର୍ଗଳ ତିଆରି କଲେ।"
32
"ପାଞ୍ଚଟି ଅର୍ଗଳ ଅନ୍ୟ ପାଶର୍ବ ପାଇଁ ତିଆରି କଲେ ଏବଂ ପବିତ୍ର ତମ୍ବୁର ପଛ ପାଖ ପାଇଁ ଅର୍ଥାତ୍ ପଶ୍ଚିମ ଦିଗ ପାଇଁ ପାଞ୍ଚଟି ଅର୍ଗଳ ତିଆରି କଲେ।"
33
"ମଧ୍ଯସ୍ଥିତ ଅର୍ଗଳ ଢାଞ୍ଚାର ମଝି ସ୍ଥାନରୁ ଏମୁଣ୍ଡରୁ ସମେୁଣ୍ଡ ୟାଏ ପାଇଲା।"
34
"ଆଉ ସମାନେେ ସହେିସବୁ ପଟା ସୁବର୍ଣ୍ଣ ଦ୍ବାରା ମଡାଇଲେ। ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡା କଲେ। ଅର୍ଗଳ ସବୁ ସୁନା ରେ ମଡାଇଲେ।"
35
"ଏହା ପରେ ସମାନେେ ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳାଶୁଭ୍ର ମହାପବିତ୍ର ଓ କିରୂବ ଦୂତଗଣ ଚିତ୍ରିତ ଏକ ବିଚ୍ଛଦବେସ୍ତ୍ର ପ୍ରସ୍ତୁତ କଲେ।"
36
"ସମାନେେ ତା'ପାଇଁ ଶିଟୀମ୍ କାଠର ଚାରିସ୍ତମ୍ଭ କରି ସୁବର୍ଣ୍ଣ ରେ ମଡାଇଲେ। ଏବଂ ସେସବୁର ଆଙ୍କଡା ସୁନା ରେ ତିଆରି କଲେ ଓ ତହିଁ ନିମନ୍ତେ ରୂପାର ଚାରୋଟୀ ଚୁଙ୍ଗୀ ଢାଳିଲେ।"
37
"ସମାନେେ ତମ୍ବୁ ପ୍ରବେଶ ଦ୍ବାର ନିମନ୍ତେ ନୀଳ, ଧୁମ୍ର ସିନ୍ଦୁର ବର୍ଣ୍ଣ ଓ କ୍ଷୋମସୂତ୍ର ନିର୍ମିତ ଏକ ପରଦା ବୁଣିଲେ।"
38
"ତାହାର ପାଞ୍ଚଟି ସ୍ତମ୍ଭ ଏବଂ ସେସବୁର ଆଙ୍କଡା ତିଆରି କଲେ ଏବଂ ସେ ସବୁର ମୁଣ୍ଡାଳି ଓ ଛୁଞ୍ଚିଆ ସୁବର୍ଣ୍ଣ ରେ ମଡାଇଲେ। ମାତ୍ର ସମାନଙ୍କେର ପାଞ୍ଚଟି ଚୁଙ୍ଗୀ ପିତ୍ତଳର ଥିଲା।"
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 37 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40