bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Hebrews 3
Hebrews 3
Odia - 1840
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
1
"ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।"
2
"ପରମେଶ୍ବର ଯୀଶୁଙ୍କୁ ମହାୟାଜକ ସ୍ବରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମାଶାଙ୍କେ ପରି ଯୀଶୁ ମଧ୍ଯ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ। ଈଶ୍ବରଙ୍କ ଗୃହ ରେ ଈଶ୍ବର ଇଚ୍ଛା କରୁଥିବା ସମସ୍ତ କାର୍ୟ୍ଯ ସେ କଲେ।"
3
"ଯେତବେେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନା ରେ ସହେି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ମାଶାଙ୍କେ ତୁଳନା ରେ ଯୀଶୁ ଅଧିକ ସମ୍ମାନର ଯୋଗ୍ଯ।"
4
"ପ୍ରେତ୍ୟକକ ଘର କୌଣସି ଲୋକ ଦ୍ବାରା ନିର୍ମିତ।"
5
"କିନ୍ତୁ ପରମେଶ୍ବର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ବରଙ୍କ ଗୃହ ରେ ମାଶାେ ଜଣେ ସବେକ ରୂପେ ବିଶ୍ବସ୍ତ ଥିଲେ। ପରମେଶ୍ବର ଭବିଷ୍ଯତ ରେ ଯାହା କିଛି କହିବେ, ସେ ଲୋକମାନଙ୍କୁ ସହେି କଥା କହିଥିଲେ।"
6
"କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।"
7
"ଅତଏବ ପବିତ୍ର ଆତ୍ମା କୁହନ୍ତି:"
8
"ତବେେ ମରୁଭୂମିରେ ପରମେଶ୍ବରଙ୍କୁ ପରୀକ୍ଷା କରିବା ଦିନ ଯେପ୍ରକାର ପରମେଶ୍ବରଙ୍କ ବିରୁଦ୍ଧ ରେ ଥିଲେ, ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।"
9
"ଗ୍ଭଳିଷ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମାରେ କାର୍ୟ୍ଯ ଗୁଡ଼ିକ ଦେଖିଲେ। ତଥାପି ସମାନେେ ମାେ ର୍ଧୈୟ୍ଯର ପରୀକ୍ଷା ନେଲେ।"
10
"ସେଥିପାଇଁ ମୁଁ ସହେି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି। ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ ଅଟେ। ସମାନେେ ମାରେ ମାର୍ଗ ବୁଝନ୍ତି ନାହିଁ।"
11
"ଅତଏବ ମୁଁ କୋର୍ଧ ରେ ପ୍ରତିଜ୍ଞା କରି କହିଥିଲି - ସେ ଲୋକମାନେ କବେେ ହେଲେ ମାରେ ବିଶ୍ରାମସ୍ଥଳ ରେ303 ପ୍ରବେଶ କରିବେ ନାହିଁ।' ଗୀତସଂହିତା 95:7-11"
12
"ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧିଅରେ କହେି ପାପ ନ କର, ଅବିଶ୍ବାସୀ ନ ହୁଅ, ଓ ଜୀବିତ ପରମେଶ୍ବରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।"
13
"କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। ଆଜିଦିନ' ରେ ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନ ରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାୟ୍ଯ କର।"
14
"କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ବାସ ଥିଲା, ତାହା ଯଦି ଶଷେ ପର୍ୟ୍ଯନ୍ତ ବଜାୟ ରଖିବ, ତାହାହେଲେ ଯୀଶୁଖ୍ରୀଷ୍ଟଙ୍କ ସମସ୍ତ ଅଧିକାର ରେ ସହଭାଗୀ ହବେ।"
15
"ତାହାହିଁ ଶାସ୍ତ୍ର ମଧ୍ଯ କୁ ହେ:"
16
"ପରମେଶ୍ବରଙ୍କ ବାକ୍ଯ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମାଶାଙ୍କେ ଦ୍ବାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସହେି ଲୋକ ଅଟନ୍ତି।"
17
"ପରମେଶ୍ବର ଚାଳିଶ ବର୍ଷ ଧରି ତାହା ପ୍ରତି କୋରଧ କରିଥିଲେ? ଯେଉଁମାନେ ପାପ କରିଥିଲେ ସମାନଙ୍କେ ପ୍ରତି ପରମେଶ୍ବର କୋରଧ କରିଥିଲେ। ସମାନେେ ମରୁଭୂମିରେ ମଲେ।"
18
"ପରମେଶ୍ବରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳ ରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ବରଙ୍କ ଆଜ୍ଞାର ଅବାଧ୍ଯ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ।"
19
"ଅତଏବ ଆମ୍ଭେ ଦେଖୁଛୁ ଯେ, ସମାନେେ ନିଜ ଅବିଶ୍ବାସ ହତେୁ ସଠାେରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।"
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
All chapters:
1
2
3
4
5
6
7
8
9
10
11
12
13