bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Hosea 10
Hosea 10
Odia - 1840
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 11 →
1
"ଇଶ୍ରାୟେଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତବେେଳେ ଇଶ୍ରାୟେଲ ଅଧିକ ଜିନିଷ ଲାଭକଲେ ସେତବେେଳେ ସେ ଭଣ୍ତ ଦବେତାଙ୍କ ପୂଜା ପାଇଁ ଅଧିକ ୟଜ୍ଞବଦେୀ ନିର୍ମାଣ କଲେ। ତାଙ୍କର ରାଜ୍ଯ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦବେତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।"
2
"ଇଶ୍ରାୟେଲର ଲୋକମାନେ ପରମେଶ୍ବରଙ୍କୁ ଠକିବାକୁ ଚୋଷ୍ଟା କଲେ କିନ୍ତୁ ବର୍ତ୍ତମାନ ସମାନେେ ସମାନଙ୍କେର ଦୋଷ ସ୍ବୀକାର କରିବେ। ସଦାପ୍ରଭୁ ସମାନଙ୍କେର ୟଜ୍ଞବଦେୀକୁ ଭାଙ୍ଗି ଦବେେ। ସେ ସମାନଙ୍କେର ସ୍ମୃତିସ୍ତମ୍ଭକୁ ଧ୍ବଂସ କରି ଦବେେ।"
3
"ବର୍ତ୍ତମାନ ଇଶ୍ରାୟେଲୀୟମାନେ କୁହନ୍ତି, ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରିପାରିବେ ନାହିଁ।"
4
"ସମାନେେ ଶପଥ ନିଅନ୍ତୁ କିନ୍ତୁ ସମାନେେ କବଳେ ମିଥ୍ଯା କୁହନ୍ତୁ। ସମାନେେ ସମାନଙ୍କେର ଶପଥ ରକ୍ଷା କରନ୍ତି ନାହିଁ। ସମାନେେ ଚୁକ୍ତି କରନ୍ତି। ସେଥିପାଇଁ ନ୍ଯାଯ କୃଷିକ୍ଷେତ୍ର ରେ ବିଷାକ୍ତ ଅନାବନା ଘାସ ପରି ବଢେ।"
5
"ଶମରିଯର ଲୋକମାନେ ବୈଥ୍-ଆବନର ବାଛୁରୀମାନଙ୍କୁ ପୂଜା କରନ୍ତି। ସହେି ଲୋକମାନେ ପ୍ରକୃତ ରେ କାନ୍ଦିବେ। ଯାଜକମାନେ ମଧ୍ଯ ପ୍ରକୃତ ରେ କାନ୍ଦିବେ। କାହିଁକି? କାରଣ ସମାନଙ୍କେର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂ ରଇେ ନିଆଗଲା।"
6
"ଅଶୂରକୁ ମହାନ୍ ରାଜାଙ୍କ ଉପହାର ସ୍ବରୂପ ଏହାକୁ ନିଆଗଲା। ସେ ଇଫ୍ରଯିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇଶ୍ରାୟେଲ ତା'ର ମୂର୍ତ୍ତି ପାଇଁ ଲଜ୍ଜିତ ହବେ।"
7
"ପାଣି ରେ ଗୋଟିଏ କାଠଖଣ୍ତ ଭାସି ଗଲାପରି, ଶମରିଯାର ରାଜା ଧ୍ବଂସ ହବେେ।"
8
"ଇଶ୍ରାୟେଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବନ୍ରେ ଉଚ୍ଚସ୍ଥାନଗୁଡିକ ଧ୍ବଂସ ହବେ। ସମାନଙ୍କେର ୟଜ୍ଞବଦେୀ ଉପ ରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା'ପ ରେ ସମାନେେ ପର୍ବତଗୁଡିକୁ କହିବେ, ଆମ୍ଭମାନଙ୍କୁ ଆବୃତ୍ତ କର ଏବଂ ପାହାଡଗୁଡିକୁ କହିବେ, ଆମ୍ଭମାନଙ୍କ ଉପ ରେ ପଡିୟାଅ।"
9
"ଇଶ୍ରାୟେଲ, ତୁମ୍ଭେ ଗିବିଯାଙ୍କ ସମୟରୁ ପାପ କରି ଗ୍ଭଲିଛ ଏବଂ ତୁମ୍ଭ ଲୋକମାନେ ସଠାେ ରେ ଲଗାତାର ପାପ କରି ଗ୍ଭଲିଛନ୍ତି। ୟୁଦ୍ଧ ପ୍ରକୃତ ରେ ସହେି ମନ୍ଦ ଲୋକମାନଙ୍କୁ ଗିବିଯା ରେ ଧରିବ।"
10
"ମୁଁ ସମାନଙ୍କେୁ ଦଣ୍ତ ଦବୋକୁ ଆସିବି। ଦେଶଗୁଡିକୁ ମିଳିତ ଭାବରେ ସମାନଙ୍କେ ବିରୁଦ୍ଧ ରେ ଯିବେ। ସମାନେେ ଇଶ୍ରାୟେଲ ଅଧିବାସୀଙ୍କୁ ସମାନଙ୍କେର ଦୁଇଗୁଣା ପାପ ପାଇଁ ଦଣ୍ତ ଦବେେ।"
11
"ଇଫ୍ରଯିମ ତାଲିମପ୍ରାପ୍ତ ଗାଈ ପରି ଖଳା ରେ ଶସ୍ଯ ଉପ ରେ ବିଚରଣ କରିବାକୁ ଭଲପାଏ। ଆମ୍ଭେ ଗୋଟିଏ ଭଲ ୟୁଆଳି ତା' କାନ୍ଧ ରେ ପକାଇବା। ଆମ୍ଭେ ତାକୁ ଦଉଡି ରେ ବାନ୍ଧିବା। ତା'ପ ରେ ଯିହୁଦା ହଳ ଆରମ୍ଭ କରିବ। ଯାକୁବ ନିଜେ ଭୂମିକୁ ଫଟାଇବ।"
12
"ତୁମ୍ଭେ ଯଦି ଭଲପଣିଆ ବୁଣିବ ତବେେ ପ୍ରକୃତ ପ୍ ରମେ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପ ରେ ଭଲ ଜିନିଷ ବର୍ଷା ପରି ପକାଇବେ।"
13
"କିନ୍ତୁ ତୁମ୍ଭମାନେେ ମନ୍ଦ ଜିନିଷ ଲଗାଇଲ ଏବଂ ତୁମ୍ଭମାନେେ ଦୁଃଖ ଅମଳ କଲ। ତୁମ୍ଭ ମିଥ୍ଯାର ଫଳ ତୁମ୍ଭେ ଭକ୍ଷଣ କଲ। କାହିଁକି? କାରଣ ତୁମ୍ଭମାନେେ ତୁମ୍ଭ ଶକ୍ତି ଓ ସୈନ୍ଯବାହିନୀ ଉପ ରେ ବିଶ୍ବାସ ରଖିଛ।"
14
"ତେଣୁ ତୁମ୍ଭମାନଙ୍କର ସୈନ୍ଯବାହିନୀ ୟୁଦ୍ଧର ଶଦ୍ଦ ଶୁଣିବେଏବଂ ତୁମ୍ଭମାନଙ୍କର ସମସ୍ତ ଦୁର୍ଗ ଧ୍ବଂସ ପାଇବ। ଶଲମନ ବୈଥ୍-ଅରବଲକେୁ ଧ୍ବଂସ କଲାପରି ଏହା ଘଟିବ। ୟୁଦ୍ଧ ସମୟରେ ମାଆମାନଙ୍କୁ ସମାନଙ୍କେର ପିଲାମାନଙ୍କ ସହିତ ହତ୍ଯା କରାଗଲା।"
15
"ବୈଥଲେ ତୁମ୍ଭର ଦୁଷ୍ଟାମୀ ଯୋଗୁଁ ଏହିପରି ହବେ। ଯେତବେେଳେ ସକାଳ ହବେ ଇଶ୍ରାୟେଲର ରାଜା ସମ୍ପୂର୍ଣ୍ଣ ଧ୍ବଂସ ହବେେ।"
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 11 →
All chapters:
1
2
3
4
5
6
7
8
9
10
11
12
13
14