bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Hosea 13
Hosea 13
Odia - 1840
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 14 →
1
"ଇଫ୍ରଯିମ ଇଶ୍ରାୟେଲ ରେ ନିଜକୁ ମହାନ୍ କରି ଦଲୋ। ସେ କହିଲା ବେଳେ ଲୋକେ ଭୟ ରେ ଥରିଲେ। କିନ୍ତୁ ସେ ବାଲ ଦବେତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ଯୁବରଣ କଲେ।"
2
"ବର୍ତ୍ତମାନ ଇଶ୍ରାୟେଲ ଲୋକମାନେ ଅଧିକରୁ ଅଧିକ ପାପ କଲେ। ସମାନେେ ନିଜ ନିଜ ପାଇଁ ପ୍ରତିମା ତିଆରି କରନ୍ତି। କାରିଗରମାନେ ସୁନ୍ଦର ମୂର୍ତ୍ତି ରୂପା ରେ ତିଆରି କରନ୍ତିଏବଂ ସହେି ଲୋକମାନେ ସହେି ପ୍ରତିମାମାନଙ୍କ ସହିତ କଥା ହୁଅନ୍ତି। ସମାନେେ ସେ ମୂର୍ତ୍ତିମାନଙ୍କୁ ବଳିଦାନ ଦିଅନ୍ତି। ସହେି ସୁବର୍ଣ୍ଣ ନିର୍ମିତ ବାଛୁରୀଗୁଡିକୁ ଚୁମ୍ବନ କରନ୍ତି।"
3
"ସେଥିପାଇଁ ସହେି ଲୋକମାନେ ଶୀଘ୍ର ଅଦୃଶ୍ଯ ହବେେ। ସମାନେେ ସକାଳର କୁହୁଡି ସଦୃଶ ଶୀଘ୍ର ଦଖାେ ଦବେେ ଓ ଶୀଘ୍ର ଅଦୃଶ୍ଯ ହାଇଯେିବେ। ଇଶ୍ରାୟେଲୀୟମାନେ ଅଗାଡି ଖଳାରୁ ଉଡିଗଲା ପରି ଉଡିଯିବେ। ଚିମିନିରୁ ଧୂଆଁ ବାହାରି ଅଦୃଶ୍ଯ ହେଲାପରି ସମାନେେ ଅଦୃଶ୍ଯ ହାଇଯେିବେ।"
4
"ମିଶର ରେ ତୁମ୍ଭମାନେେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ହାଇେ ଆସିଛୁ। ତୁମ୍ଭମାନେେ ଆମ୍ଭ ବ୍ଯତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନଥିଲ। ଆମ୍ଭେ ଏକମାତ୍ର ବ୍ଯକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।"
5
"ଆମ୍ଭେ ତୁମ୍ଭମାନଙ୍କୁ ମରୁଭୂମିରେ ଜାଣିଥିଲୁ-ଶୁଷ୍କ ଭୂମିରେ ତୁମ୍ଭମାନଙ୍କୁ ଜାଣିଥିଲୁ।"
6
"ସହେି ଇଶ୍ରାୟେଲୀୟମାନଙ୍କୁ ଆମ୍ଭେ ଖାଦ୍ୟ ଦଲେୁ। ସମାନେେ ସହେି ଖାଦ୍ୟ ଖାଇଲେ। ସମାନେେ ସମ୍ପୂର୍ଣ୍ଣ ସୁସ୍ଥ ଓ ସନ୍ତୁଷ୍ଟ ହେଲେ। ସମାନେେ ଗର୍ବୀ ହାଇଗେଲେ ଏବଂ ମାେତେ ଭୁଲିଗଲେ।"
7
" ସେଥିପାଇଁ ଆମ୍ଭେ ସିଂହ ଓ ବ୍ଯାଘ୍ର ସଦୃଶ ହାଇେ ରାସ୍ତାକଡ ରେ ସମାନଙ୍କେୁ ଅପେକ୍ଷା କରିବା।"
8
"ଭାଲୁ ପାଖରୁ ତା' ଛୁଆକୁ ଅପହରଣ କଲେ ସେ ଯେପରି ହିଂସ୍ର ହୁଏ, ଆମ୍ଭେ ସହେିପରି ହିଂସ୍ର ହାଇେ ସମାନଙ୍କେୁ ଆକ୍ରମଣ କରିବା। ଆମ୍ଭେ ସମାନଙ୍କେୁ ଆକ୍ରମଣ କରି ସମାନଙ୍କେର ବକ୍ଷକୁ ବିଦାରଣ କରିବା। ସିଂହ ଓ ଅନ୍ୟ ବନ୍ଯ ପ୍ରାଣୀ ଶିକାରକୁ ଚିରି ଖାଇଲା ପରି ଆମ୍ଭେ ସମାନଙ୍କେୁ ସହେିପରି ଖଣ୍ତ ବିଖଣ୍ତିତ କରିବା।"
9
" ହେ ଇଶ୍ରାୟେଲ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧ ରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।"
10
"ତୁମ୍ଭର ରାଜା କେଉଁଠି? ତୁମ୍ଭର ସମସ୍ତ ନଗର ରେ ସେ ତୁମ୍ଭମାନଙ୍କୁ ରକ୍ଷା କରିପାରିବେ ନାହିଁ। ତୁମ୍ଭର ବିଗ୍ଭରକମାନେ କାହାଁନ୍ତି? ତୁମ୍ଭମାନେେ ସମାନଙ୍କେୁ ଏହା କହି ମାଗିଥିଲ, 'ଆମ୍ଭକୁ ଜଣେ ରାଜା ଓ ନତେୃମଣ୍ତଳୀ ଦିଅ।'"
11
"ଆମ୍ଭେ କୋର୍ଧିତ ହେଲୁ ଓ ତୁମ୍ଭମାନଙ୍କର ଜଣେ ରାଜା ହେଲୁ। ଯେତବେେଳେ ଅତି କୋର୍ଧିତ ହେଲୁ ତାଙ୍କୁ ଦୂରକୁ ନଇଗେଲୁ।"
12
"ଇଫ୍ରଯିମର ପାପସବୁ ଗୋଟିଏ ବିଡା ରେ ବନ୍ଧା ହାଇେଛି। ସଗେୁଡିକ ନିରାପଦ ଜାଗା ରେ ରଖାୟାଇଛି।"
13
"ସ୍ତ୍ରୀଲୋକର ପ୍ରସବ ବଦନୋ ସଦୃଶ ତା'ର ଦଣ୍ତ କଷ୍ଟଦାୟକ ହବେ। ସେ ଜଣେ ଜ୍ଞାନୀ ପୁତ୍ର ହବେ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ।"
14
"ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।"
15
"ଇଶ୍ରାୟେଲ ତା'ର ଭାଇମାନଙ୍କ ସହିତ ବଢେ। କିନ୍ତୁ ଏକ ଶକ୍ତିଶାଳୀ ପୂବଇେ ପବନ ଆସିବ, ଏହା ସଦାପ୍ରଭୁ ପ୍ ରରେିତ ବାଯୁ ମରୁଭୂମିରୁ ପ୍ରବାହିତ ହବେ। ତା'ପ ରେ ଇଶ୍ରାୟେଲର କୂଅ ଶୁଖିୟିବ। ଜଳପୂର୍ଣ୍ଣ ଝରଣାଗୁଡିକ ଶୁଖିୟିବ। ସହେି ପବନ ସମସ୍ତ ମୂଲ୍ଯବାନ ବସ୍ତୁ ଇଶ୍ରାୟେଲର ଭଣ୍ତାରରୁ ଉଡାଇ ନଇୟିବେ।"
16
"ଶମରିଯା ନିଶ୍ଚିତ ଦଣ୍ତିତ ହବେ। କାରଣ ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ୟାଇଥିଲା। ଇଶ୍ରାୟେଲୀୟମାନେ ଖଡ୍ଗ ରେ ନିହତ ହବେେ। ସମାନଙ୍କେର ପିଲାମାନେ ବିଦୀର୍ଣ୍ଣ ହବେେ। ସମାନଙ୍କେର ଗର୍ଭବତୀ ନାରୀମାନେ ମଧ୍ଯ ବିଦୀର୍ଣ୍ଣ ହବେେ।"
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 14 →
All chapters:
1
2
3
4
5
6
7
8
9
10
11
12
13
14