bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Hosea 8
Hosea 8
Odia - 1840
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 9 →
1
"ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପ ରେ ବାଜପକ୍ଷୀ ପରି ଜଗି ରୁହ। ଇଶ୍ରାୟେଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସମାନେେ ଆମ୍ଭ ବ୍ଯବସ୍ଥା ବିଷଯକୁ ଅମାନ୍ଯ କରିଛନ୍ତି।"
2
"ସମାନେେ ଆମ୍ଭକୁ ଚିତ୍କାର କରି କହନ୍ତି, ' ହେ ପରମେଶ୍ବର ଆମ୍ଭେ ଇଶ୍ରାୟେଲବାସୀ ତୁମ୍ଭକୁ ଜାଣୁ।'"
3
"କିନ୍ତୁ ଇଶ୍ରାୟେଲ ଭଲ ଜିନିଷ ଗ୍ରହଣ କରି ନଥିଲା। ତେଣୁ ଶତୃମାନେ ତାକୁ ଆକ୍ରମଣ କରୁଛନ୍ତି।"
4
"ଇଶ୍ରାୟେଲୀୟମାନେ ତାଙ୍କର ରାଜା ବାଛିଲେ କିନ୍ତୁ ସମାନେେ ଆମ୍ଭ ଉପଦେଶ ମାନି ନ ଥିଲେ। ଇଶ୍ରାୟେଲୀୟମାନେ ସମାନଙ୍କେର ନେତା ବାଛିଲେ କିନ୍ତୁ ସମାନେେ ଆମ୍ଭେ ଜାଣିଥିବା ଲୋକକୁ ବାଛି ନଥିଲେ। ସମାନେେ ସୁନା ରୂପା ବ୍ଯବହାର କରି ସମାନଙ୍କେ ପାଇଁ ପ୍ରତିମା ଗଢିଲେ। ତେଣୁ ସମାନେେ ଧ୍ବଂସ ହବେେ।"
5
"ହେ ଶମରିଯା, ସଦାପ୍ରଭୁ ତୁମ୍ଭ ଦ୍ବାରା ପୂଜିତ ହେଉଥିବା ବାଛୁରୀ ମୂର୍ତ୍ତିକୁ ପ୍ରତ୍ଯାଖ୍ଯାନ କଲେ। ପରମେଶ୍ବର କହନ୍ତି, 'ଆମ୍ଭେ ଇଶ୍ରାୟେଲୀୟମାନଙ୍କ ଉପ ରେ ଅତ୍ଯନ୍ତ କୋର୍ଧାନ୍ବିତ।' ସମାନେେ ସମାନଙ୍କେର ପାପ ପାଇଁ ଦଣ୍ତିତ ହବେେ।"
6
"କେତକେ ଶ୍ରମିକ ସହେି ମୂର୍ତ୍ତି ନିର୍ମାଣ କରିଥିଲେ। ସମାନେେ କିନ୍ତୁ ଈଶ୍ବର ନୁହଁନ୍ତି। ଶମରିଯାର ବାଛୁରୀ ମୂର୍ତ୍ତିଗୁଡିକ ଖଣ୍ତ ବିଖଣ୍ତ ହାଇେ ଭାଙ୍ଗିୟିବ।"
7
"ଇଶ୍ରାୟେଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସମାନେେ ବାଯୁ ରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସମାନେେ କବଳେ ହିଁ ଦୁଃଖ ପାଇବେ। ସମାନେେ ଘୂର୍ଣ୍ଣିବାତ୍ଯାକୁ ନିମନ୍ତ୍ରଣ କଲେ। ଜମି ରେ ଉତ୍ପନ୍ନ ହେଉଥିବା ଶସ୍ଯ ଖାଦ୍ୟ ଯୋଗଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତବେେ ତାକୁ ଅଜଣା ଲୋକ ଭକ୍ଷଣ କରିବେ।"
8
"ଇଶ୍ରାୟେଲ ଧ୍ବଂସ ହାଇୟୋଇଛି। କହେି ବ୍ଯବହାର କରିବାକୁ ଗ୍ଭହୁଁନଥିବା ଅଦରକାରୀ ୟନ୍ତ୍ର ପରି ଇଶ୍ରାୟେଲର ଲୋକମାନେ ଦେଶର ଗ୍ଭରିଆଡେ ବିଛାଡି ହାଇଗେଲେ।"
9
"ଗୋଟିଏ ବନ୍ଯ ଗଧ ନିଜ ସାଥି ଖାଜେିବାକୁ ଗଲାପରି, ଇଫ୍ରଯିମ ଅଶୂରକୁ ୟାଇଛନ୍ତି। ସମାନେେ ନିଜ ପାଇଁ 'ପ୍ ରମେିକମାନଙ୍କୁ' ଭଡା ରେ ଆଣିଛନ୍ତି।"
10
"ୟଦ୍ଯପି ଇଶ୍ରାୟେଲ ଅନ୍ୟ ରାଷ୍ଟ୍ରମାନଙ୍କରୁ 'ପ୍ ରମେିକମାନଙ୍କୁ' ଭଡା ରେ ଆଣିଲେ। ଆମ୍ଭେ ତାକୁ ବିଗ୍ଭର ପାଇଁ ଏକତ୍ରୀତ କରିବା। ସମାନେେ ରାଜାମାନଙ୍କ ଓ ରାଜକୁମାରମାନଙ୍କଠାରୁ ଖୁବ୍ ଶୀଘ୍ର ହଇରାଣ ଓ ଅତ୍ଯାଗ୍ଭରିତ ହବେେ।"
11
"ଇଫ୍ରଯିମ ପାପପୂର୍ଣ୍ଣ ମୂର୍ତ୍ତି ପୂଜା କରିବା ପାଇଁ ଅଧିକରୁ ଅଧିକ ୟଜ୍ଞବଦେୀ ନିର୍ମାଣ କଲା। ତା' ପାଇଁ ଏଗୁଡିକ ପାପ କରିବାର ୟଜ୍ଞବଦେୀ ହାଇେଛି।"
12
"ଏପରିକି ଆମ୍ଭେ ଇଫ୍ରଯିମ ପାଇଁ 10,000 ନିଯମ ଲେଖିଲେ ମଧ୍ଯ ସେ ସଗେୁଡିକ ଅଜଣା ଦ୍ରବ୍ଯ ପରି ବିବଚେନା କରିବ।"
13
"ଇଶ୍ରାୟେଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷଣ କରନ୍ତି। ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସମାନଙ୍କେର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସମାନଙ୍କେୁ ଦଣ୍ତ ଦବେେ ଏବଂ ସମାନେେ ବନ୍ଦୀ ଭାବରେ ମିଶରକୁ ପ୍ ରରେିତ ହବେେ।"
14
"ଇଶ୍ରାୟେଲ ରାଜାଙ୍କର ଅଟ୍ଟାଳିକା ନିର୍ମାଣ କଲେ କିନ୍ତୁ ସୃଷ୍ଟିକର୍ତ୍ତାଙ୍କୁ ଭୁଲିଗଲେ। ବର୍ତ୍ତମାନ ଯିହୁଦା ସୁଦୃଢ ଦୁର୍ଗ ନିର୍ମାଣ କରିବ ଯାହାକୁ ଆମ୍ଭେ ଅଗ୍ନି ପଠାଇ ସହେି ସୁଦୃଢ ଦୁର୍ଗକୁ ପୋଡି଼ ଧ୍ବଂସ କରିବା।"
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 9 →
All chapters:
1
2
3
4
5
6
7
8
9
10
11
12
13
14