bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Isaiah 30
Isaiah 30
Odia - 1840
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 31 →
1
"ସଦାପ୍ରଭୁ କହିଲେ, ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସମାନେେ ମନ୍ତ୍ରଣା କରନ୍ତି ମାତ୍ର ସାହାୟ୍ଯ ଚାହାଁନ୍ତି ନାହିଁ। ସମାନେେ ପାପ ଉପ ରେ ପାପ କରି ଚାଲନ୍ତି ମାତ୍ର ମାରେ ଆତ୍ମା ଦ୍ବାରା ନୁହେଁ। ତେଣୁ ସମାନେେ ସନ୍ତାପର ପାତ୍ର।"
2
"ଏହି ସନ୍ତାନଗଣ ମାେତେ ନ ପଚାରି ଫାରୋଙ୍କ ବଳ ରେ ବଳୀଯାନ ହବୋକୁ ଓ ମିଶର ରେ ଆଶ୍ରଯ ନବୋକୁ ମିଶର ୟାତ୍ରା କରନ୍ତି।"
3
"ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦଇପୋରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରଯ ଦଇପୋରିବ ନାହିଁ।"
4
"କାରଣ ତୁମ୍ଭମାନଙ୍କର ଅଧିପତିଗଣ ସୋଯନ ରେ ଅଛନ୍ତି ଓ ତୁମ୍ଭର ରାଜଦୂତଗଣ ହାନଷେକୁ ଆସିଛନ୍ତି।"
5
"ସମାନେେ ହତାଶ ହବେେ କାରଣ ଯେଉଁ ବ୍ଯକ୍ତିମାନଙ୍କ ଉପ ରେ ସମାନେେ ସାହାୟ୍ଯ ପାଇଁ ବିଶ୍ବାସ କରିବେ, ସମାନେେ ସାହାୟ୍ଯ କରିବେ ନାହିଁ। ସମାନେେ ଲଜ୍ଜା ଏବଂ କଳଙ୍କ ପାଇବେ।'"
6
"ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା:"
7
"ସହେି ମିଶର ବୃଥା ଓ ମିଥ୍ଯା ରେ ସାହାୟ୍ଯ କରେ। ତେଣୁ ମୁଁ ତାକୁ ନିଷ୍କର୍ମା ରାହାବ' ବୋଲି ନାମକରଣ କରିଛି।"
8
"ଏବେ ୟାଅ, ସମାନଙ୍କେ ସାକ୍ଷାତ ରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ୟ୍ଯନ୍ତ ରହିବ।"
9
"ସମାନେେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ଯାବାଦୀ ସନ୍ତାନ। ସମାନେେ ସଦାପ୍ରଭୁଙ୍କ ଶିକ୍ଷାସମୂହକୁ ଶୁଣିବାକୁ ଅସମ୍ମତ।"
10
"ସମାନେେ ଦର୍ଶକମାନଙ୍କୁ କୁହନ୍ତି, ତୁମ୍ଭମାନେେ ଦର୍ଶନ କର ନାହିଁ ଓ ଭବିଷ୍ଯତ୍ବକ୍ତାମାନଙ୍କୁ କୁହନ୍ତି ତୁମ୍ଭମାନେେ ଆମ୍ଭମାନଙ୍କ ନିକଟରେ ବିଶ୍ବାସ ବାକ୍ଯ ପ୍ରଚାର କର ନାହିଁ। ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ଯ ପ୍ରଚାର କର।"
11
"ତୁମ୍ଭମାନେେ ପଥରୁ ବାହାରି ୟାଅ, ବାଟ ଛାଡ଼ି ଦିଅ। ଇଶ୍ରାୟେଲର ଧର୍ମସ୍ବରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।'"
12
"ଇଶ୍ରାୟେଲର ଧର୍ମସ୍ବରୂପ ଏହି କଥା କୁହନ୍ତି, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯକୁ ତୁଚ୍ଛ କରୁଛ। ପୁଣି ଉପଦ୍ରବ ଓ କୁଟିଳତା ରେ ବିଶ୍ବାସ କରି ତହିଁ ଉପ ରେ ନିର୍ଭର କରୁଛ।"
13
"ସହେି ପାପ ପତନ ହବେ, ଠିକ୍ ଯେପରି ଉଚ୍ଚ କାନ୍ଥ ରେ ଫାଟ ଦଇେ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।"
14
"ତୁମ୍ଭମାନେେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହାଇଯେିବ। ତାହା ଏପରି ଅଦରକାରୀ ହବେ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥି ରେ ଚୂଲୀରୁ ନିଆଁ ଆଣି ହବେ ନାହିଁ କି କୁଣ୍ଡରୁ ପାଣି ନଇେ ହବେ ନାହିଁ।'"
15
"ମାରେ ପ୍ରଭୁ ସଦାପ୍ରଭୁ ଇଶ୍ରାୟେଲର ଧର୍ମସ୍ବରୂପ କୁହନ୍ତି, ତୁମ୍ଭମାନେେ ଯଦି ମାେ ନିକଟକୁ ଫରେିଆସିବ ତବେେ ତୁମ୍ଭମାନେେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ବାସ ରଖିଲେ ବନ୍ଦ ହବେ।'"
16
"ତୁମ୍ଭମାନେେ କୁହ, ନା, ଆମ୍ଭମାନେେ ଅଶ୍ବ ରେ ପଳାଇବୁ।' ମାତ୍ର ଶତ୍ରୁମାନେ ତୁମ୍ଭ ପଶ୍ଚାଧାବନ କରିବେ। ତୁମ୍ଭମାନେେ ଦ୍ରୁତଗାମୀ ବାହନ ରେ ଗଲେ ମଧ୍ଯ ଅନୁଧାବନକାରୀ ଆହୁରି ଦ୍ରୁତଗାମୀ ହବେେ।"
17
"ଜଣେ ବ୍ଯକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାଯନ କରିବେ। ପାଞ୍ଚଜଣଙ୍କ ଧମକରେ ତୁମ୍ଭମାନେେ ସମସ୍ତେ ପଳାଯନ କରିବ। କବଳେ ତୁମ୍ଭମାନେେ ପର୍ବତର ଶୃଙ୍ଗ ରେ ଏକ ଚିହ୍ନ ସ୍ବରୂପ ଓ ଉପପର୍ବତ ରେ ପତାକାର ଦଣ୍ଡସ୍ବରୂପ ହାଇେ ଅବଶିଷ୍ଟ ରହିବ।"
18
"ସେଥି ସକାେଶ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ଯ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହବେେ। କାରଣ ସଦାପ୍ରଭୁ ନ୍ଯାଯ ବିଚାରକାରୀ ପରମେଶ୍ବର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ଯ।"
19
"ସଦାପ୍ରଭୁଙ୍କର ସନ୍ତାନଗଣ ୟିରୁଶାଲମର ସିୟୋନ ପର୍ବତ ରେ ବାସ କରିବେ। ତୁମ୍ଭମାନେେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ।"
20
"ମାରେ ପ୍ରଭୁ ପରମେଶ୍ବର ଯଦିଓ ତୁମ୍ଭମାନଙ୍କୁ ଦୁଃଖରୂପକ ଖାଦ୍ୟ ଓ କ୍ଲେଶରୂପକ ଜଳ ଦଇେଥିଲେ ତଥାପି ସେ ତୁମ୍ଭମାନଙ୍କର ଶିକ୍ଷକ। ସେ ଆଉ ତୁମ୍ଭମାନଙ୍କ ନିକଟରେ ଲୁଚି ରହିବେ ନାହିଁ। ତୁମ୍ଭମାନେେ ତୁମ୍ଭର ଖାଲି ଚକ୍ଷୁ ରେ ତାଙ୍କର ଦର୍ଶନ ପାଇବ।"
21
"ପୁଣି ତୁମ୍ଭମାନେେ ଯଦି ଭୁଲ କର କିମ୍ବା ଭୁଲ ବାଟରେ ୟାଅ, ଦକ୍ଷିଣକୁ କିମ୍ବା ବାମ ରେ ଗଲା ବେଳେ ପଛରୁ ଏକ ସ୍ବର ଶୁଣିବ, ଏ ହେଉଛି ପଥ, ଏହି ପଥରେ ଗମନ କର।'"
22
"ତୁମ୍ଭମାନଙ୍କର ରେ ୗପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦଇେଛନ୍ତି। ମାତ୍ର ତୁମ୍ଭମାନେେ ସହେି ମିଥ୍ଯା ପ୍ରଭୁଙ୍କୁ ଆଉ ସବୋ କରିବ ନାହିଁ। ଆଉ ତୁମ୍ଭମାନେେ ସଗେୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ଯ ଫିଙ୍ଗି ଦବେ ଏବଂ କହିବ ଏଠାରୁ ବାହାରି ୟାଅ।"
23
"ସହେି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦବେେ। ତୁମ୍ଭମାନେେ ଶସ୍ଯ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହବେ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଚାରଣ ଭୂମି ହବେ।"
24
"ତୁମ୍ଭମାନଙ୍କର ଚାଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଚାଲୁଣି ଓ କୁଲା ରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ।"
25
"ଯେଉଁମାନେ ଗଣହତ୍ଯା ହବେ ଓ ଦୁର୍ଗସବୁ ପତିତ ହବେ। ସହେିଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କ ରେ ଝରଣା ଓ ଜଳଷୋର୍ତ ପ୍ରବାହିତ ହବେ।"
26
"ଯେଉଁଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନ ରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସହେିଦିନ ଚନ୍ଦ୍ରର ଦୀପ୍ତି ସୂର୍ୟ୍ଯର ଦୀପ୍ତିପରି ଉଜ୍ଜ୍ବଳ ହବେ। ପୁଣି ସୂର୍ୟ୍ଯର ଦୀପ୍ତି ସାତଦିନର ଦୀପ୍ତିତୁଲ୍ଯ ସାତଗୁଣ ଉଜ୍ଜ୍ବଳ ଦଖାୟିବେ।"
27
"ଦେଖ! ସଦାପ୍ରଭୁଙ୍କର ନାମ କୋରଧ ରେ ପ୍ରଜ୍ଜ୍ବଳିତ ଓ ନିବିଡ଼ ଧୂମରାଶି ହାଇେ ଦୂରରୁ ଆସୁଅଛି। ତାଙ୍କର ଓଷ୍ଠାଧର କୋର୍ଧ ରେ ପରିପୂର୍ଣ୍ଣ ଓ ତାଙ୍କର ଜିହ୍ବା ସର୍ବଗ୍ରାସକ ଅଗ୍ନି ତୁଲ୍ଯ।"
28
"ସଦାପ୍ରଭୁଙ୍କର ଆତ୍ମା ନଦୀର ପ୍ଲାବିତ ଷୋର୍ତ ତୁଲ୍ଯ ସର୍ବଦେଶୀଯ ଲୋକମାନଙ୍କୁ 'ଅସାରତା ରୂପକ ଚାଲୁଣୀ ରେ' ଚଲାଇବା ନିମନ୍ତେ ତାହା କଣ୍ଠ ପର୍ୟ୍ଯନ୍ତ ଉଠୁଅଛି। ଆଉ ସହେି ଗୋଷ୍ଠୀ ସମୂହର ମୁଖ ରେ ଭ୍ରାନ୍ତିଜନକ ଲଗାମ ଦିଆୟିବ।"
29
"ସହେି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭମାନେେ ଆନନ୍ଦ ରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇଶ୍ରାୟେଲର ଶୈଳ ନିକଟକୁ ୟିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସହେିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହବେ।"
30
"ପୁଣି ସଦାପ୍ରଭୁ ତାଙ୍କ କୋରଧର ପ୍ରଚଣ୍ଡତା ଉଚ୍ଚସ୍ବର ରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କୋରଧ ରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ଯ ସମସ୍ତ ଜିନିଷ ଭସ୍ମ କରି ଦବେେ। ପୁଣି ସଦାପ୍ରଭୁଙ୍କର କୋରଧ ଝଡ଼, ତାଫୋନ ଓ ଶିଳାବୃଷ୍ଟି ତୁଲ୍ଯ ହବେ।"
31
"ସଦାପ୍ରଭୁଙ୍କ ରବ ଶୁଣି ଅଶୂର ଭୟଭୀତ ହବେ। ସେ ତାକୁ ଏକ ଦଣ୍ଡ ରେ ଆଘାତ କରିବେ।"
32
"ସଦାପ୍ରଭୁ ଅଶୂରକୁ ତବଲା ଓ ବୀଣା ରେ ଆଘାତ କଲାପରି ପିଟିବେ। ତାଙ୍କର ମହାଶକ୍ତି ରେ ସେ ଅଶୂରର ପତନ ଘଟାଇବେ।"
33
"ତାଫେତ୍ ବହୁକାଳରୁ ନିର୍ମିତ ହାଇେଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହାଇେଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥି ରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ଷୋର୍ତପରି ପ୍ରଜ୍ବଳିତ ହାଇେ ପୋଡ଼ି ପକାଏ।"
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 31 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66