bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Jeremiah 43
Jeremiah 43
Odia - 1840
← Chapter 42
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 44 →
1
"ଏବଂ ତା'ପ ରେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଲୋକମାନଙ୍କୁ କ'ଣ କହିବା ପାଇଁ ଚାହିଁଥିଲେ, ଯିରିମିୟ ତାହା କହିବା ଶଷେ କରୁ ନ କରୁଣୁ।"
2
"ହୋଶିଯର ପୁତ୍ର ଅସରିଯ, କା ରହରେ ପୁତ୍ର ୟୋହାନନ୍ ଓ ଅନ୍ୟ କେତକେ ଅହଙ୍କାରୀ ଲୋକ କୋର୍ଧାନ୍ବିତ ହାଇେ ଯିରିମିୟଙ୍କୁ କହିଲେ, ତୁମ୍ଭେ ମିଥ୍ଯା କଥା କହୁଅଛ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏ କଥା କହି ତୁମ୍ଭକୁ ଆମ୍ଭମାନଙ୍କ ନିକଟକୁ ପଠାଇ ନାହାଁନ୍ତି, 'ତୁମ୍ଭମାନେେ ମିଶର ରେ ୟାଇ ପ୍ରବାସ କର ନାହିଁ।'"
3
"କିନ୍ତୁ ନରେିଯର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧ ରେ ତୁମ୍ଭକୁ ପ୍ରବର୍ତ୍ତାଇ ଅଛି। କଲଦୀଯମାନେ ଯେପରି ଆମ୍ଭମାନଙ୍କୁ ବଧ କରିପାରିବେ ଓ ବନ୍ଦୀ କରି ଆମ୍ଭମାନଙ୍କୁ ବାବିଲକୁ ନଇେଯିବେ।"
4
"ଏହିରୂପେ କାଲହରେ ପୁତ୍ର ୟୋହାନନ୍, ତାହାର ସନୋପତି ସକଳ ଓ ସମସ୍ତ ଲୋକ ଯିହୁଦା ରେ ବାସ କରିବାକୁ ସଦାପ୍ରଭୁଙ୍କ ବାକ୍ଯ ରେ ଅବଧାନ କଲେ ନାହିଁ।"
5
"ମାତ୍ର ସଦାପ୍ରଭୁଙ୍କ ବାକ୍ଯ ମାନିବା ପରିବର୍ତେ କା ରହରେ ପୁତ୍ର ୟୋହାନନ୍ ଓ ସମସ୍ତ ସନୋପତି ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ ଓ ନାନା ଗୋଷ୍ଠୀ ମଧ୍ଯକୁ ଜଡ଼ିତ ଯେଉଁ ଲୋକମାନେ ଯିହୁଦା ରେ ପ୍ରବାସ କରିବାକୁ ଫରେି ଆସିଥିଲେ, ସମାନଙ୍କେୁ ମିଶରକୁ ନେଲେ।"
6
"ସମାନେେ ସମସ୍ତ ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ଯେଉଁ ରାଜକନ୍ଯାମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ ପ୍ରହରୀବର୍ଗର ସନୋପତି ନବୂଷରଦନ, ଶାଫନର ପୌତ୍ର ଅହୀତାମର ପୁତ୍ର ଗଦଲିଯ ନିକଟରେ ଛାଡ଼ି ୟାଇଥିଲା, ସମାନଙ୍କେୁ ଆଉ ଯିରିମିୟ ଭବିଷ୍ଯଦବକ୍ତାଙ୍କୁ ଓ ନରେିଯର ପୁତ୍ର ବାରୂକକୁ ମିଶରକୁ ନେଲେ।"
7
"ସେ ସମସ୍ତ ଲୋକ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଅବଧାନ କଲେ ନାହିଁ। ତେଣୁ ସମାନେେ ମିଶରକୁ ୟାଇ ତଫନ୍ ହଷେ ସହର ରେ ଉପସ୍ଥିତ ହେଲେ।"
8
"ଅନନ୍ତର ତଫନ୍ ହଷେ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।"
9
" ହେ ଯିରିମିୟ, ତୁମ୍ଭେ କେତଗେୁଡ଼ିଏ ବୃହତ୍ ପ୍ରସ୍ତର ନଇେ ତଫନଦେଶ ରେ ଫାରୋ ଗୃହର ପ୍ରବେଶ ସ୍ଥାନ ନିକଟରେ କାଦୁଅ ଚଟାଣ ଭିତ ରେ ଯିହୁଦାର ଲୋକମାନଙ୍କ ସାକ୍ଷାତ ରେ ଲୁଚାଇ ରଖ।"
10
"ସମାନଙ୍କେୁ କୁହ, 'ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଦେଖ, ଆମ୍ଭେ ଆମ୍ଭର ଚାକର ବାବିଲର ରାଜା ନବୂଖଦନିତ୍ସରକୁ ଆସିବା ପାଇଁ ଆଦେଶ ଦଇେଛୁ ଓ ଆମ୍ଭେ ଯେଉଁ ପ୍ରସ୍ତରକୁ ଲୁଚାଇ ରଖିଅଛୁ, ତାହା ଉପ ରେ ଆପଣା ରାଜକୀଯ ଚନ୍ଦ୍ରାତାପ ବିସ୍ତାର କରିବ।"
11
"ପୁଣି ସେ ମିଶର ଦେଶକୁ ଆକ୍ରମଣ କରି ମୃତ୍ଯୁୟୋଗ୍ଯ ଲୋକଙ୍କୁ ମୃତ୍ଯୁ ରେ, ବନ୍ଦୀ ହବୋ ଯୋଗ୍ଯ ଲୋକଙ୍କୁ ବନ୍ଦୀତ୍ବ ରେ ଓ ଖଡ୍ଗୟୋଗ୍ଯ ଲୋକଙ୍କୁ ଖଡ୍ଗ ରେ ସମର୍ପଣ କରିବ।"
12
"ନବୂଖଦନିତ୍ସର ମିଶର ଦେଶସ୍ଥ ସମସ୍ତ ଦବୋଳଯ ରେ ଅଗ୍ନି ସଂୟୋଗ କରିବ। ସେ ସଗେୁଡ଼ିକୁ ପୋଡ଼ି ସମସ୍ତ ମୂର୍ତ୍ତି ବାବିଲକୁ ନଇୟିବେ। ପୁଣି ମଷେପାଳକ ଯେପରି ଆପଣା ବସ୍ତ୍ରକୁ ପରିଚ୍ଛନ୍ନ କରେ ସହେିପରି ସେ ମିଶରକୁ ନିର୍ମଳ କରିବ। ସେ ମିଶର ରେ ଶାନ୍ତି ସ୍ଥାପନ କରି ପ୍ରସ୍ଥାନ କରିବ।"
13
"ଆଉ ମଧ୍ଯ ସେ ମିଶର ଦେଶସ୍ଥ ସମସ୍ତ ସ୍ମୃତିସ୍ତମ୍ଭ ଯେଉଁଗୁଡ଼ିକ ସୂର୍ୟ୍ଯ ଦବଙ୍କେ ମନ୍ଦିର ରେ ଥିବ, ସଗେୁଡ଼ିକୁ ଭାଙ୍ଗି ପକାଇବ, ପୁଣି ମିଶର ଦେଶସ୍ଥ ଦବୋଳଯ ସବୁ ସେ ଅଗ୍ନି ରେ ଦଗ୍ଧ କରିବ।"
← Chapter 42
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 44 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52