bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Job 1
Job 1
Odia - 1840
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 2 →
1
"ଊଷ୍ ଦେଶ ରେ ଆୟୁବ ନାମ ରେ ଜଣେ ବ୍ଯକ୍ତି ବାସ କରୁଥିଲା। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଥିଲା। ଆୟୁବ ପରମେଶ୍ବରଙ୍କ ଉପାସନା କରିବା ବ୍ଯତୀତ ଅନ୍ୟ ସମସ୍ତ ପ୍ରକାର ମନ୍ଦ କାର୍ୟ୍ଯରୁ ବିରତ ରହୁଥିଲା।"
2
"ଆୟୁବର ସାତାଟେି ପୁତ୍ର ଓ ତିନୋଟି ଝିଅ ଥିଲେ।"
3
"ଆୟୁବ 7,000 ମେଣ୍ଢା, 3,000 ଓଟ, 1,000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା'ର ଅନକେ ଗୁଡ଼ିଏ ଭୃତ୍ଯ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧିଅରେ ସବୁଠାରୁ ବେଶୀ ଧନୀ ଥିଲା।"
4
"ଆୟୁବର ପୁଅମାନେ ପାଳି ପାଳି କରି ସମାନଙ୍କେ ଘ ରେ ଭୋଜି ପ୍ରସ୍ତୁତ କଲେ ଏବଂ ସମାନଙ୍କେ ତିନି ଭଉଣୀଙ୍କୁ ଏହି ଭୋଜିଗୁଡ଼ିକରେ ୟୋଗ ଦବୋକୁ ନିମନ୍ତ୍ରଣ କଲେ।"
5
"ଆୟୁବ ଉତ୍ସବ ପରଦିନ ପ୍ରାତଃକାଳରୁ ଶୟ୍ଯା ତ୍ଯାଗ କରି ତା'ର ପ୍ରେତ୍ୟକକ ପୁଅର ମଙ୍ଗଳ ପାଇଁ ପରମେଶ୍ବରଙ୍କ ନିକଟରେ ହାମବେଳି ଅର୍ପଣ କରୁଥିଲା। ସେ ଭାବୁଥିଲା, ମାେ ପିଲାମାନେ ହୁଏତ ହୃଦଯ ରେ ପାପକରି ପରମେଶ୍ବରଙ୍କୁ ଶାପ ଦଇେଥାଇ ପାରନ୍ତି। ଆୟୁବ ପ୍ରେତ୍ୟକକ ଥର ଏପରି କଲେ।"
6
"ସଦାପ୍ରଭୁଙ୍କ ସହିତ ସାକ୍ଷାତ ଲାଗି ସ୍ବର୍ଗଦୂତମାନଙ୍କ ପାଇଁ ସହେି ଦିନଟି ଉପସ୍ଥିତ ହେଲା। ସହେି ସ୍ବର୍ଗଦୂତମାନଙ୍କ ସହିତ ଶଯତାନ ମଧ୍ଯ ସଠାେରେ ଉପସ୍ଥିତ ହେଲା।"
7
"ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ?"
8
"ତା'ପରେ ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ ମାରେ ସବେକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ଯକ୍ତି ଏ ପୃଥିବୀ ରେ କହେି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଅଟେ। ସେ ପରମେଶ୍ବରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ୟ୍ଯ କରିବାକୁ ପ୍ରତ୍ଯାଖାନ କରେ।"
9
"ଶଯତାନ ଉତ୍ତର ଦଲୋ, ନିଶ୍ଚଯ! କିନ୍ତୁ ଆୟୁବର ପରମେଶ୍ବରଙ୍କୁ ଉପାସନା କରିବାର ୟଥେଷ୍ଟ କାରଣ ରହିଛି।"
10
"ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହା କିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ୟ୍ଯ କରେ ସବୁଥି ରେ ଆପଣ ତାକୁ କୃତକାର୍ୟ୍ଯ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥି ରେ ସେ ଏତେ ଧନୀ ଯେ, ତା'ର ମଷେପଲ ଓ ଗୋପଲ ସାରଦେଶ ରେ ଥିଲେ।"
11
"ମୁଁ ପ୍ରତିଜ୍ଞା କରି କହିପା ରେ ଆପଣ ତା'ର ସର୍ବସ୍ବ ନଷ୍ଟ କରି ଦିଅନ୍ତୁ, ଆପଣ ଦେଖିବେ ସେ କିପରି ଆପଣଙ୍କୁ ଆପଣଙ୍କ ସମ୍ମୁଖ ରେ ଅଭିଶାପ ଦବେ।"
12
"ତା'ପରେ ସଦାପ୍ରଭୁ ଶଯତାନକୁ କହିଲେ, ଠିକ୍ ଅଛି, ତା'ର ଯାହାସବୁ ଅଛି, ସଗେୁଡ଼ିକ ସହିତ ତୁମ୍ଭେ ଯେପରି ଚାହଁ କର, କିନ୍ତୁ ସହେି ବ୍ଯକ୍ତିକୁ ସ୍ପର୍ଶ କର ନାହିଁ। ତା'ପରେ ଶଯତାନ ସଦାପ୍ରଭୁଙ୍କ ଉପସ୍ଥିତିରୁ ଚାଲିଗଲା।"
13
"ଗୋଟିଏ ଦିନ ଭୋଜି ମଧିଅରେ, ଆୟୁବର ପୁଅ ଓ ଝିଅମାନେ ବଡ଼ ଭାଇର ଘ ରେ ଏକତ୍ର ଖାଇବା ସହିତ ଦ୍ରାକ୍ଷାରସ ପାନ କରୁଥିଲେ।"
14
"ଏହି ସମୟରେ ଜଣେ ସମ୍ବାଦବାହକ ଆୟୁବକୁ ଖବର ଦଲୋ, ବଳଦମାନେ ଜମି ରେ ହଳ କରୁଥିବା ବେଳେ, ଗଧଗୁଡ଼ିକ ସମାନଙ୍କେ ନିକଟରେ ଚରୁଥିଲେ।"
15
"ଶିବାଯୀଯମାନେ ଆକ୍ରମଣ କଲେ ଏବଂ ଆମ୍ଭଠାରୁ ସମସ୍ତ ପଶୁମାନଙ୍କୁ ନଇଗେଲେ। ସମାନେେ ତୁମ୍ଭର ଦାସମାନଙ୍କୁ ମଧ୍ଯ ଖଡ୍ଗ ରେ ହତ୍ଯା କଲେ। ମୁଁ ହେଉଛି କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ଏବଂ ତୁମ୍ଭକୁ ଏ ବିଷଯ ରେ କହିବାକୁ।"
16
"ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, ଆକାଶରୁ ବିଜୁଳି ପଡ଼ି ତୁମ୍ଭର ମେଣ୍ଢା ଓ ଛଳେି ଓ ତୁମ୍ଭର ଦାସମାନଙ୍କୁ ପୋଡ଼ି ଦଲୋ। ମୁଁ କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ତୁମ୍ଭକୁ ଏହି ବିଷଯ ରେ କହିବା ପାଇଁ।"
17
"ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, କଲଦୀଯମାନେ ତିନି ଦଳ ସୈନିକଙ୍କୁ ପଠାଇଛନ୍ତି ଏବଂ ଆକ୍ରମଣ କରିଛନ୍ତି ଏବଂ ଓଟମାନଙ୍କୁ ନଇେ ଗଲେ ଓ ସମସ୍ତ ଭୃତ୍ଯମାନଙ୍କୁ ଖଡ୍ଗ ରେ ହତ୍ଯା କଲେ। ମୁଁ କବଳେ ଏକମାତ୍ର ୟିଏ ଏ ବିଷଯ ରେ ଆପଣଙ୍କୁ କହିବା ପାଇଁ ରକ୍ଷା ପାଇଅଛି।"
18
"ସେ କଥା କହୁଥିବା ବେଳେ, ଅନ୍ୟ ଜଣେ ବାର୍ତ୍ତାବହ ଆସି କହିଲା, ଆପଣଙ୍କ ପୁଅ-ଝିଅମାନେ ଯେତବେେଳେ ବଡ ଭାଇର ଘ ରେ ଦ୍ରାକ୍ଷାରସ ପାନ ଓ ଖାଇବା ରେ ବ୍ଯସ୍ତଥିଲେ"
19
"ସହେି ସମୟରେ ଏକ ଝଡ଼ ମରୁଭୂମି ଆଡ଼ୁ ଆସିଲା ଏବଂ ତାଙ୍କର ଘରକୁ ଭାଙ୍ଗି ଦଲୋ। ଏବଂ ଆପଣଙ୍କ ପୁଅ ଝିଅମାନଙ୍କ ଉପରେ ପଡ଼ି ସମସ୍ତଙ୍କୁ ମାରି ଦଲୋ। ମୁଁ କବଳେ ଏକମାତ୍ର ୟିଏ ଆପଣଙ୍କୁ ଏହା କହିବାକୁ ରକ୍ଷା ପାଇଛି।"
20
"ଆୟୁବ ଯେତବେେଳେ ଏସବୁ ଶୁଣିଲା ସେ ନିଜର ପୋଷାକପତ୍ର ଚିରି ଦଲୋ ଏବଂ ଦୁଃଖ ଓ ଗ୍ଲାନି ରେ ଲଣ୍ଡା ହାଇପେଡ଼ିଲା। ତା'ପରେ ଆୟୁବ ଭୂମିରେ ବସି ପଡ଼ି ପରମେଶ୍ବରଙ୍କୁ ଉପାସନା କରିବାକୁ ଲାଗିଲା।"
21
"ସେ ପ୍ରାର୍ଥନା କରି କହିଲା,"
22
"ଏତେ ସବୁ ଘଟିଲା ପରେ ଆୟୁବ ପାପ କଲା ନାହିଁ ଏବଂ ପରମେଶ୍ବର କିଛି ଭୁଲ କରିଛନ୍ତି ବୋଲି ସେ କହିଲା ନାହିଁ।"
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42