bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
John 1
John 1
Odia - 1840
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 2 →
1
"ଜଗତ ଆରମ୍ଭର ପୂର୍ବରୁ ବାକ୍ଯ ଥିଲେ। ସହେି ବାକ୍ଯ ପରମେଶ୍ବରଙ୍କ ସହିତ ଥିଲେ। ସହେି ବାକ୍ଯ ପରମେଶ୍ବର ଥିଲେ।"
2
"ସହେି ବାକ୍ଯ ଆରମ୍ଭରୁ ପରମେଶ୍ବରଙ୍କ ସହିତ ଥିଲେ।"
3
"ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।"
4
"ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।"
5
"ସହେି ଆଲୋକ ଅନ୍ଧକାର ରେ ଆଲୋକିତ ହୁଏ। କିନ୍ତୁ ଅନ୍ଧକାର ଆଲୋକକୁ ଲୋପ କରି ପାରିନାହିଁ।"
6
"ଯୋହନ ନାମକ ଜଣେ ବ୍ଯକ୍ତି ଥିଲେ। ତାହାଙ୍କୁ ପରମେଶ୍ବର ପଠାଇଥିଲେ।"
7
"ସେ ଲୋକମାନଙ୍କୁ ସହେି ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ଯମ ରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟ ରେ ଶୁଣିପାରିଲେ ଓ ବିଶ୍ବାସ କରିପାରିଲେ।"
8
"ଯୋହନ ନିଜେ ଆଲୋକ ନଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ।"
9
"ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।"
10
"ସହେି ବାକ୍ଯ ଜଗତ ରେ ଥିଲେ। ତାହାଙ୍କ ଦ୍ବାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।"
11
"ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ,"
12
"ଯେଉଁ ଅଳ୍ପ କେତକେ ଲୋକ ତାହାଙ୍କୁ ଗ୍ରହଣ କଲେ ସମାନେେ ତାହାଙ୍କ ଉପରେ ବିଶ୍ବାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କଲେ, ସେ ସମାନଙ୍କେୁ ପରମେଶ୍ବରଙ୍କ ସନ୍ତାନ ହବୋର ଅଧିକାର ପ୍ରଦାନ କଲେ,"
13
"ସହେି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ ହେଲେ ନାହିଁ। ସମାନେେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ ଗ୍ରହଣ ନକରି ପରମେଶ୍ବରଙ୍କ ଠାରୁ ଜନ୍ମ ହାଇେଥିଲେ।"
14
"ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।"
15
"ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟ ରେ କହିଲେ। ସେ କହିଲେ, ମୁଁ ଯାହାଙ୍କ ବିଷୟ ରେ କହୁଥିଲି, ସେ ଏହି। ମୁଁ କହିଲି, 'ମାେ ପରେ ୟିଏ ଆସୁଛନ୍ତି, ସେ ମାେ ଠାରୁ ବହୁତ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ।'"
16
"'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।"
17
"ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।"
18
"ପରମେଶ୍ବରଙ୍କୁ କୌଣସି ଲୋକ କବେେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ବର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ବର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦଖାଇେ ଦଇେଛନ୍ତି।"
19
"ୟିରୂଶାଲମରୁ ଯିହୂଦୀମାନେ କେତକେ ଯାଜକ ଓ ଲବେୀୟମାନଙ୍କୁ ଯୋହନଙ୍କ ପାଖକୁ ପଠାଇଲେ। ତୁମ୍ଭେ କିଏ? ଏହା ତାହାଙ୍କୁ ପଚାରିବା ପାଇଁ ଯିହୂଦୀମାନେ ସମାନଙ୍କେୁ ପଠାଇଥିଲେ।"
20
"ଯୋହନ ମୁକ୍ତ ଭାବରେ କହିଲେ। ସେ ଉତ୍ତର ଦବୋ ପାଇଁ ଅସ୍ବୀକାର କଲେ ନାହିଁ। ଯୋହନ ସ୍ପଷ୍ଟ ଭାବେ ଲୋକମାନଙ୍କୁ ଏହି କଥା କହିଲେ, ମୁଁ ଖ୍ରୀଷ୍ଟ ନୁହେଁ।"
21
"ଯିହୂଦୀମାନେ ଯୋହନଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କିଏ? ତୁମ୍ଭେ କ'ଣ ଏଲିୟ?"
22
"ତା'ପରେ ଯିହୂଦୀମାନେ ପଚାରିଲେ, ତବେେ ତୁମ୍ଭେ କିଏ? ତୁମ୍ଭେ ତୁମ୍ଭ ନିଜ ବିଷୟ ରେ କୁହ, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅ। ତୁମ୍ଭେ ନିଜ ବିଷୟ ରେ କ'ଣ କହୁଛ?"
23
"ଯୋହନ ସମାନଙ୍କେୁ ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ବାଣୀ କହିଲେ:"
24
"ଫାରୂଶୀମାନେ ଏହି ଯିହୂଦୀମାନଙ୍କୁ ପଠାଇଥିଲେ।"
25
"ଏହି ଲୋକମାନେ ଯୋହନଙ୍କୁ କହିଲେ, ତୁମ୍ଭେ କହୁଛ ଯେ ତୁମ୍ଭେ ଖ୍ରୀଷ୍ଟ ନୁହଁ। ତୁମ୍ଭେ କହୁଛ ଯେ ତୁମ୍ଭେ ଏଲିୟ ନୁହଁ କିମ୍ବା ସହେି ଭବିଷ୍ଯଦ୍ବକ୍ତା ନୁହଁ, ତବେେ ତୁମ୍ଭେ କାହିଁକି ଲୋକମାନଙ୍କୁ ବାପ୍ତିଜିତ ଦେଉଛ?"
26
"ଯୋହନ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ ଦେଉଛି। କିନ୍ତୁ ତୁମ୍ଭ ସହିତ ଏଠା ରେ ଏପରି ଜଣେ ବ୍ଯକ୍ତି ଅଛନ୍ତି ଯାହାଙ୍କୁ ତୁମ୍ଭେ ଜାଣି ନାହଁ।"
27
"ସେ ବ୍ଯକ୍ତି ମାେ ପରେ ଆସୁଛନ୍ତି, ମୁଁ ତାହାଙ୍କ ଜୋତାର ଫିତା ଫିଟଇବୋ ପାଇଁ ଯୋଗ୍ଯ ନୁହେଁ।"
28
"ଏହି ସବୁ ଘଟଣା ୟର୍ଦ୍ଦନ ନଦୀର ଆର ପଟେ ଥିବା ବେଥାନୀ ଗ୍ରାମ ରେ ଘଟିଥିଲା। ଏହି ସ୍ଥାନ ରେ ଯୋହନ ଲୋକମାନଙ୍କୁ ବାପ୍ତଜିତ କରୁଥିଲେ।"
29
"ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।"
30
"ମୁଁ ଆଗରୁ ଏହି ବ୍ଯକ୍ତିଙ୍କ ବିଷୟ ରେ କହିଥିଲି। ମୁଁ କହିଥିଲି, 'ମାେ ପରେ ଜଣେ ବ୍ଯକ୍ତି ଆସୁଛନ୍ତି, ସେ ମାଠାରୁେ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ। ସେ ସର୍ବଦା ରହିଛନ୍ତି।'"
31
"ମୁଁ ନିଜେ ମଧ୍ଯ ତାହାଙ୍କୁ ଜାଣି ନଥିଲି। କିନ୍ତୁ ଇଶ୍ରାୟେଲ ଯେପରି ଜାଣିପାରବ ଯେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ କରିବା ପାଇଁ ଆସିଅଛି।"
32
"ତା'ପରେ ଯୋହନ କହିଲେ, ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ଯ ଜାଣି ନଥିଲି। କିନ୍ତୁ ପରମେଶ୍ବର ମାେତେ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ ଦବୋ ପାଇଁ ପଠଇେଥିଲେ। ଏବଂ ପରମେଶ୍ବର ମାେତେ କହିଥିଲେ, 'ତୁମ୍ଭେ ପବିତ୍ର ଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ଯକ୍ତିଙ୍କ ଉପରେ ସ୍ଥିର ହାଇେ ରହିବା ଦେଖିବ, ସହେି ବ୍ଯକ୍ତି ଯକେି ପବିତ୍ର ଆତ୍ମାଙ୍କ ଦ୍ବାରା ବାପ୍ତିଜିତ ଦବେେ।"
33
"ଯୋହନ କହିଲେ, ଏସବୁ ଘଟିବାର ମୁଁ ଦେଖିଛି। ସ୍ବର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସହେି ଆତ୍ମା ଗୋଟିଏ କପୋତ ପରି ଦଖାେ ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି।"
34
"ତେଣୁ ମୁଁ ଲୋକମାନଙ୍କୁ ଏହା କ ହେ: ' ସେ (ଯୀଶୁ) ପରମେଶ୍ବରଙ୍କର ପୁତ୍ର।'"
35
"ତହିଁ ଆରଦିନ ଯୋହନ ପୁଣି ସଠାେରେ ଥିଲେ। ତାଙ୍କ ସହିତ ତାହାଙ୍କର ଦୁଇ ଜଣ ଶିଷ୍ଯ ଥିଲେ।"
36
"ସେତବେେଳେ ଯୋହନ ଯୀଶୁଙ୍କୁ ୟିବାର ଦେଖିଲେ। ସେ କହିଲେ, ଦେଖ, ପରମେଶ୍ବରଙ୍କର ମଷେଶାବକ।"
37
"ସହେି ଦୁଇଜଣ ଶିଷ୍ଯ ଯୋହନଙ୍କ କଥା ଶୁଣିଲେ, ତେଣୁ ସମାନେେ ଯୀଶୁଙ୍କ ଅନୁସରଣ କଲେ।"
38
"ଯୀଶୁ ବୁଲି ପଡି ଦେଖିଲେ ଯେ, ସହେି ଦୁଇ ଜଣ ବ୍ଯକ୍ତି ତାହାଙ୍କ ଅନୁସରଣ କରୁଛନ୍ତି। ସେ ପଚାରିଲେ, ତୁମ୍ଭମାନେେ କ'ଣ ଚାହଁ?"
39
"ଯୀଶୁ ସମାନଙ୍କେୁ କହିଲେ, ମାେ ସହିତ ଆସ, ତୁମ୍ଭମାନେେ ଦେଖିବ। ତେଣୁ ସହେି ଦୁଇ ଜଣ ଯୀଶୁଙ୍କ ସହିତ ଗଲେ। ସମାନେେ ତାହାଙ୍କର ରହିବା ସ୍ଥାନ ଦେଖିଲେ। ସେ ଦିନ ସମାନେେ ଯୀଶୁଙ୍କ ସିହତ ରହିଲେ। ସେତବେେଳେ ସମୟ ପ୍ରାୟ ଚାରିଘଣ୍ଟା ହାଇେଥିଲା ା"
40
"ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କର ଅନୁସରଣ କରିଥିଲେ, ସେ ଦୁଇ ଜଣଙ୍କ ମଧ୍ଯରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମାନେ ପିତରଙ୍କର ଭାଇ ଥିଲେ।"
41
"ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମାନଙ୍କେ ପାଖକୁ ଗଲେ। ସେ ଶିମାନଙ୍କେୁ କହିଲେ, ଆମ୍ଭେ ମଶୀହଙ୍କୁ ଭଟେିଛୁ। (ମଶୀହ ଅର୍ଥାତ୍ ଖ୍ରୀଷ୍ଟ।)"
42
"ତା'ପରେ ଆନ୍ଦ୍ରିୟ ଶିମାନଙ୍କେୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ତାହାଙ୍କୁ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମାନେ। ତୁମ୍ଭକୁ କଫୋ ନାମ ରେ ଡକା ହବେ। (କଫୋ ଅର୍ଥାତ୍ ପିତର।)"
43
"ତା'ପରଦିନ ଯୀଶୁ ଗାଲୀଲୀକୁ ୟିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, ମାରେ ଅନୁସରଣ କର।"
44
"ଫିଲିପ୍ପ ମଧ୍ଯ ଆନ୍ଦ୍ରିୟ ଓ ପିତରଙ୍କ ପରି ବେଥ୍ସାଇଦା ସହରର ଲୋକ ଥିଲେ।"
45
"ଫିଲିପ୍ପ ନିଥନିଯଲଙ୍କେର ଦଖାେ ପାଇ କହିଲେ, ମାଶାେ ବ୍ଯବସ୍ଥା ରେ ଯାହା ଲେଖିଥିଲେ, ତାହା ମନେ ପକାଅ। ମାଶାେ ଜଣେ ବ୍ଯକ୍ତିଙ୍କ ଆଗମନ ବିଷୟ ରେ ଲେଖିଥିଲେ। ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ତାହାଙ୍କ ବିଷୟ ରେ ଲେଖିଥିଲେ। ଆମ୍ଭେ ତାହାଙ୍କୁ ଭଟେିଛୁ। ତାହାଙ୍କ ନାମ ଯୀଶୁ। ସେ ୟୋ ସଫଙ୍କେର ପୁତ୍ର। ସେ ନାଜରିତରୁ ଆସିଛନ୍ତି।"
46
"ନିଥନିଯଲେ ଫିଲିପ୍ପଙ୍କୁ କହିଲେ, ନାଜରିତ, ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହାଇପୋ ରେ?"
47
"ଯୀଶୁ ନିଥନିଯଲଙ୍କେୁ ତାହାଙ୍କ ଆଡେ ଆସିବାର ଦେଖିଲେ। ସେ କହିଲେ, ଏହି ଲୋକ ପ୍ରକୃତ ରେ ପରମେଶ୍ବରଙ୍କର ଜଣେ ବ୍ଯକ୍ତି। ତାହାଙ୍କଠା ରେ କୌଣସି ଅସାଧୁତା ନାହିଁ।"
48
"ନିଥନିଯଲେ ତାହାଙ୍କୁ ପଚାରିଲେ, ଆପଣ ମାେତେ କିପରି ଜାଣିଲେ?"
49
"ତା'ପରେ ନିଥନିଯଲେ ଯୀଶୁଙ୍କୁ କହିଲେ, ହେ ଗୁରୁ, ଆପଣ ପରମେଶ୍ବରଙ୍କ ପୁତ୍ର। ଆପଣ ଇଶ୍ରାୟେଲର ରାଜା।"
50
"ଯୀଶୁ ନିଥନିଯଲଙ୍କେୁ କହିଲେ, ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମ୍ବିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମାେତେ ବିଶ୍ବାସ କରୁଛ। କିନ୍ତୁ ତୁମ୍ଭେ ତା'ଠାରୁ ଆହୁରି ଶ୍ ରେଷ୍ଠତର ବିଷୟ ଦେଖିବ।"
51
"ଯୀଶୁ ପୁଣି କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ ସ୍ବର୍ଗ ଖାଲିେ ୟିବାର ଦେଖିବ। ତୁମ୍ଭମାନେେ ପରମେଶ୍ବରଙ୍କ 'ଦୂତମାନଙ୍କୁ ମନୁଷ୍ଯପୁତ୍ରଙ୍କ ନିକଟକୁ ଆରୋହଣ ଓ ଅବତରଣ' କରୁଥିବାର ଦେଖିବ।"
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21