bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
John 3
John 3
Odia - 1840
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 4 →
1
"କଦୀମ ନାମକ ଜଣେ ବ୍ଯକ୍ତି ଥିଲେ। ସେ ଜଣେ ଫାରୂଶୀ ଥିଲେ। ସେ ଯିହୂଦୀମାନଙ୍କର ଜଣେ ମୁଖ୍ଯ ନେତା ଥିଲେ।"
2
"ସେ ଦିନେ ରାତ୍ରି ରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, ହେ ଗୁରୁ, ଆମ୍ଭେ ଜାଣୁଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ବରଙ୍କ ଦ୍ବାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛ ସେ ଗୁଡିକ ପରମେଶ୍ବରଙ୍କ ସାହାୟ୍ଯ ନପାଇ କହେି କରିପାରିବେ ନାହିଁ।"
3
"ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ପ୍ରେତ୍ୟକକ ବ୍ଯକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହବୋ ଆବଶ୍ଯକ। ଯଦି କୌଣସି ଲକେ ପୁନର୍ବାର ଜନ୍ମ ନହୁଏ, ତବେେ ସେ ଲୋକ ପରମେଶ୍ବରଙ୍କର ରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।"
4
"ନୀକଦୀମ ତାହାଙ୍କୁ କହିଲେ, କିନ୍ତୁ ଯଦି କୌଣସି ବ୍ଯକ୍ତି ବୃଦ୍ଧ ହାଇେ ସାରିଛି, ତବେେ ସେ କିପରି ପୁନର୍ବାର ଜନ୍ମ ନଇେ ପାରିବ? ଜଣେ ଲୋକ କଦାପି ତାର ମାତାର ଗର୍ଭ ରେ ଆଉ ଥରେ ପ୍ରବେଶ କରିପାରିବ ନାହିଁ। ତେଣୁ ଜଣେ ବ୍ଯକ୍ତି କଦାପି ଦ୍ବିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।"
5
"ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହାଇେ ନଥାଏ, ତବେେ ସେ କଦାପି ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରି ପାରିବ ନାହିଁ।"
6
"ଜଣେ ଲୋକର ଶରୀର ତାର ପିତା ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।"
7
"ତେଣୁ ଆଶ୍ଚର୍ୟ୍ଯ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, 'ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହବୋକୁ ପଡିବ।'"
8
"ପବନ ତା' ଇଚ୍ଛା ଅନୁସାରେ ବ ହେ ଓ ନିଜ ଇଚ୍ଛା ରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆ ସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନଇେଥିବା ପ୍ରେତ୍ୟକକ ଲୋକ ଠିକ୍ ସହେିପରି।"
9
"ନୀକଦୀମ ପଚାରିଲେ, ଏସବୁ କିପରି ସମ୍ଭବ ହାଇେ ପାରିବ?"
10
"ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇଶ୍ରାୟେଲର ଜଣେ ପ୍ରଧାନ ଗୁରୁ। କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁନାହଁ?"
11
"ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ଯାହା ସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭମାନେେ ତାହା ଗ୍ରହଣ କରୁନାହଁ।"
12
"ମୁଁ ତୁମ୍ଭକୁ ଏ ସଂସାରର ବିଷୟ ସବୁ କହିଛି। କିନ୍ତୁ ତୁମ୍ଭେ ମାେତେ ବିଶ୍ବାସ କରୁନାହଁ। ମୁଁ ଯଦି ତୁମ୍ଭକୁ ସ୍ବର୍ଗ ବିଷୟ ରେ କହିବି, ତବେେ ନିଶ୍ଚିତ ଭାବେ ତୁମ୍ଭେ ବିଶ୍ବାସ କରିବ ନାହିଁ।"
13
"ମନଷ୍ଯପୁତ୍ର କବଳେ ସହେି ଜଣେ ୟିଏ ସ୍ବର୍ଗରୁ ଆସିଛନ୍ତି ଓ ସେ ହିଁ ଏକମାତ୍ର ୟିଏ ସ୍ବର୍ଗକୁ ଯାଇଛନ୍ତି।"
14
" ମାଶାେ ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସହେିପରି ମନୁଷ୍ଯପୁତ୍ର ମଧ୍ଯ ଉପରକୁ ଉଠାଯିବେ।"
15
"ଏହା ଦ୍ବାରା ମନୁଷ୍ଯପୁତ୍ରଙ୍କଠା ରେ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ଅନନ୍ତ ଜୀବନ ଲାଭ କରିବ।"
16
"ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।"
17
"ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଚାର କରିବା ପାଇଁ ପଠାଇ ନଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ବାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।"
18
"ପରମେଶ୍ବରଙ୍କ ପୁତ୍ରଙ୍କଠା ରେ ବିଶ୍ବାସ ରଖୁଥିବା ଲୋକ କବେେ ବିଚାରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠା ରେ ବିଶ୍ବାସ ନ କରୁଥିବା ଲୋକ ବିଚାରିତ ହାଇେସାରିଛି। କାରଣ ସେ ପରମେଶ୍ବରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ବାସ କଲାନାହିଁ।"
19
"ଲୋକମାନଙ୍କର ବିଚାର ଏହି ବିଷୟ ଦ୍ବାରା ହୁଏ: ସହେି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସହେି ଆଲୋକ ଚାହିଁଲେ ନାହିଁ, ସମାନେେ ଅନ୍ଧକାର ଚାହିଁଲେ, କାରଣ ସମାନେେ ମନ୍ଦକାର୍ୟ୍ଯ ରେ ରତଥିଲେ।"
20
"ମନ୍ଦକାର୍ୟ୍ଯ କରୁଥିବା ପ୍ରେତ୍ୟକକ ଲୋକ ଆଲୋକକୁ ଘୃଣା କରେ। ସେ କବେେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା'ର କୃତ ସମସ୍ତ ମନ୍ଦକାର୍ୟ୍ଯ ଗୁଡିକୁ ଦଖାଇେ ଦବେ।"
21
"କିନ୍ତୁ ଯେଉଁ ଲୋକ ସତ୍ଯପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆ ସେ। ତା'ପରେ ଆଲୋକ ସ୍ପଷ୍ଟ ଦଖାଇେ ଦବେ ଯେ ସେ ଲୋକ ଯେଉଁ କାର୍ୟ୍ଯ କରିଛି ତାହା ସେ ପରମେଶ୍ବରଙ୍କ ମାଧ୍ଯମ ରେ କରିଛି।"
22
"ଏହାପରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ୟିହୂଦା ଅଞ୍ଚଳକୁ ଗଲେ। ସଠାେରେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ ଦେଲେ।"
23
"ଯୋହନ ମଧ୍ଯ ଏ ନୋନ ଗ୍ରାମ ରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏ ନୋନ ଶାଲମ ନଗର ନିକଟବର୍ତ୍ତୀ। ସଠାେରେ ପ୍ରଚୁର ଜଳ ଥିବାରୁ ଯୋହନ ସଠାେରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସଠାେକୁ ବାପ୍ତିଜିତ ହବୋପାଇଁ ଯାଉଥିଲେ।"
24
"ଯୋହନ କାରାଗାର ରେ ବନ୍ଦୀ ହବୋ ପୂର୍ବରୁ ଏସବୁ ଘଟିଥିଲା।"
25
"ଯୋହନଙ୍କର କେତକେ ଶିଷ୍ଯଙ୍କର ସହିତ ଜଣେ ୟିହୁଦୀଙ୍କର ୟୁକ୍ତିତର୍କ ହେଲା। ସମାନେେ ତାହାଙ୍କ ସହିତ ଧର୍ମ ସଂକ୍ତାନ୍ତୀୟ ଶୁଚିକରଣ ବିଷୟ ରେ ତର୍କ କରୁଥିଲେ।"
26
"ତେଣୁ ଶିଷ୍ଯମାନେ ଆସି ଯୋହନଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ସହିତ ୟର୍ଦ୍ଦନ ନଦୀର ଆର ପାରି ରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସହେି ଲୋକ ବିଷୟ ରେ ଲୋକମାନଙ୍କୁ କହିଥିଲ। ସହେି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନକେ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।"
27
"ଯୋହନ ଉତ୍ତର ଦେଲେ, ପରମେଶ୍ବର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କବଳେ ସତେିକି ପାଏ।"
28
"ତୁମ୍ଭମାନେେ ନିଜେ ମାରେ କହିବା ଶୁଣିଛ ଯେ 'ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ଯ ରେ ଈଶ୍ବର ମାେତେ ପଠାଇଛନ୍ତି।'"
29
"କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।"
30
"ଯୀଶୁଙ୍କର ଅବଶ୍ଯ ବୃଦ୍ଧି ହେଉ। ଏବଂ ମାରେ ପ୍ରୟୋଜନୀୟତା ଅବଶ୍ଯ କମି ଯାଉ।"
31
"ସ୍ବର୍ଗରୁ ଆସିଥିବା ବ୍ଯକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ ରେଷ୍ଠ। ପୃଥିବୀରୁ ଆସିଥିବା ବ୍ଯକ୍ତି ପୃଥିବୀର ଅଟନ୍ତି। ସହେି ବ୍ଯକ୍ତି ପୃଥିବୀ ରେ ଥିବା ବସ୍ତୁ ବିଷୟ ରେ କହନ୍ତି। କିନ୍ତୁ ଯେଉଁ ବ୍ଯକ୍ତି ସ୍ବର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠ।"
32
"ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସହେି ବିଷୟ ରେ କୁହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।"
33
"ସେ କହୁଥିବା କଥା ଗୁଡିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ବର ଯାହା କହନ୍ତି ତାହା ସତ୍ଯ।"
34
"ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।"
35
"ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।"
36
"ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।"
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21