bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Jonah 2
Jonah 2
Odia - 1840
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
1
"ଯେତବେେଳେ ୟୂନସ ମାଛର ପାକସ୍ଥଳୀ ରେ ଥିଲା, ସେ ସେତବେେଳେ ତାଙ୍କର ସଦାପ୍ରଭୁଙ୍କୁ ପ୍ରାର୍ଥନା କରି ଡାକିଲା।"
2
"ୟୂନସ କହିଲେ, ମୁଁ ଅତି ଦୁଖ ରେ ଥିଲି। ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ଭିକ୍ଷା ପାଇଁ ଡାକିଲି ଏବଂ ସେ ମାେତେ ଉତ୍ତର ଦେଲେ। ମୁଁ କବରର ବହୁ ଗଭୀରତମ ସ୍ଥାନ ରେ ଥାଇ ସଦାପ୍ରଭୁଙ୍କୁ ଡାକିଲି ଏବଂ ପ୍ରଭୁ ମାରେ ସ୍ବର ଶୁଣିଲେ।"
3
"ତୁମ୍ଭେ ମାେତେ ସମୁଦ୍ର ରେ ଫିଙ୍ଗି ଦଇେ ଏବଂ ମାେ ଉପ ରେ ଶକ୍ତିଶାଳୀ ଢେଉ ଭାଙ୍ଗିଲା। ମୁଁ ସମୁଦ୍ରର ନିମ୍ନତମ ସ୍ଥାନକୁ ଚାଲିଗଲି ଏବଂ ମାରେ ଚତୁର୍ଦ୍ଦିଗ ରେ କବଳେ ପାଣି ରହିଲା।"
4
"ତା'ପ ରେ ମୁଁ ଭାବିଲି, 'ବର୍ତ୍ତମାନ ନିଶ୍ଚଯ ମାେତେ ତୁମ୍ଭ ଦୃଷ୍ଟିପାତରୁ ଦୂ ରଇେ ଦିଆୟାଇଛି।' କିନ୍ତୁ ମୁଁ ପୁଣିଥରେ ତୁମ୍ଭର ପବିତ୍ର ମନ୍ଦିର ଦେଖିବାକୁ ଗ୍ଭ ହେଁ।"
5
"ସମୁଦ୍ର ଜଳ ମାେ ଉପର ଦଇେ ପ୍ରବାହିତ ହେଲା। ସମୁଦ୍ର ପାଣି ମାରେ ପାଟି ଉପର ଦଇେ ପ୍ରବାହିତ ହେଲା ଯାହା ଫଳ ରେ ମୁଁ ନିଃଶ୍ବାସ ନଇେ ପାରୁନଥିଲି। ମୁଁ ସମୁଦ୍ରର ଗଭୀରତମ ସ୍ଥାନକୁ ଗଲି, ସମୁଦ୍ର ପାଣି ମାେତେ ଆବୃତ କଲା। ସମୁଦ୍ର ତଳେ ଥିବା ଉଦ୍ଭିଦ ମାରେ ମୁଣ୍ତ ଗ୍ଭରିପଟେ ଆବୃତ ହେଲା।"
6
"ମୁଁ ସମୁଦ୍ରର ତଳ ଦେଶ ରେ ଥିଲି ଯେଉଁଠାରୁ ପର୍ବତ ଆରମ୍ଭ ହାଇେଛି। ମୁଁ ଭାବିଲି ମୁଁ ଚିରଦିନ ପାଇଁ ସହେି ବନ୍ଦୀଶାଳା ରେ ତାଲା ପଡି ରହିଲି। କିନ୍ତୁ ମାରେ ସଦାପ୍ରଭୁ ମାେତେ କବରରୁ ବାହାର କରି ଆଣିଲେ। ହେ ପରମେଶ୍ବର, ତୁମ୍ଭେ ମାେତେ ପୁନର୍ବାର ଜୀବନ ଦଲେ।"
7
"ମୁଁ ଜୀବନର ସବୁ ଆଶା ଛାଡିଥିଲି କିନ୍ତୁ ତା'ପ ରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିର ରେ ମାରେ ପ୍ରାର୍ଥନା ଶୁଣିଲ।"
8
" କେତକେ ଲୋକ ମୂଲ୍ଯହୀନ ପିତୁଳା ପୂଜା କରନ୍ତି କିନ୍ତୁ ସହେି ପିତୁଳା ସମାନଙ୍କେୁ କବେେ ସାହାୟ୍ଯ କରନ୍ତି ନାହିଁ।"
9
"ପରିତ୍ରାଣ କବଳେ ସଦାପ୍ରଭୁଙ୍କ ନିକଟରୁ ଆ ସେ। ହେ ସଦାପ୍ରଭୁ, ମୁଁ ବଳିଦାନ ଦବୋକୁ ପ୍ରସ୍ତୁତ ଏବଂ ମୁଁ ତୁମ୍ଭକୁ ପ୍ରଶଂସା ଓ ଧନ୍ଯବାଦ ଜଣାଇବି। ମୁଁ କରିଥିବା ସମସ୍ତ ଶପଥ ରକ୍ଷା କରିବି।"
10
"ତା'ପ ରେ ସଦାପ୍ରଭୁ ସେ ମାଛକୁ କହିଲେ ଏବଂ ମାଛଟି ବାନ୍ତି କଲା ଏବଂ ୟୂନସ ତା'ର ପାକସ୍ଥଳୀରୁ ବାହାରି ଭୂମିରେ ପଡିଲା।"
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
All chapters:
1
2
3
4