bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Joshua 4
Joshua 4
Odia - 1840
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 5 →
1
"ସମସ୍ତ ଲୋକ ୟର୍ଦ୍ଦନ ନଦୀ ପାର ହାଇେ ସାରିବା ପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ,"
2
"ବାରଜଣ ଲୋକଙ୍କକ୍ସ୍ଟ ବାରଟି ଗୋଷ୍ଠୀବର୍ଗରକ୍ସ୍ଟ ବାଛ। ପ୍ରେତ୍ୟକକ ଗୋଷ୍ଠୀବର୍ଗରକ୍ସ୍ଟ ଜଣେ।"
3
"ଏହିପରି ଭାବେ ସମାନଙ୍କେୁ ଆଦେଶ ଦିଅ: ଯେଉଁଠା ରେ ଯାଜକଗଣ ନଦୀ ମଝି ରେ ଛିଡା ହାଇେଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତକ୍ସ୍ଟମ୍ଭ ସହିତ ସହେି ବାରଟି ଶିଳାଖଣ୍ତକକ୍ସ୍ଟ ବହିନିଅ। ତୁମ୍ଭେ ଯେଉଁଠା ରେ ରାତି କଟାଇବାକକ୍ସ୍ଟ ଯୋଜନା କରିଛ, ସଗେକ୍ସ୍ଟଡିକ ସଠାେରେ ରଖ।"
4
"ତେଣୁ ଯିହାଶୂେୟ ବାରଟି ଗୋଷ୍ଠୀବର୍ଗରକ୍ସ୍ଟ ବାର ଜଣଙ୍କକ୍ସ୍ଟ ବାଛିଲେ। ପ୍ରେତ୍ୟକକ ଗୋଷ୍ଠୀବର୍ଗରକ୍ସ୍ଟ ଜଣେ। ତା'ପରେ ସେ ସହେି ବାରଜଣ ଲୋକଙ୍କକ୍ସ୍ଟ ଗୋଟିଏ ଜାଗା ରେ ଏକତ୍ର କଲେ।"
5
"ଯିହାଶୂେୟ ସହେି ବାରଜଣ ଲୋକଙ୍କକ୍ସ୍ଟ କହିଲେ, ୟର୍ଦ୍ଦନ ନଦୀର ମଝିକକ୍ସ୍ଟ ୟାଅ ଯେଉଁଠା ରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିଯମ ସିନ୍ଦକ୍ସ୍ଟକ ଧରି ଠିଆ ହାଇେ ଥିଲେ, ତୁମ୍ଭମାନେେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସଠାେରକ୍ସ୍ଟ ତୁମ୍ଭମାନେେ ପ୍ରେତ୍ୟକକ ଗୋଟିଏ ଲଖାେଁଏ ଶିଳା ତକ୍ସ୍ଟମ୍ଭ କାନ୍ଧ ରେ ବହି ଆଣିବ।"
6
"ସହେି ଶିଳାଗକ୍ସ୍ଟଡିକ ତୁମ୍ଭମାନଙ୍କର ଏକ ପ୍ରତୀକ ହାଇେ ରହିବ। ଭବିଷ୍ଯତ ରେ ଯେତବେେଳେ ତୁମ୍ଭର ପିଲାମାନେ ଉତ୍ସୁକ ହାଇେ ତୁମ୍ଭକୁ ପଗ୍ଭରିବେ, 'ଏହି ପଥରଗକ୍ସ୍ଟଡିକ ତକ୍ସ୍ଟମ୍ଭ ପାଇଁ କ'ଣ?"
7
"ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ୟର୍ଦ୍ଦନ ନଦୀର ଜଳ ଧାରକକ୍ସ୍ଟ ବନ୍ଦ କରିଥିଲେ। ସହେି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ୟକ୍ସ୍ଟକ୍ତିର ପବିତ୍ର ସିନ୍ଦକ୍ସ୍ଟକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶୀଳା ଖଣ୍ତଗକ୍ସ୍ଟଡିକ ସବୁଦିନ ପାଇଁ ଇଶ୍ରାୟେଲବାସୀଙ୍କର କଥାକକ୍ସ୍ଟ ମନେପକାଉ ଥିବ।"
8
"ତେଣୁ ଇଶ୍ରାୟେଲ ଲୋକମାନେ ଯିହାଶୂେୟଙ୍କର ନିର୍ଦ୍ଦେଶ ମାନିଲେ। ସମାନେେ ସହେି ବାର ଖଣ୍ତ ଶିଳାଗୁଡିକୁ ନଦୀ ଶର୍ୟ୍ଯାରକ୍ସ୍ଟ ଆଣିଲେ। ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ ଦଇେଥିବା ନିର୍ଦ୍ଦେଶ ଅନକ୍ସ୍ଟସା ରେ ପ୍ରେତ୍ୟକକ ପରିବାରବର୍ଗରକ୍ସ୍ଟ ଜଣେ ଗୋଟିଏ ଶିଳାଖଣ୍ତ ନେଲେ। ଲୋକମାନେ ସମାନଙ୍କେ ସହିତ ଶିଳାଖଣ୍ତ ବହିଲେ। ଏବଂ ସମାନେେ ଯେଉଁଠା ରେ ରାତ୍ରି ୟାପନ କରନ୍ତି, ସଠାେରେ ଶିଳାଖଣ୍ତକକ୍ସ୍ଟ ରଖନ୍ତି।"
9
"ଯିହାଶୂେୟ ୟର୍ଦ୍ଦନ ନଦୀର ମଝି ରେ ବାର ଖଣ୍ତ ପଥର ବସାଇଲେ। ଯେଉଁଠା ରେ ବାର ଜଣ ଯାଜକ ସଦାପ୍ରଭୁଙ୍କର ନିଯମ ସିନ୍ଦକ୍ସ୍ଟକ ଧରି ଠିଆ ହାଇେଥିଲେ। ଯାହାକି ଆଜି ପର୍ୟ୍ଯନ୍ତ ପଥରଖଣ୍ତଗକ୍ସ୍ଟଡିକ ସହେି ସ୍ଥାନ ରେ ଅଛି।"
10
"ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ ନିର୍ଦ୍ଦେଶ କରିଥିଲେ, ଲୋକମାନଙ୍କୁ କହିବା ପାଇଁ, ଯାହା ମାଶାେ ଯିହାଶୂେୟାଙ୍କକ୍ସ୍ଟ କହିଥିଲେ। ତେଣୁ ଯାଜକମାନେ ଯେଉଁମାନେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ବହକ୍ସ୍ଟଥିଲେ, ସମାନେେ ସହେି ନଦୀ ଶର୍ୟ୍ଯା ରେ ଠିଆ ହାଇେ ରହିଲେ, ସମସ୍ତ ଇଶ୍ରାୟେଲ ଲୋକମାନେ ନଦୀ ପାର ନ ହବୋ ପର୍ୟ୍ଯନ୍ତ।"
11
"ଯେତବେେଳେ ସମସ୍ତ ଲୋକମାନେ ନଦୀ ପାର ହାଇଗେଲେ, ଏହାପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିଯମ ସିନ୍ଦକ୍ସ୍ଟକ ଧରି ୟର୍ଦ୍ଦନ ନଦୀ ପାର ହାଇଗେଲେ।"
12
"ରୂବନ୍େ ଗୋଷ୍ଠୀର ମନକ୍ସ୍ଟଷ୍ଯମାନେ, ଗାଦ ଗୋଷ୍ଠୀର ମନକ୍ସ୍ଟଷ୍ଯମାନେ ଓ ମନଃଶିର ଅର୍ଦ୍ଧକେ ଗୋଷ୍ଠୀଗଣ, ୟକ୍ସ୍ଟଦ୍ଧାସ୍ତ୍ର ରେ ସଜ୍ଜିତ ଓ ୟକ୍ସ୍ଟଦ୍ଧ ପାଇଁ ହାଇେ ଇଶ୍ରାୟେଲୀୟମାନଙ୍କ ଆଗ ରେ ନଦୀ ପାର ହାଇଗେଲେ, ଠିକ୍ ମାଶାେ ଯେପରି ସମାନଙ୍କେୁ କହିଲେ ।"
13
"ପ୍ରାଯ 40,000 ସୈନ୍ଯ ୟକ୍ସ୍ଟଦ୍ଧକରିବା ପାଇଁ ପ୍ରସ୍ତକ୍ସ୍ଟତ ହାଇେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ପାର ହାଇେ ଯିରୀହାେ ପଦାକକ୍ସ୍ଟ ଗଲେ।"
14
"ସହେିଦିନ ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ଆଗ ରେ ଯିହାଶୂେୟଙ୍କକ୍ସ୍ଟ ସମ୍ଭ୍ରାନ୍ତ କଲେ। ତହିଁରେ ଲୋକମାନେ ମାଶାଙ୍କେକ୍ସ୍ଟ ଯେପରି ଭୟ କରୁଥିଲେ, ସମ୍ମାନ କରୁଥିଲେ, ସହେିପରି ତାଙ୍କର ଜୀବନସାରା ତାଙ୍କୁ ଭୟ ଓ ସମ୍ମାନ କଲେ।"
15
"ଯେତବେେଳେ ଯାଜକମାନେ ନିଯମ ସିନ୍ଦକ୍ସ୍ଟକ ନଦୀ ମଧିଅରେ ପାର କରୁଥିଲେ ସେ ସମୟରେ ସମାନେେ ନଦୀ ରେ ଛିଡା ହାଇେଥିଲେ, ସେ ସମୟରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ,"
16
"ତୁମ୍ଭେ ଯାଜକମାନଙ୍କୁ ନିର୍ଦ୍ଦେଶ ଦିଅ ୟର୍ଦ୍ଦନ ନଦୀ ମଧ୍ଯରକ୍ସ୍ଟ ବାହାରକକ୍ସ୍ଟ ଆସିବା ପାଇଁ।"
17
"ତେଣୁ ଯିହାଶୂେୟ ନିର୍ଦ୍ଦେଶ ଦେଲେ ଯାଜକମାନଙ୍କୁ, ସେ କହିଲେ, ୟର୍ଦ୍ଦନ ନଦୀରକ୍ସ୍ଟ ବାହାରକକ୍ସ୍ଟ ଆସ।"
18
"ଯାଜକମାନେ ଯିହାଶୂେୟଙ୍କକ୍ସ୍ଟ ମାନିଲେ। ସମାନେେ ସହେି ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରି ନଦୀରକ୍ସ୍ଟ ନଦୀ କୂଳକକ୍ସ୍ଟ ଆସିଲେ। ଯେତବେେଳେ ଯାଜକମାନଙ୍କର ପାଦ ନଦୀରକ୍ସ୍ଟ ବାହାରି ଆସିଲା, ୟର୍ଦ୍ଦନ ନଦୀ ପୂର୍ବପରି ବହିବାକକ୍ସ୍ଟ ଲାଗିଲା। ଏହି ନଦୀ ପୂର୍ବପରି ତା'ର କୂଳ ଲଙ୍ଘନ କଲା।"
19
"ପ୍ରଥମ ମାସର ଦଶମ ଦିନ ରେ ଲୋକମାନେ ୟର୍ଦ୍ଦନ ନଦୀ ପାର ହାଇେ ଯିରୀହାରେ ପୂର୍ବ ସିମାସ୍ଥିତ ଗିଲଗାଲ୍ଠା ରେ ଛାଉଣୀ ସ୍ଥାପନ କଲେ।"
20
"ସମାନେେ ୟର୍ଦ୍ଦନରକ୍ସ୍ଟ ଆଣିଥିବା ସହେି ବାରଟି ଶିଳାଖଣ୍ତକକ୍ସ୍ଟ ଯିହାଶୂେୟା ଗିଲଗାଲ୍ଠା ରେ ସ୍ଥାପନ କଲେ।"
21
"ତା'ପରେ ଯିହାଶୂେୟ ଇଶ୍ରାୟେଲ ଲୋକମାନଙ୍କୁ କହିଲେ, ଭବିଷ୍ଯତ ରେ ତୁମ୍ଭର ପିଲାମାନେ ସମାନଙ୍କେର ପିତାମାତାଙ୍କୁ ପଗ୍ଭରିବେ, 'ଏ ପଥରଗକ୍ସ୍ଟଡିକ କ'ଣ?'"
22
"ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ, 'ଏହି ଶିଳାଖଣ୍ତଗକ୍ସ୍ଟଡିକ ଅତୀତର ସ୍ମୃତି, କିପରି ଇଶ୍ରାୟେଲର ଲୋକମାନେ ଶକ୍ସ୍ଟଖିଲା ଭୂମିରେ ୟର୍ଦ୍ଦନ ନଦୀ ପାର ହାଇେଥିଲେ।"
23
"ଆମ୍ଭମାନେେ ପାର ହବୋୟାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାଙ୍କର ଶକ୍ତିବଳ ରେ ସୂଫ ସମକ୍ସ୍ଟଦ୍ର ଶିଷ୍କ କରିଥିଲେ, ସହେିପରି ତୁମ୍ଭମାନେେ ପାର ହବୋ ପର୍ୟ୍ଯନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ୟର୍ଦ୍ଦନ ନଦୀ ଶକ୍ସ୍ଟଷ୍କ କଲେ।'"
24
"ସଦାପ୍ରଭୁ ଏହିପରି କଲେ, କାରଣ ପୃଥିବୀସ୍ଥ ସମକ୍ସ୍ଟଦାଯ ଲୋକ ସଦାପ୍ରଭୁ ଶକ୍ତିଶାଳୀ ବୋଲି ଜାଣି ପାରିବେ, ସେଥିପାଇଁ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସର୍ବଦା ଭୟ ଓ ସମ୍ମାନ କରିବ।"
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24