bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Leviticus 18
Leviticus 18
Odia - 1840
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 19 →
1
"ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,"
2
"ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
3
"ଅତୀତ ରେ ତୁମ୍ଭମାନେେ ମିଶର ଦେଶ ରେ ବାସ କରୁଥିଲ, ସହେି ଦେଶ ରେ ସମାନେେ କଲାପରି, ତୁମ୍ଭମାନେେ କରିବା ଉଚିତ୍ ନୁହଁ। ପୁଣି ଯେଉଁ କିଣାନ ଦେଶକୁ ମୁଁ ତୁମ୍ଭମାନଙ୍କୁ ଦବୋକୁ ଯାଉଅଛି, ସଠାେରେ ବାସ କରୁଥିବା ଲୋକମାନଙ୍କର ପ୍ରଥା ଅନୁସରଣ କରିବ ନାହିଁକିମ୍ବା ସମାନଙ୍କେର ପ୍ରଥା ଅନୁସରୋ ଚଳିବ ନାହିଁ।"
4
"ତୁମ୍ଭମାନେେ ଆମ୍ଭର ବିଧି ଓ ବ୍ଯବସ୍ଥା ପାଳନ କରିବ ଓ ତଦନୁସା ରେ ଆଚରଣ କରିବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
5
"ତେଣୁ ତୁମ୍ଭମାନେେ ଆମ୍ଭର ବ୍ଯବସ୍ଥା ଓ ଆମ୍ଭର ବିଧି ପାଳନ କରିବ, ତାହା କଲେ ତୁମ୍ଭମାନେେ ବଞ୍ଚିବ। ଆମ୍ଭେ ସଦାପ୍ରଭୁ ଅଟୁ।"
6
"ତୁମ୍ଭମାନେେ ଆପଣା କୁଟୁମ୍ବ ସହିତ ଦୈହିକ ସଂପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।"
7
"ତୁମ୍ଭେ ତୁମ୍ଭର ମାତାଙ୍କ ସହିତ ଦୈହିକ ସଂପର୍କ ରଖିବା ଉଚିତ୍ ନୁହେଁ। ଏହା କରିବା ଦ୍ବାରା ତୁମ୍ଭମାନଙ୍କର ପିତାପ୍ରତି ଅସମ୍ମାନ ହବେ। ତେଣୁ ନିଶ୍ଚଯ ତାଙ୍କ ସହିତ ଦୈହିକ କଂପର୍କ ରଖିବ ନାହିଁ।"
8
"ତୁମ୍ଭେ ତୁମ୍ଭର ପିତାଙ୍କ ଭାର୍ୟ୍ଯା ସହିତ ଦୈହିକ ସଂପର୍କ ରଖିବ ନାହିଁ, ଯଦିଓ ସେ ତୁମ୍ଭର ମାଆ ନୁହେଁ, ତାହା ତୁମ୍ଭର ପିତାଙ୍କ ପ୍ରତି ଅସମ୍ମାନ ହବେ।"
9
"ତୁମ୍ଭେ ନିଜର ଭଗିନୀ, ଅର୍ଥାତ୍ ତୁମ୍ଭ ପିତୃକନ୍ଯା ବା ମାତୃକନ୍ଯା, ସେ ଗୃହ ରେ ଜନ୍ମ ହାଇେଥାଉ କିମ୍ବା ଅନ୍ୟତ୍ର ଜନ୍ମ ହାଇେଥାଉ, ତା' ସହିତ ମଧ୍ଯ ଦୈହିକ ସଂପର୍କ ରଖିବ ନାହିଁ।"
10
"ତୁମ୍ଭେ ନିଜ ପୌତ୍ରୀର କିମ୍ବା ଦୌହିତ୍ରୀର ସହିତ ଦୈହିକ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ନିଜ ଭବିଷ୍ଯତ ବଂଶଧର।"
11
"ତୁମ୍ଭେ ତୁମ୍ଭ ବିମାତା କନ୍ଯା ସହିତ ୟୌନ ସଂପର୍କ ରଖିବ ନାହିଁ, କାରଣ ସେ ତମ୍ଭର ପିତାଙ୍କଠାରୁ ଜନ୍ମି ଅଛିଓ ସେ ତୁମ୍ଭର ଭଗିନୀ, ତା' ସହିତ ୟୌନ ସଂପର୍କ ରଖିବ ନାହିଁ।"
12
"ତୁମ୍ଭେ ନିଜର ପିଉସୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସଂପର୍କୀଯ।"
13
"ତୁମ୍ଭେ ତୁମ୍ଭର ମାଉସୀ ସହିତ ମଧ୍ଯ ୟୌନ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ମାଆଙ୍କର ଅତି ନିକଟ ସଂପର୍କୀଯା।"
14
"ତୁମ୍ଭେ ତୁମ୍ଭର କକାଙ୍କ ସ୍ତ୍ରୀ ସହିତ ଦୈହିକ ସଂପର୍କ ରଖିବ ନାହିଁ। ତାଙ୍କର ସ୍ତ୍ରୀଙ୍କୁ ଅନୁନଯ କର ନାହିଁ। ସେ ତୁମ୍ଭର ଖୁଡୀ।"
15
"ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ୟୌନ ସଂପର୍କ ରଖିବ ନାହିଁ।"
16
"ତୁମ୍ଭେ ତୁମ୍ଭର ଭାତୃବଧୂ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ଭାଇଙ୍କର ସ୍ତ୍ରୀ ଅଟେ। ତାହା ତୁମ୍ଭର ଭାଇ ପ୍ରତି ଅସମ୍ମାନ ହବେ।"
17
"ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ଯା ସହିତ ୟୌନ ସଂପର୍କ ରଖିବ ନାହିଁ। ତୁମ୍ଭେ ତାହାର ପୌତ୍ରୀ କିମ୍ବା ଦୌହିତ୍ରୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସମାନେେ ତା'ର ନିକଟ ସଂପର୍କୀଯ। ଏପ୍ରକାର ୟୋନ ସଂପର୍କ ଭୟଙ୍କର ଭାବରେ ନୀତି ବିରୁଦ୍ଧ।"
18
"ତୁମ୍ଭର ସ୍ତ୍ରୀ ଜୀବିତ ଥିଲେ ତୁମ୍ଭେ ତୁମ୍ଭର ଶାଳୀକୁ ବିବାହ କରି ତାହା ସହିତ ୟୌନ ସଂପର୍କ ରଖିବା ଉଚିତ୍ ନୁହେଁ।"
19
"ପୁଣି କୌଣସି ରଜସ୍ବଳା ନାରୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେସମୟରେ ସେ ଅଶୁଚି ଅଟେ।"
20
"ପୁଣି ତୁମ୍ଭେ କୌଣସି ପ୍ରତିବେଶୀ ସ୍ତ୍ରୀ ସହିତ ୟୌନ ସଂପର୍କ ରଖି ନିଜକୁ ଅଶୁଚି କରିବ ନାହିଁ।"
21
"ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମାେଲକ୍ ଦବେତାର ଉଦ୍ଦେଶ୍ଯ ରେ ଉତ୍ସର୍ଗୀତ ହବୋକୁ ଦବୋ ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ବରଙ୍କ ପବିତ୍ର ନାମକୁ କଳିଷିତ ନିଶ୍ଚଯ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।"
22
"ତୁମ୍ଭେ କୌଣସି ପୁରୁଷ ସହିତ, ସ୍ତ୍ରୀଲୋକ ସହିତ ୟୌନ କଂପର୍କ ରଖିବ ନାହିଁ। କାରଣ ତାହା ଘୃଣ୍ଯ ପାପ।"
23
"ତୁମ୍ଭେ କୌଣସି ପଶୁ ସହିତ ୟୌନ ସଂପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସଂପର୍କ ରଖିବ ନାହିଁ। ଏହା ପ୍ରକୃତି ବି ରୋଧ।"
24
"ତୁମ୍ଭମାନେେ ଏହିସବୁ ମଧ୍ଯରୁ କୌଣସି କ୍ରିଯା ଦ୍ବାରା ନିଜକୁ ଅଶୁଚି କରନାହିଁ। କାରଣ ଆମ୍ଭେ ଯେଉଁ ଦେଶୀଯ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସମାନେେ ଏହିସବୁ କ୍ରୀଯା ଦ୍ବାରା ଅଶୁଚି ହାଇେଅଛନ୍ତି।"
25
"ସମାନେେ ଦେଶକୁ ଅଶୁଚି କରିଛନ୍ତି। ଏଣୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉ ଅଛୁ ଓ ସହେି ଦେଶ ତାହାର ନାବାସୀମାନଙ୍କୁ ଉଦ୍ଗାର କରୁଅଛି।"
26
" ତେଣୁ ତୁମ୍ଭମାନେେ ଆମ୍ଭର ବ୍ଯବସ୍ଥା ଓ ବିଧି ପାଳନ କରିବ। ସ୍ବଦେଶୀଯ ହେଉ ବା ବିଦେଶୀଯ ହେଉ ତୁମ୍ଭମାନେେ ଏହି ସକଳ ଘୃଣା ଯୋଗ୍ଯ କର୍ମ ମଧ୍ଯରୁ କୌଣସି କର୍ମ କରିବ ନାହିଁ।"
27
"କାରଣ ତୁମ୍ଭର ପୂର୍ବବର୍ତ୍ତୀ ଦେଶବାସୀ ଏହିସବୁ ଘୃଣା ଯୋଗ୍ଯ କର୍ମକରି ଦେଶକୁ ଅଶୁଚି କରିଛନ୍ତି।"
28
"ତୁମ୍ଭମାନେେ ଯଦି ସହେି ଘୃଣା ଯୋଗ୍ଯ କର୍ମ କର, ତବେେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସହେିପରି ସେ ତୁମ୍ଭମାନଙ୍କୁ ଉଦ୍ଗାର କରିବ।"
29
"ତେଣୁ ଯେଉଁମାନେ ଏହି ଘୃଣା ଯୋଗ୍ଯ କର୍ମ ମଧ୍ଯରୁ କୌଣସି କର୍ମ କରିବେ, ତବେେ ସହେି କର୍ମକାରୀ ପ୍ରାଣୀମାନେ ନିଜ ନିଜ ଲୋକମାନଙ୍କଠାରୁ ପୃଥକ୍ ରହିବେ।"
30
"ଏଣୁ ତୁମ୍ଭମାନେେ ପୂର୍ବପରି ଘୃଣ୍ଯକର୍ମ କରି ନିଜକୁ ଅଶୁଚି କରିବ ନାହିଁ। ତୁମ୍ଭମାନେେ ଆମ୍ଭର ବ୍ଯବସ୍ଥା ପାଳନ କରିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27