bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Leviticus 21
Leviticus 21
Odia - 1840
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 22 →
1
"ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ହାରୋଣଙ୍କ ପୁତ୍ର ଯାଜକଗଣଙ୍କୁ କୁହ, ଜଣେ ଯାଜକ ଏକ ମୃତ୍ଯୁବ୍ଯକ୍ତିକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ।"
2
"କବଳେ ନିଜର ନିକଟ ଜ୍ଞାତି ଅର୍ଥାତ୍ ନିଜର ପିତା, ମାତା, ପୁତ୍ର, କନ୍ଯା ଓ ଭ୍ରାତା ନିମନ୍ତେ ସେ ଅଶୁଚି ହବେ।"
3
"ପୁଣି ନିଜର ଅବିବାହିତା ଭଗିନୀର ମୃତ୍ଯୁ ହେଲେ ସେ ତା' ପାଇଁ ଅଶୁଚି ହବେ।"
4
"ମାତ୍ର ସେ ଯାଜକ ନିଜର କ୍ରୀତଦାସର ମୃତ୍ଯୁ ରେ ନିଜକୁ ଅଶୁଚି କରିବ ନାହିଁ।"
5
"ଆଉ ଯାଜକଗଣ ସମାନଙ୍କେର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀର ରେ ଅସ୍ତ୍ରାଘାତ କରିବେ ନାହିଁ।"
6
"ସମାନେେ ନିଶ୍ଚଯ ସମାନଙ୍କେର ପରମେଶ୍ବରଙ୍କ ପାଇଁ ପବିତ୍ର ହବେେ। ସମାନେେ ସମାନଙ୍କେର ପରମେଶ୍ବରଙ୍କ ନାମକୁ ଅପବିତ୍ର କରିବା ଉଚିତ୍ ନୁହେଁ। କାରଣ ସମାନେେ ସଦାପ୍ରଭୁଙ୍କୁ ଉପହାର ଦିଅନ୍ତି। ଅର୍ଥାତ୍ ପରମେଶ୍ବରଙ୍କ ଖାଦ୍ୟ ସମାନେେ ଦିଅନ୍ତି। ତେଣୁ ସମାନେେ ନିଶ୍ଚଯ ପବିତ୍ର ହବୋ ଉଚିତ୍।"
7
"ଜଣେ ଯାଜକ ତା'ର ପରମେଶ୍ବରଙ୍କର ପବିତ୍ର ସବେକ। ତେଣୁ ସେ କୌଣସି ବେଶ୍ଯାକୁ, କଳିଙ୍କିନୀକୁ କିମ୍ବା ସ୍ବାମୀ ପରିତ୍ଯକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ।"
8
"ତୁମ୍ଭେ ନିଶ୍ଚିତ ହୁଅ ଯେ, ଯାଜକ ପବିତ୍ର ଅଟେ। କାରଣ ସେ ତୁମ୍ଭର ପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କରିଥାଏ। ତୁମ୍ଭେ ତାକୁ ପବିତ୍ର ବୋଲି ବିବଚେନା କରିବା ଉଚିତ୍। କାରଣ ମୁଁ ସଦାପ୍ରଭୁ ୟିଏ ତୁମ୍ଭମାନଙ୍କୁ ପବିତ୍ର କରେ। ମୁଁ ନିଜେ ପବିତ୍ର।"
9
"ଆଉ କୌଣସି ଯାଜକର କନ୍ଯା ବ୍ଯଭିଚାରିଣୀ ହେଲେ ସେ ନିଜକୁ ଅପବିତ୍ର କରେ ଓ ନିଜ ପିତାକୁ ମଧ୍ଯ ଅପବିତ୍ର କରେ। ତେଣୁ ସେ ଅଗ୍ନି ରେ ଦଗ୍ଧ ହବେ।"
10
"ଆଉ ନିଜ ଭ୍ରାତାମାନଙ୍କ ଉପରେ ଯେଉଁ ଲୋକ ମହାୟାଜକ ହାଇେଅଛି, ଯାହାର ମସ୍ତକରେ ଅଭିଷକୋର୍ଥକ ତୈଳ ଢଳା ୟାଇଅଛି, ଆଉ ୟିଏ ପବିତ୍ର ବସ୍ତ୍ର ପରିଧାନ କରିବାକୁ ପଦବୀ ରେ ନିୟୁକ୍ତ ହାଇେଅଛି, ସେ ନିଜ ମସ୍ତକର କେଶ ମୁକୁଳା କରିବା ଉଚିତ୍ ନୁହେଁ ଓ ନିଜ ବସ୍ତ୍ର ଚିରିବା ଉଚିତ୍ ନୁହେଁ।"
11
"ସେ ଗୃହ ଭିତ ରେ ଶବକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। ସେ ନିଜର ପିତାମାତାଙ୍କ ଶବ ନିକଟକୁ ମଧ୍ଯ ୟିବ ନାହିଁ।"
12
"ଆଉ ଜଣେ ମହାୟାଜକ ପରମେଶ୍ବରଙ୍କ ପବିତ୍ରସ୍ଥାନରୁ ବାହାରିବ ନାହିଁ। କିମ୍ବା ଆପଣା ପରମେଶ୍ବରଙ୍କ ପବିତ୍ରସ୍ଥାନକୁ ଅପବିତ୍ର କରିବ ନାହିଁ। କାରଣ ପରମେଶ୍ବରଙ୍କ ଅଭିଷକୋର୍ଥକ ତୈଳ ତାହା ମସ୍ତକରେ ଢଳାୟାଇ ତାଙ୍କୁ ମହାୟାଜକ ପଦ ରେ ଅଭିଷିକ୍ତ କରାୟାଇଛି। ଆମ୍ଭେ ସଦାପ୍ରଭୁ ଅଟୁ।"
13
"ଜଣେ ମହାୟଜକ କବଳେ ଜଣ ଅନୁଢାକୁ ବା କୁମାରୀକୁ ବିବାହ କରିବ।"
14
"ସେ ବିଧବା, ପରିତ୍ଯକ୍ତା, କଳଙ୍କିନୀ କିମ୍ବା ବେଶ୍ଯାକୁ ବିବାହ କରିବା ଉଚିତ୍ ନୁହେଁ। ସେ ଆପଣା ଲୋକମାନଙ୍କ ମଧ୍ଯରୁ କବଳେ ଏକ କୁଆଁରୀ କନ୍ଯାକୁ ବିବାହ କରିବା ଉଚିତ୍।"
15
"ଆଉ ସେ ନିଜ ଲୋକମାନଙ୍କ ମଧିଅରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।"
16
"ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,"
17
"ତୁମ୍ଭେ ହାରୋଣଙ୍କୁ କୁହ, ତୁମ୍ଭର ବଂଶଧରମାନଙ୍କ ମଧିଅରେ ଯାହାର ଶରୀର ରେ ଖୁଣ ଥାଏ, ସେ ପରମେଶ୍ବରଙ୍କର ବିଶିଷ୍ଟ ରୋଟୀ ଉତ୍ସର୍ଗ କରିବା ପାଇଁ ନିକଟକୁ ୟିବ ନାହିଁ।"
18
"ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହବେନାହିଁ।"
19
"କି ଭଗ୍ନ, କି ଭଗ୍ନହସ୍ତ,"
20
"କି କୁଜା, କି ବାମନ,"
21
"ହାରୋଣ ଯାଜକର ବଂଶଧର ମଧିଅରେ ଏପରି ଖୁଣ ବିଶିଷ୍ଟ ଲୋକ ଥିଲେ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉପହାର ଉତ୍ସର୍ଗ କରିବା ପାଇଁ ବଦେୀ ନିକଟକୁ ୟାଇପାରିବ ନାହିଁ। ଆଉ ତା'ର ଖୁଣ ଥିବାରୁ ସେ ୟଜ୍ଞବଦେୀ ନିକଟକୁ ଶସ୍ଯ ଭକ୍ଷ୍ଯ ଉତ୍ସର୍ଗ କରିବା ପାଇଁ ଆସିବା ଉଚିତ୍ ନୁହେଁ।"
22
"ସେ ଆପଣା ପରମେଶ୍ବରଙ୍କର ମହାପବିତ୍ର ବା ପବିତ୍ର ରୋଟୀ ଭୋଜନ କରିବ।"
23
"ମାତ୍ର ବିଚ୍ଛଦବେସ୍ତ୍ରର ଭିତରକୁ ୟିବ ନାହିଁ କିମ୍ବା ୟଜ୍ଞବଦେୀ ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି, ସେ ଆମ୍ଭର ପବିତ୍ରସ୍ଥାନ ସକଳ ଅପବିତ୍ର କରିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ସହେି ସମସ୍ତ ପବିତ୍ର କରୁ।"
24
"ଏହିପରି ମାଶାେ ହାରୋଣଙ୍କୁ, ତାଙ୍କର ପୁତ୍ରଗଣଙ୍କୁ ଓ ଇଶ୍ରାୟେଲର ସମସ୍ତ ସନ୍ତାନଗଣଙ୍କୁ ଏହିସବୁ କହିଲେ।"
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27