bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Luke 14
Luke 14
Odia - 1840
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
1
"ଗୋଟିଏ ବିଶ୍ରାମବାର ରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସଠାେରେ ଥିବା ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ଯ କରୁଥିଲେ।"
2
"ଜଣେ 'ଜଳୋଦର' ରୋଗୀକୁ ଯୀଶୁଙ୍କ ସାମନାକୁ ଅଣାଗଲା।"
3
"ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଚାରିଲେ, ବାଶ୍ରାମବାର ରେ ଭଲ କରିଦବୋ ଠିକ୍ ନା ଭୁଲ?"
4
"ସମାନେେ କିନ୍ତୁ ଚୁପ୍ ରହିଲେ। ତେଣୁ ଯୀଶୁ ଲୋକଟିକୁ ଧରି ସୁସ୍ଥ କରି ଦେଲେ। ତା'ପରେ ସହେି ଲୋକଟି ଚାଲିଗଲା।"
5
"ଯୀଶୁ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ କହିଲେ, ଯଦି ବାଶ୍ରାମବାର ରେ ତୁମ୍ଭମାନଙ୍କ ପୁଅ କିମ୍ବା ତୁମ୍ଭମାନଙ୍କ ବଳଦଟି କୂଅ ଭିତ ରେ ଖସିପଡେ, ତବେେ ତୁମ୍ଭମାନେେ କ'ଣ ତାକୁ ସଙ୍ଗେସଙ୍ଗେ ବାହାରକୁ ଟାଣି ଆଣିବ ନାହିଁ?"
6
"ଯୀଶୁ ଯାହା ପଚାରିଲେ ସମାନେେ କିଛି ଉତ୍ତର ଦଇେ ପାରିଲେ ନାହିଁ।"
7
"ଯୀଶୁ ଲକ୍ଷ୍ଯ କଲେ ଯେ, କେତକେ ଅତିଥି ବସିବା ପାଇଁ ଭଲ ଆସନଟିଏ ଖାଜେୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ:"
8
"ଯଦି ଜଣେ ତୁମ୍ଭକୁ ବିବାହଉତ୍ସବ ରେ ନିମନ୍ତ୍ରଣ କରୁଛି, ତବେେ ସବୁଠାରୁ ମୁଖ୍ଯ ଆସନ ରେ ବସନାହିଁ। କାରଣ ସହେି ଲୋକଟି ତୁମ୍ଭଠାରୁ ଅଧିକ ମହାନ ଲୋକକୁ ମଧ୍ଯ ଡାକି ଥାଇପା ରେ।"
9
"ତୁମ୍ଭେ ଯଦି ସବୁଠାରୁ ମୁଖ୍ଯ ଆସନ ରେ ବସିଥିବ, ତବେେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, 'ଏହି ଲୋକଙ୍କୁ ତୁମ୍ଭ ଆସନଟି ଦଇଦେିଅ।' ତା'ପରେ ତୁମ୍ଭେ ସଠାରୁେ ଉଠି ପଛ ରେ ଥିବା ଶଷେ ଆସନଟିକୁ ୟିବ। ସେତବେେଳେ ତୁମ୍ଭକୁ ବଡ ଅପମାନ ଲାଗିବ।"
10
"ତେଣୁ ଯେତବେେଳେ ଜଣେ ଲୋକ ତୁମ୍ଭକୁ ନିମନ୍ତ୍ରଣ କରିଛି, ତୁମ୍ଭେ ଗୋଟିଏ ନିମ୍ନତମ ଆସନ ରେ ବସ। ସେତବେେଳେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି ତୁମ୍ଭକୁ କହିବ, 'ବନ୍ଧୁ, ତୁମ୍ଭେ ଏଠା ରେ ନ ବସି ଟିକିଏ ଆଗକୁ ଆସି ଏ ଭଲ ଆସନ ରେ ବସ।' ସେତବେେଳେ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ତୁମ୍ଭକୁ ସମ୍ମାନ କରିବେ।"
11
"ଯେଉଁ ଲୋକ ନିଜକୁ ମହାନ ଭାବେ, ତାକୁ ହୀନ କରି ଦିଆୟିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାୟିବ।"
12
"ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, ତୁମ୍ଭେ କାହାରିକୁ ଦିନ ରେ ବା ରାତି ରେ ଖାଇବାକୁ ନିମନ୍ତ୍ରଣ କଲୋ ବେଳେ କବଳେ ତୁମ୍ଭର ଭାଇ ବନ୍ଧୁ କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡିକ ନାହିଁ। କାରଣ ଅନ୍ୟ ବେଳେ ସମାନେେ ମଧ୍ଯ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତବେେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇୟିବ।"
13
"ବରଂ ଭୋଜି ଦବୋ ସମୟରେ ଗରିବ, ପଙ୍ଗୁ, େଛାଟା ଓ ଅନ୍ଧମାନଙ୍କୁ ଡାକ।"
14
"ଏ ଲୋକମାନଙ୍କର କିଛି ନଥିବାରୁ ସମାନେେ ତୁମ୍ଭକୁ ପ୍ରତିବଦଳ ରେ କିଛି ଦଇେ ପାରିବନୋହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହବେ। କିନ୍ତୁ ଯେତବେେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ଯରୁ ଜୀବୀତ ହବେେ, ସହେି ସମୟରେ ତୁମ୍ଭମାନେେ ତୁମ୍ଭର ପୁରସ୍କାର ପାଇବ।"
15
"ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ଯରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, ପରମେଶ୍ବରଙ୍କ ରାଜ୍ଯ ରେ ଭୋଜନ କରୁଥିବା ଲୋକ ବହୁତ ଖୁସି ହବେ।"
16
"ଯୀଶୁ ସହେି ଲୋକକୁ କହିଲେ, ଥରେ ଜଣେ ଲୋକ ଗୋଟିଏ ବଡ ରାତ୍ରିଭୋଜିର ବ୍ଯବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ।"
17
"ଖାଇବା ସମୟ ହବୋରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଚାକରକୁ ପଠାଇଲେ: 'ଆସନ୍ତୁ, ଭୋଜନ ପ୍ରସ୍ତୁତି ହାଇେ ଗଲାଣି।'"
18
"କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ଯକ୍ତିମାନେ କହିଲେ ଯେ, ସମାନେେ ଯାଇ ପାରିବେ ନାହିଁ। ପ୍ରେତ୍ୟକକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, 'ମୁଁ ଏବେ ଖଣ୍ଡେ ଜମି କିଣିଛି। ସହେି ଜମିଟି ଦେଖିବାକୁ ପର୍ତ୍ତମାନ ମାେତେ ୟିବାକୁ ପଡିବ। ଦୟାକରି ମାେତେ କ୍ଷମା କର।'"
19
"ଆଉ ଜଣେ କହିଲା, 'ମୁଁ ଏବେ ପାଞ୍ଚହଳ ବଳଦ କିଣିଛି।"
20
"ମୁଁ ତାହାଙ୍କୁ ପରଖିବାକୁ ୟିବାକୁ ବାହାରିଲିଣି। ଦୟାକରି ମାେତେ କ୍ଷମା କର।' ତୃତୀୟ ଲୋକଟି କହିଲା, ' ମାରେ ତ ଏବେ ବାହାଘର ହାଇେଛି। ମୁଁ ଯାଇ ପାରିବି ନାହିଁ।'"
21
"ତେଣୁ ଚାକରଟି ଫରେିଆସିଲା। ଯାହା ସବୁ ଘଟିଥିଲା, ସେ ତା ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ େଛାଟାମାନଙ୍କୁ ଏଠାକୁ ନଇେଆସ।'"
22
"ପରେ ଚାକରଟି ତାହାଙ୍କୁ କହିଲା, ମାଲିକ ତୁମ୍ଭେ ଯାହା କହିଲ, ମୁଁ ତ କଲି। ତଥାପି ଆଉ ଅଧିକ ଲୋକଙ୍କ ପାଇଁ ଜାଗା ବଳିଛି।'"
23
"ମାଲିକ ଚାକରକୁ କହିଲେ, 'ରାଜପଥ ଓ ଗ୍ରାମପଥକୁ ଚାଲିଯାଅ। ସଠାେରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଚା ହେଁ, ମାେ ଘର ପୁରାପୁରି ଭରିଯାଉ।'"
24
"ଯେଉଁମାନଙ୍କୁ ମୁଁ ପ୍ରଥମେ ନିମନ୍ତ୍ରଣ କରିଥିଲା, ସମାନଙ୍କେ ମଧ୍ଯରୁ ଜଣେ ହେଲେ ମଧ୍ଯ ମାେ ସହିତ ଆଉ କବେେ ହେଁ ଭୋଜି ଖାଇବେ ନାହିଁ।'"
25
"ବହୁତ ଲୋକ ଯୀଶୁଙ୍କ ସହିତ ଯାତ୍ରା କରୁଥିଲେ। ଯୀଶୁ ଲୋକମାନଙ୍କୁ କହିଲେ,"
26
"ଯଦି ଜଣେ ଲୋକ ମାେ ପାଖକୁ ଆ ସେ, କିନ୍ତୁ ଯଦି ମାେ ଅପେକ୍ଷା ତା ବାପାମାଆ, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତବେେ ସେ ଲୋକ ମାରେ ଶିଷ୍ଯ ହାଇେ ପାରିବ ନାହିଁ। ଜଣେ ଲୋକକୁ ତା' ନିଜ ଅପେକ୍ଷା ମାେତେ ଅଧିକ ଭଲ ପାଇବାକୁ ହବେ।"
27
"ଜଣେ ଲୋକ ମାେତେ ଅନୁସରଣ କଲା ବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧଇେ ଚାଲିବ ନାହିଁ, ତବେେ ସେ ଲୋକ ମାରେ ଶିଷ୍ଯ ହାଇେ ପାରିବନାହିଁ।"
28
"ତୁମ୍ଭମାନେେ ଯଦି ଗୋଟିଏ କୋଠଘର ତିଆରି କରିବାକୁ ଚାହୁଁଛ, ତବେେ ତୁମ୍ଭମାନେେ ପ୍ରଥ ସେ ବସି ସ୍ଥିର କରିବ ଯେ, ଏଥି ପାଇଁ କେତେ ଖର୍ଚ୍ଚ ହବେ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ ଯେ, କାମଟି ସଂମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖ ରେ ୟଥେଷ୍ଟ ଅର୍ଥ ଅଛି କି ନାହିଁ।"
29
"ତା' ନ ହେଲେ ତୁମ୍ଭମାନେେ ମୂଳଦୁଆ ପକଇେ ଦଇେ କାମ ଆରମ୍ଭ କରି ପାର, କିନ୍ତୁ ଶଷେ କରିପାରିବ ନାହିଁ, ତବେେ ଏହାକୁ ଦେଖିଥିବା ଲୋକେ ତୁମ୍ଭମାନଙ୍କୁ ଉପହାସ କରିବେ।"
30
"ସମାନେେ କହିବେ, 'ଏ ଲୋକଟା କୋଠା ଆରମ୍ଭ କରି ଦଲୋ, କିନ୍ତୁ ଶଷେ କରି ପାରିଲା ନାହିଁ।'"
31
"ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ୟୁଦ୍ଧ କରିବାକୁ ବାହାରନ୍ତି, ତବେେ ସେ ଆଗ ବସି ଯୋଜନା କରନ୍ତି। ଯଦି ସହେି ରାଜାଙ୍କର କବଳେ ଦଶ ହଜାର ସୈନ୍ଯ ଥାଆନ୍ତି, ତବେେ ସେ କୋଡିଏ ହଜାର ସୈନ୍ଯ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରିପାରିବେ ନାହିଁ।"
32
"ଯଦି ସେ ଅନ୍ୟ ରାଜାଙ୍କୁ ପରାସ୍ତ କରିବାକୁ ସକ୍ଷମ ହବେ ନାହିଁ, ତବେେ ବିରୋଧୀ ରାଜା ବହୁତ ଦୂର ରେ ଥିବା ବେଳେ ତାହାଙ୍କ ପାଖକୁ କିଛି ଲୋକ ପଠାଇ ସନ୍ଧି ପ୍ରସ୍ତାବ ଦବେେ।"
33
"ସହେିଭଳି ତୁମ୍ଭମାନେେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭମାନେେ ମାେତେ ଅନୁସରଣ କରିବାକୁ ଚାହିଁଲେ ତୁମ୍ଭମାନଙ୍କର ପ୍ରେତ୍ୟକକ ବିଷୟ ତ୍ଯାଗ କରିବ। ତୁମ୍ଭମାନେେ ଯଦି ତାହା କରି ନପାରିବ, ତବେେ ମାରେ ଶିଷ୍ଯ ହାଇେ ପାରିବନାହିଁ।"
34
"ଲୁଣ ଗୋଟିଏ ଭଳ ଜିନିଷ। ଲୁଣ ଯଦି ତାର ଲୁଣିଆ ସ୍ବାଦ ହରାଇ ବ ସେ, ତବେେ ତା'ର କୌଣସି ମୂଲ୍ଯ ନାହିଁ। ତୁମ୍ଭମାନେେ ପୁଣି ଥରେ ତାର ଲୁଣିଆ ସ୍ବାଦ ଫରୋଇ ଦଇେ ପାରିବନାହିଁ।"
35
"ଏ ହକେୁ ତୁମ୍ଭମାନେେ ଏପରିକି ମାଟି ପାଇଁ ବା ଖତସାର ପାଇଁ ମଧ୍ଯ ବ୍ଯବହାର କରି ପାରିବନାହିଁ। ଲୋକେ ତାକୁ ଫୋପାଡି ଦିଅନ୍ତି।"
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24