bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Luke 15
Luke 15
Odia - 1840
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 16 →
1
"ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନକେ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ।"
2
"ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, ଏହି ବ୍ଯକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ବାଗତ କରୁଛନ୍ତି ଓ ଏପରିକି ସମାନଙ୍କେ ସହିତ ଖାଉଛନ୍ତି।"
3
"ଯୀଶୁ ସମାନଙ୍କେୁ ଏହି ଦୃଷ୍ଟାନ୍ତ କହିଲେ:"
4
"ମନକରେ ତୁମ୍ଭମାନଙ୍କ ଭିତରୁ ଜଣକର ଶ ହଟେି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତବେେ ସେ ଅନେଶ୍ବତ ମେଣ୍ଢାଙ୍କୁ ଏକୁଟିଆ ଛାଡିଦଇେ ହଜି ଯାଇଥିବା ମେଣ୍ଢାଟିକୁ ଖାଜେିବା ପାଇଁ ବାହାରିପଡିବ ଓ ତାକୁ ପାଇବା ପର୍ୟ୍ଯନ୍ତ ସେ ଖାଜେିବାକୁ ଲାଗିବ।"
5
"ମେଣ୍ଢାଟି ପାଇଗଲେ ସେ ବହୁତ ଖୁସି ହବେ। ସେ ମେଣ୍ଢାଟିକୁ କାନ୍ଧ ରେ ବସାଇ ଘରକୁ ଆଣିବ।"
6
"ସେ ତା ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମାରହଜେି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ଯନ୍ତ ଆନନ୍ଦିତ। ଆସ, ମାେ ସହିତ ତୁମ୍ଭମାନେେ ଆନନ୍ଦ କର।"
7
"ସହେିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତବେେଳେ ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କରିଥାଏ, ସେତବେେଳେ ସ୍ବର୍ଗ ରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ଯକ ନାହିଁ, ଏପରି ଅନେଶ୍ବତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।"
8
"ମନକରେ ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତବେେ ସହେି ସ୍ତ୍ରୀଲୋକଟି ଆଲୁଅ ଲଗଇେ ଘର ସାରା ଭଲ କରି ଓଳଇେ ପକଇବେ ଓ ରୂପା ମୁଦ୍ରାଟି ନ ପାଇବା ପର୍ୟ୍ଯନ୍ତ ଚାରିଆଡେ ଖାଜେିବ।"
9
"ହଜି ଯାଇଥିବା ରୂପାମୁଦ୍ରାଟି ପାଇଗଲେ ସେ ତା' ବଂଧୁ ଓ ପଡ଼ୋଶୀମାନଙ୍କୁ ଡାକି କହିବ, 'ମୁଁ ବହୁତ ଆନନ୍ଦିତ। କାରଣ ମାରେ ହଜି ଯାଇଥିବା ରୂପା ମୁଦ୍ରାଟି ମିଳିଗଲା। ଆସ, ମାେ ସହିତ ଆନନ୍ଦ କର।'"
10
"ସହେିଭଳି ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କଲେ, ପରମେଶ୍ବରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।"
11
"ଯୀଶୁ କହିଲେ, ଜଣେ ଲୋକର ଦୁଇ ପୁଅ ଥିଲେ।"
12
"ଦିନେ ସାନ ପୁଅ ତା' ବାପାଙ୍କୁ କହିଲା, 'ବାପା, ତୁମ୍ଭେ ମତେ ତୁମ୍ଭର ସବୁ ସମ୍ପତ୍ତିରୁ ମାେ ଭାଗତକ ଦଇଦେିଅ।' ତେଣୁ ତା' ବାପା ତାହାଙ୍କର ସବୁ ସମ୍ପତ୍ତିକୁ ଦୁଇ ପୁଅଙ୍କ ମଧିଅରେ ବାଣ୍ଟି ଦେଲେ।"
13
"ଅଳ୍ପ ଦିନ ପରେ ସାନପୁଅ ତା' ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଚାଲିଗଲା। ସଠାେରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡଇେ ଦଲୋ।"
14
"ସବୁତକ ସାରି ଦଲୋ ପରେ, ସହେି ଦେଶ ରେ ଚାରିଆଡେ ଭୟଙ୍କର ଦୁର୍ଭିକ୍ଷ ପଡିଲା। ତାକୁ ଅଭାବ ଭିତ ରେ ଉପାସ ରେ ରହିବାକୁ ପଡିଲା। ତା'ର ଟଙ୍କା ଦରକାର ପଡିଲା।"
15
"ତେଣୁ ସେ ସହେି ଦେଶ ରେ ଗୋଟିଏ ଲୋକ ପାଖକୁ ମୂଲ ଲାଗିବାକୁ ଗଲା, ସେ ଲୋକଟି ତାହାକୁ ତା ପଡିଆ ରେ ଘୁଷୁରି ଚ ରଇବୋକୁ ପଠାଇଲା।"
16
"ତାହାକୁ ଏତେ ଭୋକ ଲାଗୁଥିଲା ଯେ ସେ ଘୁଷୁରିମାନେ ଖାଉଥିବା ଖାଦ୍ୟରୁ କିଛି ଖାଇବାକୁ ଇଚ୍ଛା କଲା କିନ୍ତୁ ତାହା ମଧ୍ଯ କହେି ତାହାକୁ ଦେଲନୋହିଁ।"
17
"ଏବେ ସେ ପୁଝି ପାରିଲା ଯେ, ସେ ବହୁତ ମୂର୍ଖାମୀ କରିଛି। ସେ ଭାବିଲା, 'ମାେ ବାପାଙ୍କର ମୂଲିଆମାନଙ୍କର କେତେ ଖାଦ୍ୟ ବଳୁଛି। ଆଉ ମୁଁ ଏଠା ରେ ଭୋକରେ ମରୁଛି।"
18
"ମୁଁ ଏ ସ୍ଥାନ ଛାଡି ମାେ ବାପାଙ୍କ ପାଖକୁ ଫରେିୟିବି।' ମୁଁ ତାହାଙ୍କୁ କହିବି, 'ବାପା, ମୁଁ ପରମେଶ୍ବରଙ୍କ ବିରୁଦ୍ଧ ରେ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଛି।"
19
"ମୁଁ ତୁମ୍ଭର ପୁଅ ହବୋର ୟୋଗ୍ଯ ନୁହେଁ। କିନ୍ତୁ ତୁମ୍ଭେ ମାେତେ ଦୟାକରି ତୁମ୍ଭର ଅନ୍ୟ ମୂଲିଆମାନଙ୍କ ଭଳି ରଖ।'"
20
"ତେଣୁ ସେ ସ୍ଥାନ ଛାଡି ତା' ବାପାଙ୍କ ପାଖକୁ ବାହାରିଲା।"
21
"ପୁଅ କହିଲା, 'ବାପା, ମୁଁ ପରମେଶ୍ବରଙ୍କ ବିରୁଦ୍ଧ ରେ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଛି। ମୁଁ ତୁମ୍ଭର ପୁଅ ହବୋକୁ ଯୋଗ୍ଯ ନୁହେଁ।'"
22
"କିନ୍ତୁ ବାପା ତାହାଙ୍କ ଚାକରମାନଙ୍କୁ ଡାକି କହିଲେ, ଶୀଘ୍ର ଯାଅ, ତା' ପାଇଁ ସବୁଠାରୁ ଭଲ ପୋଷାକପତ୍ର ଆଣ। ତା' ଆଙ୍ଗୁଠି ରେ ମୁଦିଟିଏ ପିନ୍ଧାଇ ଦିଅ। ପାଦ ରେ ଭଲ ଜୋତା ପିନ୍ଧାଇ ଦିଅ।"
23
"ଆମ୍ଭର ସବୁଠାରୁ ମାଟେ ବାଛୁରୀଟିକୁ ଆଣ। ଆମ୍ଭେ ତାହାକୁ ମାରିବା। ଆମ୍ଭର ଖାଇବା ପାଇଁ ତାହା ପ୍ରଚୁର ହବେ। ଆମ୍ଭମାନେେ ଗୋଟିଏ ଭୋଜି କରିବା।"
24
"ମାରେ ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।' ତେଣୁ ସମାନେେ ଭୋଜିର ଆଯୋଜନ କଲେ।"
25
"ଏହି ସମୟରେ ଲୋକଟିର ବଡ ପୁଅ କ୍ଷତେ ରେ ଥିଲା। ଫରେିଲା ବେଳେ, ଘର ପାଖାପାଖି ପହଞ୍ଚିବା ବଳକେୁ ସେ ନାଚଗୀତର ଶବ୍ଦ ଶୁଣିଲା।"
26
"ତେଣୁ ସେ ଜଣେ ଚାକରକୁ ଡାକି ପଚାରିଲା, 'ଏ ସବୁ କ'ଣ ଚାଲିଛି?'"
27
"ଚାକରଟି କହିଲା, 'ତୁମ୍ଭ ଭାଇ ଫରେି ଆସିଛି। ତୁମ୍ଭ ବାପା ଭୋଜି ପାଇଁ ମାଟୋ ବାଛୁରୀଟି ମାରିଛନ୍ତି। ତୁମ୍ଭ ଭାଇ କୁଶଳ ରେ ଫରେି ଆସିଥିବାରୁ ତୁମ୍ଭ ବାପା ବହୁତ ଖୁସି ହେଉଛନ୍ତି।'"
28
"ଏହା ଶୁଣି ବଡ ପୁଅ ଭୀଷଣ ରାଗିଗଲା। ସେ ଭିତ ରେ ପ୍ରବେଶ କରିବା ପାଇଁ ଇଚ୍ଛା କଲାନାହିଁ। ତେଣୁ ତା' ବାପା ବଡ ପୁଅକୁ ଭିତରକୁ ଡାକିବା ପାଇଁ ବାହାରି ଆସିଲେ।"
29
"ବଡ ପୁଅ ବାପାଙ୍କୁ କହିଲା, 'ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସବୋ କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମାେ ପାଇଁ ଛଳେିଟିଏ ମଧ୍ଯ କବେେ ମାରିନାହଁ। ତୁମ୍ଭେ ମାେ ପାଇଁ ଓ ମାେ ବନ୍ଧୁମାନଙ୍କ ପାଇଁ କବେେ ହେଲେ ଭୋଜିଟିଏ ଦଇନୋହଁ।"
30
"କିନ୍ତୁ ତୁମ୍ଭର ଏହି ପୁଅଟି ତୁମ୍ଭର ସବୁତକ ସମ୍ପତ୍ତି ବେଶ୍ଯାମାନଙ୍କ ପାଇଁ ନଷ୍ଟ କରି ଦଇେଛି। ତା' ପରେ ସେ ଘରକୁ ଫରେି ଆସିଲା। ଆଉ ତା' ପାଇଁ ତୁମ୍ଭେ ମାଟୋ ବାଛୁରୀଟିକୁ ମାରିଲ!'"
31
"କିନ୍ତୁ ବାପା ତାକୁ କହିଲେ, 'ପୁଅ, ତୁ ସବୁବେଳେ ମାେ ପାଖ ରେ ଅଛୁ। ମାରେ ଯାହା କିଛି ଅଛି, ସେ ସବୁ ତୋର।"
32
"କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସି ହବୋ ଓ ଭୋଜି କରିବା ଉଚିତ।'"
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24