bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Luke 9
Luke 9
Odia - 1840
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
1
"ଯୀଶୁ ବାରଜଣ ପ୍ ରରେିତଙ୍କୁ ଏକାଠି ଡାକିଲେ। ସେ ସମାନଙ୍କେୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ ରରେିତମାନଙ୍କୁ ରୋଗ ଭଲ କରିଦବୋ ପାଇଁ ମଧ୍ଯ ଶକ୍ତି ଦେଲେ।"
2
"ତା'ପରେ ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।"
3
"ସେ ସମାନଙ୍କେୁ କହିଲେ, ଯାତ୍ରା ସମୟରେ ସାଙ୍ଗ ରେ କୌଣସି ପଦାର୍ଥ ନବେ ନାହିଁ। ଠେଙ୍ଗା, ଝୁଲା, ଖାଦ୍ୟ, ଟଙ୍କା ପଇସା କିମ୍ବା ଅଧିକ ଲୁଗାପଟା କିଛି ହେଲେ ନବେ ନାହିଁ। କବଳେ ପାନ୍ଧିଥିବା ଲୁଗା ଛଡା ଅନ୍ୟ କିଛି ନବେ ନାହିଁ।"
4
"ତୁମ୍ଭମାନେେ ଯେଉଁ ଘରକୁ ୟିବ, ସେ ସ୍ଥାନ ଛାଡିବା ସମୟ ନ ହବୋ ପର୍ୟ୍ଯନ୍ତ ସହେିଠା ରେ ରହିବ।"
5
"ଯଦି ନଗରର ଲୋକେ ତୁମ୍ଭମାନଙ୍କୁ ସ୍ବାଗତ ନକରନ୍ତି, ତବେେ ନଗର ଛାଡି ବାହାରକୁ ଚାଲିୟିବ ଓ ତୁମ୍ଭମାନଙ୍କ ପାଦର ଧୂଳିତକ ମଧ୍ଯ ସଠାେରେ ଝାଡିଦବେ। ତବେେ ଏହା ସମାନଙ୍କେ ପାଇଁ ଚତାବେନୀ ହବେ।"
6
"ପ୍ ରରେିତମାନେ ବାହାରିଗଲେ। ସମାନେେ ସମସ୍ତେ ନଗର ଦଇେ ଯାତ୍ରା କଲେ। ସମାନେେ ସୁସମାଚାର ଶୁଣାଇଲେ ଓ ସବୁ ଜାଗା ରେ ଲୋକମାନଙ୍କୁ ସୁସ୍ଥ କଲେ।"
7
"ଇତି ମଧିଅରେ ସାମନ୍ତ ରାଜା ହରେୋଦ ଏହି ଘଟଣାଗୁଡିକ ବିଷୟ ରେ ଶୁଣି ଗଭୀର ଚିନ୍ତା ରେ ପଡିଗଲେ। କାରଣ କେତକେ ଲୋକ କହୁଥିଲେ, ବାପ୍ତିଜକ ଯୋହନ ପୁଣି ମୃତ୍ଯୁରୁ ବଞ୍ଚି ଉଠିଛନ୍ତି।"
8
"ଆଉ କେତକେ କହୁଥିଲେ, ଏଲିୟ ଆମ୍ଭ ପାଖ ରେ ପ୍ରକଟିତ ହାଇେଛନ୍ତି। ଅନ୍ୟମାନେ ମଧ୍ଯ କହୁଥିଲେ, ଆଗ କାଳର କୌଣସି ଭବିଷ୍ଯଦ୍ବକ୍ତା ଜୀବନ ରେ ଉଠିଛନ୍ତି।"
9
"କିନ୍ତୁ େ ହରୋଦ କହିଲେ, ମୁଁ ଯୋହନଙ୍କ ମୁଣ୍ଡକାଟ କରିଛି। ତବେେ ଏ କିଏ, ଯାହାଙ୍କ ବିଷୟ ରେ ମୁଁ ଏଭଳି କଥା ଶୁଣୁଛି? ତେଣୁ ହରେୋଦ ଯୀଶୁଙ୍କୁ ଦେଖିବା ପାଇଁ ଚେଷ୍ଟା କଲେ।"
10
"ରରେିତମାନେ ଫରେିଆସି ସମାନେେ ଯାତ୍ରା କରିବା ସମୟରେ ଯାହା ସବୁ କରିଥିଲେ, ସେ ବିଷୟ ରେ ଯୀଶୁଙ୍କ ଆଗ ରେ ବର୍ଣ୍ଣନା କଲେ। ତା'ପରେ ଯୀଶୁ ପ୍ ରରେିତମାନଙ୍କୁ ସାଙ୍ଗ ରେ ନଇେ ସଠାରୁେ ବେଥ୍ସାଇଦା ନାମକ ନଗରକୁ ଅନ୍ୟମାନଙ୍କଠାରୁ ଅଲଗା ରହିବା ପାଇଁ ଚାଲିଗଲେ।"
11
"କିନ୍ତୁ ଯୀଶୁ କେଉଁଠାକୁ ଗଲେ ଏହା ଲୋକମାନେ ଜାଣି ପାରିଲେ। ସମାନେେ ତାହାଙ୍କର ଅନୁସରଣ କଲେ। ଯୀଶୁ ସମାନଙ୍କେୁ ସ୍ବାଗତ କଲେ ଏବଂ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ଶିକ୍ଷା ଦେଲେ। ସେ ରୋଗୀମାନଙ୍କୁ ସୁସ୍ଥ କଲେ।"
12
"ଅପରାହ୍ନର ବିଳମ୍ବିତ ପ୍ରହର ରେ ବାରଜଣ ଯାକ ପ୍ ରରେିତ ଯୀଶୁଙ୍କ ପାଖକୁ ଆସି କହିଲେ, ଏ ସ୍ଥାନଟି ନିର୍ଜ୍ଜନ ଅଟେ। ଆପଣ ଲୋକମାନଙ୍କୁ ବିଦାୟ କରିଦିଅନ୍ତୁ। ସମାନେେ ଆଖପାଖ ଗାଁ ଓ କ୍ଷେତ୍ରକୁ ଯାଇ ବସା ଓ ଖାଦ୍ୟର ବ୍ଯବସ୍ଥା କରନ୍ତୁ।"
13
"କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏମାନଙ୍କୁ କିଛି ଖାଇବାକୁ ଦିଅ।"
14
"ସଠାେରେ କବଳେ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ।"
15
"ସମାନେେ ତାହା କଲେ ଓ ସବୁ ଲୋକଙ୍କୁ ବସାଇ ଦେଲେ।"
16
"ତା'ପରେ ଯୀଶୁ ପାଞ୍ଚଟି ରୋଟୀ ଓ ଦୁଇଟି ମାଛ ନେଲେ। ସେ ସ୍ବର୍ଗ ଆଡକୁ ଚାହିଁ ଖାଦ୍ୟପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ସେ ଖାଦ୍ୟତକ ଖଣ୍ଡ ଖଣ୍ଡ କରି ତାହାଙ୍କ ଶିଷ୍ଯମାନଙ୍କୁ ଲୋକଙ୍କ ଭିତ ରେ ପରଶି ଦବୋକୁ ଦେଲେ।"
17
"ସବୁ ଲୋକ ଖାଇଲେ ଓ ତୃପ୍ତ ହାଇଗେଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ଯମାନେ ବାରଟି ଟୋକଇେ ରେ ଭର୍ତ୍ତିକଲେ।"
18
"ଥରେ ଯୀଶୁ ଏକୁଟିଆ ପ୍ରାର୍ଥନା କରୁଥିଲେ। ତାହାଙ୍କ ଶିଷ୍ଯମାନେ ଏକାଠି ମିଳି ସହେିସ୍ଥାନକୁ ଆସିଲେ। ଯୀଶୁ ସମାନଙ୍କେୁ ପଚାରିଲେ, ମୁଁ କିଏ ବୋଲି ଲୋକେ କ'ଣ ସବୁ କହୁଛନ୍ତି?"
19
"ସମାନେେ ଉତ୍ତର ଦେଲେ, କେତକେ କହୁଛନ୍ତି ଯେ ଆପଣ ବାପ୍ତିଜକ ଯୋହନ। କେତକେ କହୁଛନ୍ତି ଯେ ଆପଣ ଏଲିୟ। ଏବଂ ଅନ୍ୟ କେତକେ କହୁଛନ୍ତି ଯେ ଆପଣ କାଳ ପୂର୍ବେ ଥିବା ଭବିଷ୍ଯଦ୍ବକ୍ତାମାନଙ୍କ ମଧ୍ଯରୁ ପୁନର୍ବାର ବଞ୍ଚି ଉଠିଥିବା କୌଣସି ଏକ ଭବିଷ୍ଯଦ୍ବକ୍ତା।"
20
"ଯୀଶୁ ସମାନଙ୍କେୁ କହିଲେ, ମୁଁ କିଏ ବୋଲି ତୁମ୍ଭମାନେେ କ'ଣ କହୁଛ?"
21
"କିନ୍ତୁ ଯୀଶୁ ଏ ବିଷୟ ରେ କାହାକୁ ନକହିବା ପାଇଁ ଚତାବେନୀ ଦଇେ ସମାନଙ୍କେୁ କହିଲେ,"
22
"ଏ କଥା ସତ୍ଯ ଯେ ମନୁଷ୍ଯପୁତ୍ର ଅନକେ ଯାତନା ନିଶ୍ଚୟ ଭୋଗ କରିବେ। ପ୍ରାଚୀନ ଯିହୂଦୀ ନେତା, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କୁ ଅସ୍ବୀକାର କରିବେ। ମନୁଷ୍ଯ ପୁତ୍ରଙ୍କୁ ମାରି ଦବେେ। କିନ୍ତୁ ତିନିଦିନ ପରେ ସେ ପୁଣି ମୃତ୍ଯୁରୁ ପୁନରୁଥିତ ହବେେ।"
23
"ଯୀଶୁ ପୁଣି ସମାନଙ୍କେୁ କହିବାକୁ ଲାଗିଲେ, ଯଦି କହେି ମାରେଅନୁସରଣ କରିବାକୁ ଚାହୁଁଥାଏ, ତବେେ ତାହାକୁ ନିଜର ସମସ୍ତ କାମନା ତ୍ଯାଗ କରିବାକୁ ପଡିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କୃଶକୁ ଗ୍ରହଣ କରିବାକୁ ହବେ, ଏବଂ ସେ ମାରେ ଅନୁସରଣ କରିବ।"
24
"ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଚାହିଁବ, ସେ ତାହା ହରାଇ ବସିବ। ଏବଂ ଯେଉଁ ଲୋକ ମାେ ପାଇଁ ତାହାର ଜୀବନ ଦବେ, ସେ ତାହାକୁ ରକ୍ଷା କରିବ।"
25
"ଯଦି ଜଣେ ସାରା ସଂସାର ପାଇ ଶଷେ ରେ ମରିଯାଏ ବା ହଜିଯାଏ, ତାହା ହେଲେ ଲାଭ କ'ଣ?"
26
"ଯଦି କୌଣସି ଲୋକ ମାେ ପାଇଁ ବା ମାେ ଉପଦେଶ ପାଇଁ ଲଜ୍ଜିତ ହାଇେଥାଏ, ତବେେ ମୁଁ ମଧ୍ଯ ତା ପାଇଁ ଲଜ୍ଜିତ ହବେି। ଯେତବେେଳେ ମନୁଷ୍ଯ ପୁତ୍ର ନିଜ ମହିମା, ପରମପିତାଙ୍କ ମହିମା ଓ ପବିତ୍ର ସ୍ବର୍ଗଦୂତଙ୍କ ମହିମା ସହିତ ଆଗମନ କରିବେ, ସେତବେେଳେ ସେ ତା ପାଇଁ ଲଜ୍ଜିତ ହବେେ।"
27
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ ତୁମ୍ଭମାନଙ୍କ ଭିତରୁ ଏଠା ରେ ଠିଆ ହାଇେଥିବା କେତକେ ଲୋକ ମୃତ୍ଯୁ ପୂର୍ବରୁ ପରମେଶ୍ବରଙ୍କ ରାଜ୍ଯ ଦେଖିବେ।"
28
"ଏକଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗ ରେ ନଇେ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ।"
29
"ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେ ହରୋ ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହାଇଗେଲା।"
30
"ତା'ପରେ ସଠାେରେ ଦୁଇ ଜଣ ପୁରୁଷ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ। ସମାନେେ ମାଶାେ ଓ ଏଲିୟ ଥିଲେ।"
31
"ସମାନଙ୍କେ ଚେ ହରୋ ମଧ୍ଯ ଝଲକୁ ଥିଲା। ସମାନେେ ଯୀଶୁଙ୍କ ସହିତ ୟିରୂଶାଲମ ରେ ଘଟିବାକୁ ଥିବା ତାହାଙ୍କ ମୃତ୍ଯୁ ବିଷୟ ରେ କଥାବାର୍ତ୍ତା ହେଉଥିଲେ।"
32
"ସେତବେେଳେ ପିତର ଓ ଅନ୍ୟମାନେ ଶାଇେ ପଡିଥିଲେ। କିନ୍ତୁ ସମାନେେ ଉଠି ପଡିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହାଇେଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ଯ ସମାନେେ ଦେଖିଲେ:"
33
"ମାଶାେ ଓ ଏଲିୟ ୟିବାକୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିଲେ, ଗୁରୁ, ଭଲ ହେଲା ଯେ ଆମ୍ଭମାନେେ ଏଠା ରେ ଅଛୁ। ଆମ୍ଭମାନେେ ଏଠା ରେ ତିନୋଟି ତମ୍ବୁ ଟାଣି ଦବେୁ। ଗୋଟିଏ ତୁମ୍ଭ ପାଇଁ ଆଉ ଗୋଟିଏ ମାଶାଙ୍କେ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ। ପିତର ଜାଣି ପାରୁ ନଥିଲେ ଯେ, ସେ କ'ଣ କହୁଛନ୍ତି।"
34
"ପିତର ଏହି ସବୁ କଥା କହିବା ସମୟରେ ଖଣ୍ଡେ ମେଘ ଉଠି ଆସିଲା ସମସ୍ତଙ୍କୁ ଘୋଡାଇ ପକଇେଲା। ମେଘ ସମାନଙ୍କେୁ ଘୋଡାଇ ପକାଇବାରୁ ପିତର, ଯାକୁବ ଓ ଯୋହନ ଡରିଗଲେ।"
35
"ସେତବେେଳେ ମେଘ ଭିତରୁ ଆକାଶବାଣୀ ହେଲା, ଏ ମାରେ ପୁତ୍ର। ଏହାଙ୍କୁ ମୁଁ ବାଛିଅଛି। ତାହାଙ୍କ କଥାର ବାଧ୍ଯ ହୁଅ।"
36
"ଆକାଶବାଣୀ ହାଇେ ସାରିବା ପରେ ସଠାେରେ କବଳେ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟ ରେ ନୀରବ ରହିଲେ। ସମାନେେ ଯାହା କିଛି ଦେଖିଥିଲେ, ସେ ବିଷୟ ରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ।"
37
"ତା' ପରଦିନ ଯୀଶୁ, ପିତର, ଯୋହନ ଓ ଯାକୁବ ପର୍ବତ ଉପରୁ ତଳକୁ ଓହ୍ଲାଇ ଆସିଲେ। ବହୁସଂଖ୍ଯା ରେ ଲୋକେ ଆସି ଯୀଶୁଙ୍କୁ ଭଟେିଲେ।"
38
"ଭିଡ ଭିତରୁ ଜଣେ ଲୋକ ପାଟି କରି ଉଠିଲା, ଗୁରୁ, ଦୟାକରି ଆସି ମାେ ପୁଅକୁ ଦେଖନ୍ତୁ।"
39
"ସେ ମାରେ ଏକମାତ୍ର ସନ୍ତାନ। ଶୟତାନଠାରୁ ଗୋଟିଏ ଭୂତ ଆସି ତାକୁ କବଳିତ କରି ନେଉଛି ଏବଂ ତା'ପରେ ପୁଅ ଚିତ୍କାର କରି ଉଠୁଛି। ସେ ତା' ନିଜର ନିୟନ୍ତ୍ରଣ ହ ରଇେ ବସୁଛି। ତା ମୁହଁରୁ ଫଣେ ବାହାରି ପଡୁଛି। ସେ ଭୂତ ତାକୁ ବାରମ୍ବାର ୟନ୍ତ୍ରଣା ଦେଉଛି ଓ ପ୍ରାୟ ତାକୁ ଛାଡି ଯାଉନାହିଁ।"
40
"ମୁଁ ଆପଣଙ୍କ ଶିଷ୍ଯମାନଙ୍କୁ ମାେ ପୁଅ ଦହରେୁ ଭୂତକୁ ଛଡଇେ ଦବୋକୁ ଅନୁରୋଧ କଲି, କିନ୍ତୁ ସମାନେେ ପାରିଲେ ନାହିଁ।"
41
"ତା'ପରେ ଯୀଶୁ କହିଲେ, ତୁମ୍ଭମାନେେ ବିଶ୍ବାସ ବିହିନ ଜୀବନ ଯାପନ କରୁଛ ଓ କୁପଥଗାମୀ ହେଉଛ। ଆଉ କେତେ ଦିନ ପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କ ସହିତ ରହିଥିବି? ତା'ପରେ ଯୀଶୁ ଲୋକଟିକୁ କହିଲେ, ତୁମ୍ଭ ପୁଅକୁ ଏଠାକୁ ଆଣ।"
42
"ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଚାଡି ଦଲୋ। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠାେର ଧମକ ଦେଲେ। ଏହାପରେ ପିଲାଟି ସୁସ୍ଥ ହାଇଗେଲା। ଯୀଶୁ ତାହାକୁ ତା' ବାପା ପାଖ ରେ ସମର୍ପି ଦେଲେ।"
43
"ସମସ୍ତ ଲୋକ ପରମେଶ୍ବରଙ୍କ ମହାନ ଶକ୍ତି ଦେଖି ଆଶ୍ଚର୍ୟ୍ଯ ହାଇଗେଲେ।"
44
"ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ଯପୁତ୍ରଙ୍କୁ କେତଜେଣ ମନୁଷ୍ଯମାନଙ୍କ ହାତ ରେ ଧ ରଇେ ଦବେେ।"
45
"କିନ୍ତୁ ଶିଷ୍ଯମାନେ ଯୀଶୁଙ୍କ ଏ କଥାର କିଛି ଅର୍ଥ ବୁଝି ପାରିଲେ ନାହିଁ। ଏହାର ଅର୍ଥ ସମାନଙ୍କେ ପ୍ରତି ଲୁକାଯିତ ଥିଲା। ତେଣୁ ସମାନେେ କିଛି ଏହାକୁ ବୁଝି ପାରିଲେ ନାହିଁ କିନ୍ତୁ ସମାନେେ ଯୀଶୁଙ୍କୁ ଏ ବିଷୟ ରେ ପଚାରିବାକୁ ସାହସ କଲେ ନାହିଁ।"
46
"ଥରେ ଯୀଶୁଙ୍କ ଶିଷ୍ଯମାନଙ୍କ ମଧିଅରେ ୟୁକ୍ତିତର୍କ ହେଲା ଯେ, ସମାନଙ୍କେ ଭିତ ରେ ସବୁଠାରୁ ଶ୍ ରେଷ୍ଠ କିଏ?"
47
"ଯୀଶୁ ସମାନଙ୍କେର ମନଭାବ ଜାଣିଗଲେ। ତେଣୁ ସେ ଗୋଟିଏ େଛାଟ ପିଲାକୁ ନିଜ ପାଖ ରେ ଠିଆ କରାଇଲେ।"
48
"ସେ ଶିଷ୍ଯମାନଙ୍କୁ କହିଲେ, ଯଦି କୌଣସି ଲୋକ ଏହିଭଳି େଛାଟ ପିଲାକୁ ମାେ ନାମ ରେ ଗ୍ରହଣ କରେ, ତାହାହେଲେ ସେ ମାେତେ ଗ୍ରହଣ କରେ। ଆଉ ଯେଉଁ ଲୋକ ମାେତେ ଗ୍ରହଣ କରେ, ସେ ମାେତେ ପଠାଇଥିବା ପରମେଶ୍ବରଙ୍କୁ ଗ୍ରହଣ କରେ। ଏଣୁ ତୁମ୍ଭମାନଙ୍କ ମଧିଅରେ ଯେଉଁଲୋକ ସବୁଠାରୁ ନମ୍ର, ସେ ହେଉଛି ସବୁଠାରୁ ଶ୍ ରେଷ୍ଠ।"
49
"ଯୋହନ କହିଲେ, ଗୁରୁ, ଆମ୍ଭମାନେେ ଜଣେ ଲୋକକୁ ଆପଣଙ୍କ ନାମ ନଇେ ଭୂତମାନଙ୍କୁ ଲୋକଙ୍କ ଦହରେୁ ତଡି ଦେଉଥିବାର ଦେଖିଲୁ। ଆମ୍ଭମାନେେ ତାହାକୁ ଏସବୁ ବନ୍ଦ କରିବାକୁ କହିଲୁ। କାରଣ ସେ ଆମ୍ଭ ଶିଷ୍ଯମାନଙ୍କ ଗୋଷ୍ଠୀର ଲୋକ ନୁହେଁ।"
50
"ଯୀଶୁ ଯୋହନଙ୍କୁ ଉତ୍ତର ଦେଲେ, ତାକୁ ମନା କରନାହିଁ। କାରଣ ଯେଉଁ ଲୋକ ତୁମ୍ଭ ବିପକ୍ଷ ରେ ନାହାଁନ୍ତି, ସହେିଁ ତୁମ୍ଭ ସପକ୍ଷର ଲୋକ।"
51
"ଯୀଶୁ ଜଗତ ଛାଡି ସ୍ବର୍ଗକୁ ଫରେିୟିବାର ସମୟ ପାଖଇେ ଆସୁଥିଲା। ଯୀଶୁ ୟିରୂଶାଲମ ୟିବାକୁ ସ୍ଥିର କଲେ।"
52
"ସେ ତାହାଙ୍କ ଆଗରୁ କେତକେ ଲୋକଙ୍କୁ ପଠାଇଲେ। ସମାନେେ ୟିଶୁଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବା ପାଇଁ ଶମିରୋଣର ଏକ ନଗର ରେ ପହନ୍ଚିଲେ।"
53
"କିନ୍ତୁ ୟିଶୁ ୟିରୂଶାଲମକୁ ଯାଉଥିବାର ଦେଖି ସଠାେକାର ଲୋକ ତାହାଙ୍କୁ ସ୍ବାଗତ କଲେ ନାହିଁ।"
54
"ଯୀଶୁଙ୍କ ଶିଷ୍ଯ ଯାକୁବ ଓ ଯୋହନ ଏହା ଦେଖିଲେ। ସମାନେେ କହିଲେ, ପ୍ରଭୁ ସ୍ବର୍ଗରୁ ଅଗ୍ନି ବର୍ଷା କରି ସମାନଙ୍କେୁ ଧ୍ବଂସ କରିଦବୋପାଇଁ ଆମ୍ଭେ ଆଦେଶ ଦବେୁ ବୋଲି କ'ଣ ଆପଣ ଚାହୁଁଛନ୍ତି?"
55
"କିନ୍ତୁ ଯୀଶୁ ସମାନଙ୍କେ ଆଡକୁ ବୁଲି ପଡି ସମାନଙ୍କେୁ ଭର୍ତ୍ସନା କଲେ।"
56
"ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଅନ୍ୟ ଗାଁକୁ ଚାଲିଗଲେ।"
57
"ସମାନେେ ରାସ୍ତା ରେ ଆଗଇେ ଯାଉଥିଲେ। ଜଣେ ଲୋକ ଯୀଶୁଙ୍କୁ କହିଲା, ଆପଣ ଯେଉଁ ଆଡେଯିବେ, ମୁଁ ଆପଣଙ୍କ ପେଛପେଛ ୟିବି।"
58
"ଯୀଶୁ ତାହାକୁ କହିଲେ, କୋକିଶିଆଳିର ରହିବାପାଇଁ ଗାତ ଅଛି। ଆକାଶର ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ଯ ପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାକୁ ଟିକିଏ ହେଲେ ସ୍ଥାନ ନାହିଁ।"
59
"ତା'ପରେ ଯୀଶୁ ଆଉ ଜଣକୁ କହିଲେ, ମାରେ ଅନୁସରଣ କର।"
60
"କିନ୍ତୁ ଯୀଶୁ ତାହାକୁ କହିଲେ, ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦବେେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ପ୍ରଚାର କର।"
61
"ଆଉ ଜଣେ ଲୋକ କହିଲା, ପ୍ରଭୁ ମୁଁ ଆପଣଙ୍କ ଅନୁସରଣ କରିବି। କିନ୍ତୁ ପ୍ରଥମେ ମାେତେ ମାେ ପରିବାର ଲୋକଙ୍କଠାରୁ ବିଦାୟ ନବୋକୁ ଅନୁମତି ଦିଅନ୍ତୁ।"
62
"କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ଯେଉଁ ଲୋକ ଲଙ୍ଗଳ ଉପରେ ହାତ ଦଇେ ପଛକୁ ଚା ହେଁ, ସେ ପରମେଶ୍ବରଙ୍କ ରାଜ୍ଯ ପ୍ଇଁ ଯୋଗ୍ଯ ନୁହେଁ।"
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24