bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Matthew 13
Matthew 13
Odia - 1840
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 14 →
1
"ସହେି ଦିନ ଯୀଶୁ ସହେି ଘରୁ ବାହାରି ଚାଲିଗଲେ ଓ ହ୍ରଦ କୂଳ ରେ ଯାଇ ବସିଲେ।"
2
"ତାହାଙ୍କ ଚାରିପଟେ ବହୁତ ଲୋକ ଜମା ହାଇଗେଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସଠାେରେ ଯାଇ ବସିଲେ। ସବୁ ଲୋକ କୂଳ ରେ ରହିଲେ।"
3
"ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ଯମ ରେ ଅନକେ ଉପଦେଶ ଦେଲେ। ଯୀଶୁ କହିଲେ, ଗୋଟିଏ କୃଷକ ତା କ୍ଷତେ ରେ ବୀଜ ବୁଣିବାକୁ ଗଲା।"
4
"ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ ରେ ପଡିଗଲା। ଚଢଇମାନେେ ଆସି ସେ ସବୁତକ ଖାଇ ଦେଲେ।"
5
"ଆଉ କିଛି ବୀଜ ପଥିରିଆ ଜାଗା ରେ ପଡିଗଲା। ସଠାେରେ ୟଥେଷ୍ଟ ମାଟି ନଥିଲା। ମାଟି ଗଭୀରିଆ ନଥିବାରୁ ବୀଜରୁ ଖୁବ୍ ଶୀଘ୍ର ଗଜା ବାହାରି ପଡିଲା।"
6
"କିନ୍ତୁ ଯେତବେେଳେ ସୂର୍ୟ୍ଯ ଉପରକୁ ଉଠିଲା, ସେତବେେଳେ ଗଛ ଝାଉଁଳି ପଡିଲା। ତା'ର ଚରେ ଗଭୀରକୁ ଯାଇ ପାରିନଥିବାରୁ ଗଛଟି ଶୁଖି ମରିଗଲା।"
7
"ଆଉ କିଛି ବୀଜ କଣ୍ଟା ବୁଦା ରେ ପଡିଗଲା। କଣ୍ଟାବୁଦା ବଢି ୟିବାରୁ ଗ୍ଭରା ଗଛକୁ ଚାପି ଦଲୋ।"
8
"ଆଉ କିଛି ବୀଜ ଭଲ ମାଟି ଉପରେ ପଡିଲା ଓ ତାହା ବଢି ସେଥି ରେ ଫଳ ଫଳିଲା। କେତକେ ଗଛ ରେ ଶ ହଗେୁଣ, କେତକରେେ ଷାଠିଏ ଗୁଣ ଓ ଆଉ କେତକରେେ ତିରିଶ ଗୁଣ ଅଧିକ ଫଳିଲା।"
9
"ତୁମ୍ଭର ଯଦି କାନ ଅଛି, ତବେେ ଶୁଣ।"
10
"ଶଷ୍ଯମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତୁମ୍ଭେ ସମାନଙ୍କେୁ ଦୃଷ୍ଟାନ୍ତ ମାଧ୍ଯମ ରେ କାହିଁକି ଶିକ୍ଷା ଦେଉଛ?"
11
"ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।"
12
"ଯାହା ପାଖ ରେ କିଛି ହେଲେ ବୁଝିବା ଶକ୍ତି ଅଛି, ତାକୁ ଆହୁରି ଅଧିକ ଦିଆୟିବ ଏବଂ ସେ ଆବଶ୍ଯକତାଠାରୁ ଅଧିକ ପାଇବ। କିନ୍ତୁ ଯାହା ପାଖ ରେ ବିଶଷେ ବୁଝିବା-ଶକ୍ତି ନାହିଁ, ସେ ତା'ପାଖ ରେ ଥିବା ସହେି ଟିକେ ବୁଝିବାଶକ୍ତି ମଧ୍ଯ ହ ରଇେ ବସିବ।"
13
"ସଇେଥିପାଇଁ ମୁଁ ସମାନଙ୍କେୁ କାହାଣୀ ମାଧ୍ଯମ ରେ ଉପଦେଶ ଦେଉଛି। କାରଣ ସମାନେେ ଚେଷ୍ଟା କଲେ ମଧ୍ଯ ପ୍ରକୃତ ରେ କିଛି ବୁଝିପାରନ୍ତି ନାହିଁ।"
14
"ଭବିଷ୍ଯଦ୍ବକ୍ତା ୟିଶାଇୟ ସମାନଙ୍କେ ବିଷୟ ରେ ଯାହା କହିଥିଲେ, ତାହା ସତ୍ଯ ବୋଲି ସହେିମାନେ ପ୍ରମାଣିତ କରି ଦେଉଛନ୍ତି। ୟିଶାଇୟ କହିଥିଲେ, 'ତୁମ୍ଭମାନେେ ଶୁଣୁଥିବ, କିନ୍ତୁ ବୁଝି ପାରିବ ନାହିଁ। ତୁମ୍ଭମାନେେ ଦେଖୁଥିବ କିନ୍ତୁ କିଛି ଜାଣିପାରିବ ନାହିଁ।"
15
"କାରଣ ସମାନଙ୍କେର (ଲୋକମାନଙ୍କର) ହୃଦୟ କଠାେର ହାଇେ ଯାଇଛି। ସମାନଙ୍କେର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ଯକୁ ଦେଖିବା ପାଇଁ ମନା କରି ଦଇେଛନ୍ତି। ଫଳ ରେ ସମାନେେ ତାହାଙ୍କ ଆଖି ରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନ ରେ କିଛି ଶୁଣି ପାରିବେ ନାହିଁ। କିମ୍ବା ହୃଦୟ ରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହବୋ ପାଇଁ ସମାନେେ ମାେ ପାଖକୁ ଆସିବେ ନାହିଁ।'ୟିଶାଇୟ 6:9-10"
16
"କିନ୍ତୁ ତୁମ୍ଭେ ଧନ୍ଯ, କାରଣ ତୁମ୍ଭେ ଯାହା ଆଖି ରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନ ରେ ଶୁଣୁଛ, ତାହା ବୁଝୁଛ।"
17
"ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ଏବେ ଯାହା ଦେଖୁଛ, ତାହା ଦେଖିବାକୁ କେତେ ଭବିଷ୍ଯଦ୍ବକ୍ତା ଓ ସାଧୂମାନେ ଗ୍ଭହିଁଥିଲେ। କିନ୍ତୁ ସମାନେେ ତାହା ଦେଖି ପାରି ନଥିଲେ। ତୁମ୍ଭେ ଏବେ ଯାହା ଶୁଣୁଛ, ତାହା ଶିଣିବା ପାଇଁ ସମାନେେ ଗ୍ଭହିଁଥିଲେ, କିନ୍ତୁ ସମାନେେ ତାହା ଶୁଣି ପାରି ନଥିଲେ।"
18
" ତବେେ କୃଷକ ସମ୍ବନ୍ଧୀୟ ଦୃଷ୍ଟାନ୍ତର ଅର୍ଥ ଶୁଣ।"
19
"ରାସ୍ତା ରେ ପଡି ଯାଇଥିବା ବୀଜର ଅର୍ଥ କଣ? ମଞ୍ଜିଟି ସହେି ଲୋକପରି ସେ ସ୍ବର୍ଗରାଜ୍ଯର ସୁସମାଚାର ଶୁଣେ, ଓ ତାହା ବୁଝି ପା ରନୋହିଁ। ଶୟତାନ ଆ ସେ ଓ ତା ହୃଦୟ ରେ ଯାହା କିଛି ବୁଣା ହାଇେଥାଏ, େସତକେ ନଇେ ଚାଲିଯାଏ।"
20
"ପଥୁରିଆ ଜାଗା ରେ ବୁଣାଯାଇଥିବା ବୀଜର ଅର୍ଥ କ'ଣ? ବୀଜଟି ଠିକ୍ ସହେି ଲୋକପରି, ଯେ ସୁସମାଚାର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ।"
21
"କିନ୍ତୁ ସେ ନିଜ ଭିତ ରେ ଶିକ୍ଷାକୁ ଦୃଢ ହବୋକୁ ଦିଏ ନାହିଁ,କବଳେ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟ ରେ ରଖିଥାଏ। ଯେତବେେଳେ ସୁସମାଚାର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପା ରେ ନାହିଁ। ସେ ଖୁବ୍ ଶୀଘ୍ର ସଗେୁଡିକୁ ଛାଡିଦିଏ।"
22
"କଣ୍ଟାବୁଦା ରେ ପଡିଯାଇଥିବା ବୀଜର ଅର୍ଥ କ'ଣ? ମଞ୍ଜିଟି ସହେି ଲୋକ ଯେ ସୁସମାଚାର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମାହେ ଲାଗି ସୁସମାଚାରକୁ ତା ଭିତ ରେ ବଢିବାକୁ ଦିଏନାହିଁ, ସେ ବ୍ଯକ୍ତି କବେେ ସଫଳ ହାଇପୋ ରେ ନାହିଁ।"
23
"ଭଲ ମାଟି ଉପରେ ପଡିଥିବା ବୀଜର ଅର୍ଥ କ'ଣ? ସହେି ଲୋକ ଭଳି ସେ ସୁମାଚାର ଶୁଣେ ଓ ତାକୁ ବୁଝିପା ରେ। ସେ ଲୋକ ସଫଳ ହୁଏ। ସହେି ସଫଳତା େ ବେଳବେଳେ ଶ ହେ ଗୁଣ, ଷାଠିଏ ଗୁଣ ଓ ତିରିଶ ଗୁଣ ପର୍ୟ୍ଯନ୍ତ ମିଳିଥାଏ।"
24
"ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। ସ୍ବର୍ଗରାଜ୍ଯ ଜଣେ ବ୍ଯକ୍ତି ଭଳି ଯେ କି ନିଜ ଜମି ରେ ଭଲ ବୀଜ ବୁଣିଥିଲେ।"
25
"କିନ୍ତୁ ସବୁ ଲୋକ ଶାଇେଥିବା ସମୟରେ ସହେି ଲୋକର ଶତୃ ଆସିଲା। ସେ ଗହମ ମଝି ରେ ବାଳୁଙ୍ଗାବୀଜ ବୁଣି ଦଲୋ। ତା'ପରେ ସେ ଚାଲିଗଲା।"
26
"ଗହମ ଗଛ ବଢିଲା ଓ ସେଥି ରେ କେଣ୍ଡା ଫଳିଲା। ସତେିକି ବଳକେୁ ବାଳୁଙ୍ଗା ବି ଦଖାଗେଲା।"
27
"ସହେି ବ୍ଯକ୍ତିର ଗ୍ଭକରମାନେ ଆସିଲେ ଓ ଜମି ମାଲିକକୁ କହିଲେ, 'ତୁମ୍ଭେ ତ ଜମି ରେ ଭଲ ବୀଜ ବୁଣିଥିଲ, ତବେେ ଏତେ ବାଳୁଙ୍ଗା କମେିତି ଉଠିଲା?'"
28
"ସେ ସମାନଙ୍କେୁ କହିଲେ, 'ଏହା କୌଣସି ଶତୃର କାର୍ୟ୍ଯ।'"
29
"କ୍ଷତମାଲିେକ ସମାନଙ୍କେୁ ମନାକରି କହିଲେ, 'ତୁମ୍ଭମାନେେ ବାଳିଙ୍ଗା ଉପାଡିଲା ବେଳେ ତା' ସହିତ ଗହମ ମଧ୍ଯ ଉପାଡି ଦବେ।"
30
"ଫସଲ ପାଚିବା ପର୍ୟ୍ଯନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢନ୍ତୁ। କାଟିବା ବେଳେ ମୁଁ କଟାଳିମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗଗୁଡିକୁ ଏକାଠି କରି ବିଡାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାର ରେ ରଖିଦିଅ।'"
31
"ତା'ପରେ ଯୀଶୁ ସହେି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: ସ୍ବର୍ଗରାଜ୍ଯ ଗୋଟିଏ ଶାରେିଷ ଦାନା ଭଳି। ଜଣେ ତାକୁ ନଇେ ତା' କ୍ଷତେ ରେ ଲଗାଏ."
32
"ସେ ବୀଜ ଅନ୍ୟ ବୀଜ ତୁଳନା ରେ ସବୁଠାରୁ େଛାଟ ଥାଏ, କିନ୍ତୁ ତାହା ଯେତବେେଳେ ବଡ ହୁଏ, ସେତବେେଳେ ବଗିଚା ରେ ସମସ୍ତ ଚାରା ଅପେକ୍ଷା ବଡ ହାଇଯୋଏ। ତାହା ଗଛ ରେ ପରିଣତ ହୁଏ। ଆକାଶର ପକ୍ଷୀମାନେ ଆସି ଏହି ଗଛର ଶାଖା ରେ ବସା ବାନ୍ଧି ଆଶ୍ରୟ ନିଅନ୍ତି।"
33
"ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: ସ୍ବର୍ଗରାଜ୍ଯ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ ପାତ୍ର ରେ ଥିବା ଅଟା ରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବା ରେ ଖମୀର କାମ ଦଲୋ।"
34
"ଯୀଶୁ ସବୁ କିଛି କାହାଣୀ ମାଧ୍ଯମ ରେ କହୁଥିଲେ। ବାସ୍ତବ ରେ ସେ ସମାନଙ୍କେୁ କାହାଣୀ ମାଧ୍ଯମ ଛଡା କିଛି କହୁନଥିଲେ।"
35
"ପରମେଶ୍ବର ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଏହା ହେଉଥିଲା। ପରମେଶ୍ବର କହିଥିଲେ: ମୁଁ କାହାଣୀ ଦ୍ବାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହାଇେ ରହିଛି, ସଗେୁଡିକ ମୁଁ ପ୍ରକାଶ କରିବି।ଗୀତସଂହିତା 78:2"
36
"ତା'ପରେ ଯୀଶୁ ଲୋକମାନଙ୍କୁ ପଠଇେ ଦଇେ ଘରକୁ ଗଲେ। ତାହାଙ୍କ ପାଖ ରେ ତାହାଙ୍କ ଶିଷ୍ଯମାନେ ପହଞ୍ଚି କହିଲେ, ଆମ୍ଭକୁ କ୍ଷତରେ ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।"
37
"ଯୀଶୁ କହିଲେ, ଯେଉଁ ଲୋକ ଜଣକ କ୍ଷତେ ରେ ଭଲ ବୀଜ ବୁଣିଲେ, ସେ ହେଉଛନ୍ତି ମନୁଷ୍ଯପୁତ୍ର"
38
"ପୃଥିବୀ ହେଉଛି କ୍ଷତେ। ସ୍ବର୍ଗରାଜ୍ଯ ରେ ଥିବା ପରମେଶ୍ବରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର।"
39
"ଯେଉଁ ଶତୃ ଜଣକ ବାଳୁଙ୍ଗା ବୁଣି ଦଇେଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ କଟାଳି ହେଉଛନ୍ତି ସ୍ବର୍ଗଦୂତମାନେ।"
40
" ଯେପରି ବାଳୁଙ୍ଗାକୁ ଏକାଠି କରା ହେଲା ଓ ନିଆଁ ରେ ପୋଡି଼ ଦିଆଗଲା, ଠିକ୍ ସହେିପରି ଅବସ୍ଥା ଜଗତର ଅନ୍ତିମ ସମୟରେ ହବେ।"
41
"ମନୁଷ୍ଯପୁତ୍ର ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇବେ। ସମାନେେ ତାହାଙ୍କ ରାଜ୍ଯର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ଯ ବାହାରକୁ ନଇେଯିବେ।"
42
"ସ୍ବର୍ଗଦୂତମାନେ ସହେି ଲୋକମାନଙ୍କୁ ଜଳୁଥିବା ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦବେେ। ସଠାେରେ ସମାନେେ କାନ୍ଦି କାନ୍ଦି ଓ ୟନ୍ତ୍ରଣ ରେ ଦାନ୍ତ କାମୁଡି ରହିବେ।"
43
"ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।"
44
"ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।"
45
"ସ୍ବର୍ଗରାଜ୍ଯ ମଧ୍ଯ ଭଲ ମାେତି ଖାଜେିଥିବା ଗୋଟିଏ ବପୋରୀ ଭଳି।"
46
"ଦିନେ ସେ ଅତ୍ଯନ୍ତ ମୂଲ୍ଯବାନ ମାେତିଟିଏ ପାଇଗଲା, ସେ ଯାଇ ତାର ସମସ୍ତ ସମ୍ପତ୍ତି ବିକି ଅମୂଲ୍ଯ ମାେତିଟି କିଣିଲା।"
47
"ସ୍ବର୍ଗରାଜ୍ଯ ମଧ୍ଯ ହ୍ରଦ ରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥି ରେ ବିଭିନ୍ନ ପ୍ରକାରର ମାଛ ଧରା ପଡିଲେ।"
48
"ଯେତବେେଳେ ଜାଲଟି ମାଛ ରେ ଭର୍ତ୍ତି ହାଇଗେଲା, କେଉଟମାନେ ଜାଲକୁ କୂଳକୁ ଟାଣି ଆଣିଲେ। ସମାନେେ ବସି ପଡି ଭଲ ଭଲ ମାଛ ବାଛି ଟୋକଇେ ରେ ଭର୍ତ୍ତି କଲେ ଓ ଖରାପ ମାଛତକ ଫୋପାଡି ଦେଲେ।"
49
"ସଂସାର ଶଷେ ହବୋ ବେଳେ ଏହିଭଳି ଘଟିବ। ସ୍ବର୍ଗଦୂତମାନେ ଆସିବେ। ସମାନେେ ଧାର୍ମିକଲୋକଙ୍କ ଭିତରୁ ପାପୀଲୋକଙ୍କୁ ଅଲଗା କରି ଦବେେ।"
50
"ସ୍ବର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦବେେ। ସଠାେରେ ସମାନେେ କବଳେ କାନ୍ଦି କାନ୍ଦି ଓ ୟନ୍ତ୍ରଣା ରେ ଦାନ୍ତ କାମୁଡି ରହିବେ।"
51
"ଯୀଶୁ ନିଜ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?"
52
"ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।"
53
"ଯୀଶୁ ଏହି ସବୁ ଦୃଷ୍ଟାନ୍ତ କହିସାରିଲା ପରେ ସେ ସ୍ଥାନ ଛାଡି ଚାଲିଗଲେ।"
54
"ସେ କେଉଁଠି ପ୍ରତିପାଳିତ ହାଇେଥିଲେ ସଠାେକୁ ଗଲେ। ସଠାେରେ ୟିହୁଦୀ ସମାଜଗୃହ ରେ ଉପଦେଶ ଦବୋ ଆରମ୍ଭ କରି ଦେଲେ,ଯାହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ ଏବଂ କହିଲେ, ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା?"
55
"ଏ ତ ସହେି ବଢଇରେ ପୁଅ। ତାହାଙ୍କର ମାଆଙ୍କ ନାମ ତ ମରିୟମ, ଯାକୁବ, ଯୋଷଫେ, ଶିମାନେ ଓ ୟିହୂଦା ତ ଏହାର ଭାଇ।"
56
"ତାର ସବୁ ଭଉଣୀମାନେ ତ ଆମ୍ଭ ସହିତ ଏଠା ରେ ଅଛନ୍ତି। ତବେେ ଏସବୁ କହିବା ପାଇଁ ଜ୍ଞାନ ଓ ଶକ୍ତି ସେ କେଉଁଠାରୁ ପାଇଲା?"
57
"ସହେି ଲୋକମାନେ ଯୀଶୁଙ୍କ ସ୍ବୀକାର କଲନୋହିଁ। ଯୀଶୁ ସେ ଲୋକମାନଙ୍କୁ କହିଲେ, ଜଣେ ଭବିଷ୍ଯଦ୍ବକ୍ତାଙ୍କୁ ଲୋକେ ସମ୍ମାନ ଦଅନ୍ତି। କିନ୍ତୁ ନିଜ ସହର ରେ ଓ ତାହାଙ୍କ ନିଜ ପରିବାର ରେ ଜଣେ ଭବିଷ୍ଯଦ୍ବକ୍ତା ସମ୍ମାନ ପାଏ ନାହିଁ।"
58
"ସଠାେକାର ଲୋକେ ଯୀଶୁଙ୍କ ଉପରେ ବିଶ୍ବାସ କରି ପାରିଲେ ନାହିଁ। ତେଣୁ ଯୀଶୁ ସଠାେରେ ଅଧିକ ଆଶ୍ଚର୍ୟ୍ଯ କାର୍ୟ୍ଯ କଲେ ନାହିଁ।"
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28