bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Matthew 15
Matthew 15
Odia - 1840
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 16 →
1
"କେତକେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯୀରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,"
2
"ତୁମ୍ଭ ଶିଷ୍ଯମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡିକୁ କାହିଁକି ମାନୁ ନାହାଁନ୍ତି? ତୁମ୍ଭ ଶିଷ୍ଯମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାଁନ୍ତି।"
3
"ଯୀଶୁ କହିଲେ, ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ବରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛି?"
4
"ପରମେଶ୍ବର କହିଛନ୍ତି: 'ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, କିନ୍ତୁ ଯେଉଁଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାୟିବା ଉଚିତ।'"
5
"କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା'ଫଳ ରେ ଜଣେ ଲୋକ ତାର ପିତାମାତାଙ୍କୁ କହି ପାରିବ, 'ମୁଁ ତୁମ୍ଭକୁ ସାହାୟ୍ଯ କରି ପାରିବିନାହିଁ। କାରଣ ମାରଯାେରା ସବୁ ଅଛି ସଗେୁଡିକୁ ମୁଁ ପରମେଶ୍ବହଙ୍କୁ ଉତ୍ସର୍ଗ କରିବି।'"
6
"ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା ପିତାମାତାଙ୍କୁ ସମ୍ମାନ ନ ଦବୋ ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡିକୁ ସମ୍ମାନ ଦଇେଛି ଓ ପରମେଶ୍ବରଙ୍କ ଆଦେଶକୁ ଅବମାନନା କରୁଛ।"
7
"ତୁମ୍ଭେ ସବୁ କପଟୀ। ୟିଶାଇୟ ତୁମ୍ଭମାନଙ୍କ ବିଷୟ ରେ ଠିକ୍ ଭାବରେ ଏହି ଭବିଷ୍ଯଦ୍ବାଣୀ କହିଥିଲେ।"
8
"ଏମାନେ କବଳେ ମୁହଁ ରେ ମାରେ ଆଦର କରନ୍ତି। କିନ୍ତୁ ସମାନଙ୍କେ ମନକଥା ମାଠାରୁେ ବହୁତ ଦୂର ରେ ରହିଥାଏ।"
9
"ସମାନେେ ମାେତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ଯହୀନ। ସମାନେେ ଯେଉଁ ସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କବଳେ ମଣିଷ ତିଆରି ବିଧିବିଧାନ।' ୟିଶାଇୟ 29:13"
10
"ଯୀଶୁ ସମବତେ ହାଇେଥିବା ଲୋକମାନଙ୍କୁ ଡାକିଲେ। ସେ ସମାନଙ୍କେୁ କହିଲେ, ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ।"
11
"ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ୟୋଗୁ ଅପବିତ୍ର ହାଇଯୋଏ ନାହିଁ ବରଂ ତାର ମୁହଁରୁ ବାହାରୁଥିବା ବିଷୟ ୟୋଗୁ ସେ ଅପବିତ୍ର ହାଇେଥାଏ।"
12
"ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, ଏସବୁ କରିବା ଫଳ ରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?"
13
"ଯୀଶୁ କହିଲେ, ଯେଉଁ ଚାରା ମାରେ ସ୍ବର୍ଗୀୟ ପିତା ନିଜେ ଲଗଇେ ନାହାଁନ୍ତି, ସଗେୁଡିକୁ ସମୂଳେ ଉପାଡି ଦିଆୟିବ।"
14
"ସମାନଙ୍କେୁ ଛାଡି ଦିଅ। ସମାନେେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦଖାେଏ, ତବେେ ଉଭୟ ଖାତ ଭିତ ରେ ଖସି ପଡିବେ।"
15
"ଏକଥା ଶୁଣି ପିତର କହିଲେ, ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝା"
16
"ଯୀଶୁ କହିଲେ, ଏବେ ବି କ'2ଣ ତୁମ୍ଭ ବୁଝିବା ରେ ଅସୁବିଧା ଅଛି?"
17
"ତୁମ୍ଭେ କ'ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପଟେ ଭିତରକୁ ଯାଏ ଓ ପରିଶଷେ ରେ ଦହରେୁ ବାହାରିଯାଏ।"
18
"କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟି ରେ କ ହେ, ତାହା ପ୍ରକୃତ ରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ।"
19
"କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।"
20
"ଏଗୁଡିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବ ଘଟଣା ମଣିଷକୁ ଅପବିତ୍ର କରି ପା ରେ ନାହିଁ।"
21
"ଯୀଶୁ ସେ ସ୍ଥାନଛାଡି ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।"
22
"ସହେି ଅଞ୍ଚଳର ଜମେ କିଣାନୀଯା ସ୍ତ୍ରୀ ଆସି ବଡପାଟି କରି କହିଲା, ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମାେ ପ୍ରତି ଦୟା କରନ୍ତୁ। ମାେ ଝିଅ ଦହେ ରେ ଗୋଟିଏ ଭୂତ ପଶି ରହିଛି। ମାେ ଝିଅ ଭାରି କଷ୍ଟ ପାଉଛି।"
23
"ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, ସେ ଆମ୍ଭ ପେଛ ପେଛ ପାଟି କରି ଆସୁଛି। ତାକୁ ଚାଲି ୟିବାକୁ କହି ଦିଅନ୍ତୁ।"
24
"ଯୀଶୁ କହିଲେ, ପରମେଶ୍ବର ମାେତେ କବଳେ ଇଶ୍ରାୟେଲର ହଜିଯାଇଥିବା ଲୋକ(ଯିହୂଦୀ)ମାନଙ୍କ ପାଇଁ ପଠାଇଛନ୍ତି।"
25
"ତା'ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, ହେ ପ୍ରଭୁ! ମାେତେ ସାହାୟ୍ଯ କରନ୍ତୁ।"
26
"ଯୀଶୁ କହିଲେ, ପିଲାମାନଙ୍କ ଖାଦ୍ଯନଇେ କୁକୁରଗୁଡିକୁ ଦଇଦେବୋ ଠିକ୍ କାମ ହବେନାହିଁ।"
27
"ସହେି ସ୍ତ୍ରୀ କହିଲା, ହଁ ପ୍ରଭୁ, ଏହା ଠିକ୍ କଥା। କିନ୍ତୁ ସମାନଙ୍କେ ମାଲିକମାନଙ୍କର ଖାଇବା ଟବେୁଲ ଉପରୁ ଖସି ପଡୁଥିବା ଖାଦ୍ୟ କଣିକାସବୁ କୁକୁରଗୁଡୁକ ଖାଇଥାନ୍ତି।"
28
"ତା'ପରେ ଯୀଶୁ କହିଲେ, ହେ ନାରୀ! ତୁମ୍ଭର ଗଭୀର ବିଶ୍ବାସ ରହିଛି। ତୁମ୍ଭେ ମାଠାରୁେ ଯାହା ଚାହିଁଛ, ମୁଁ ତାହା କରି ଦବେି। ଏହା କହିବା ମାତ୍ ରେ ସହେି ସ୍ତ୍ରୀର ଝିଅଟି ସଂମ୍ପୁର୍ଣ୍ଣ ରୂପା ଭଲ ହାଇଗେଲା।"
29
"ତାପରେ ଯୀଶୁ ସେ ସ୍ଥାନ ଛାଡି ଚାଲିଗଲେ ଓ ଗାଲୀଲୀ ହ୍ରଦ କୂଳ ରେ ଯାଇ ପହନ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସଠାେରେ ବସିଲେ।"
30
"ଅନକେ ସଂଖ୍ଯା ରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଅନକେ ଅନ୍ଧ, ମୂକ ବଧିର, େଛାଟା ଅପାଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।"
31
"ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁନଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହାଇେଛନ୍ତି; େଛାଟାମାନେ ଚାଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସମାନେେ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ମହିମା ଗାନ କଲେ।"
32
"ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ ଡାକି କହିଲେ, ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସମାନେେ ସୋ ସାଙ୍ଗ ରେ ତିନି ଦିନ ହେଲା ରହିଲଣେି। କିନ୍ତୁ ଏବେ ସମାନଙ୍କେର ଖାଇବାକୁ କିଛି ନାହିଁ। ସମାନେେ ଏଠାରୁ ଭୋକିଲା ଚାଲିୟିବାଟା ମୁଁ ଆଦୌ ଚାହୁଁନି। ସେସାନେ ଘରକୁ ଗଲା ବେଳେ ମୂର୍ଚ୍ଛା ହାଇେ ଯାଇ ପାରନ୍ତି।"
33
"ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନ ରେ କେଉଁଠାରୁ ପାଇବା? ଆମ୍ଭେ ନଗର ଠାରୁ ବହୁତ ଦୂର ରେ ଅଛୁ।"
34
"ଯୀଶୁ ପଚାରିଲେ, ତୁମ୍ଭ ପାଖ ରେ କେତେ ଖଣ୍ଡ ରୋଟୀ ଅଛି?"
35
"ଯୀଶୁ ଲୋକମାନଙ୍କୁ ଭୂଇଁ ଉପରେ ବସିବାକୁ କହିଲେ:"
36
"ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା'ପରେ ସେ ପରମେଶ୍ବରଙ୍କୁ ଖାଦ୍ୟ ପାଇଁ ଧନ୍ଯବାଦ ଦେଲେ। ଯୀଶୁ ସଗେୁଡିକୁ େଛାଟ େଛାଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ଯମାନଙ୍କୁ ଦେଲେ। ଶିଷ୍ଯମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ।"
37
"ସମସ୍ତେ ଖାଇଲେ ଓ ସନ୍ତଷେ ଲାଭ କଲେ। ତା'ପରେ ଶିଷ୍ଯମାନେ ବଳକା ଖାଦ୍ୟକୁ ସାତଟି ଟୋକଇେ ରେ ଭର୍ତ୍ତି କଲେ।"
38
"ସଠାେରେ ପ୍ରାୟ ଚ଼ାରି ହାଜାର ପୁରୁଷ ଖାଇଥିଲେ। ସମାନଙ୍କେ ଛଡା ସ୍ତ୍ରୀ ଓ ପିଲାମାନେ ମଧ୍ଯ ଖାଇଥିଲେ।"
39
"ସମାନେେ ଖାଇ ସାରିବା ପରେ ଯୀଶୁ ସମାନଙ୍କେୁ ଘରକୁ ଫରେିୟିବା ପାଇଁ କହିଲେ। ସମାନଙ୍କେୁ ବିଦାୟ କରିସାରି ଯୀଶୁ ଡ଼ଙ୍ଗା ରେ ବସି ମଗ୍ଦାନ୍ ଅଞ୍ଚଳକୁ ଗଲେ।"
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28