bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Matthew 17
Matthew 17
Odia - 1840
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 18 →
1
"ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗ ରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସଠାେରେ ସମାନେେ ସମସ୍ତେ ଥିଲେ।"
2
"ସମାନଙ୍କେ ଆଗ ରେ ଯୀଶୁଙ୍କ ସ୍ବରୂପ ବଦଳିଗଲା। ତାହାଙ୍କର ମୁହଁ ସୂର୍ୟ୍ଯ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦଖାଗେଲା।"
3
"ହଠାତ୍ ସେ ସ୍ଥାନ ରେ ଦୁଇଜଣ ବ୍ଯକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସମାନେେ ଏଲିୟ ଓ ମାଶାେ ଥିଲେ।"
4
"ଏହା ଦେଖି ପିତର ଯୀଶୁଙ୍କୁ କହିଲେ, ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠା ରେ ଅଛୁ। ଆପଣ ଚାହିଁଲେ ମୁଁ ଏଠା ରେ ତିନୋଟି ତମ୍ବୁ ଟାଣି ଦବେି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମାଶାଙ୍କେ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।"
5
"ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।"
6
"ଯୀଶୁଙ୍କ ଶିଷ୍ଯମାନେ ଏକଥା ଶୁଣି ଅଧିକ ଭୟଭୀତ ହାଇେ ପଡିଲେ। ସମାନେେ ଭୂଇଁ ଉପରେ ପଡିଗଲେ।"
7
"ଯୀଶୁ ଶିଷ୍ଯମାନଙ୍କ ପାଖକୁ ଆସି ସମାନଙ୍କେୁ ଛୁଇଁ ଦେଲେ। ଯୀଶୁ କହିଲେ, ଠିଆ ହୁଅ। ଭୟ କର ନାହିଁ।"
8
"ଶିଷ୍ଯମାନେ ଉପରକୁ ଚାହିଁଲେ। ସମାନେେ ଯୀଶୁଙ୍କ ଛଡା ଆଉ କାହାରିକୁ ଦେଖିଲେ ନାହିଁ।"
9
"ଯୀଶୁ ଓ ଶିଷ୍ଯମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ଯମାନଙ୍କୁ ଆଦେଶ ଦେଲେ, ପର୍ବତ ଉପରେ ତୁମ୍ଭମାନେେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ଯପୁତ୍ର ମୃତ୍ଯୁରୁ ପୁନର୍ଜୀବିତ ହବୋ ପର୍ୟ୍ଯନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହା ସବୁ ଦେଖିଛ, ତାହା ଲୋକଙ୍କ ଆଗ ରେ କହିପାର।"
10
"ଯୀଶୁଙ୍କୁ ଶିଷ୍ଯମାନେ ପଚାରିଲେ, ତବେେ ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟଙ୍କ ପୂର୍ବରୁ ପ୍ରଥମେ ଏଲିୟ ନିଶ୍ଚୟ ଆସିବେ?"
11
"ଯୀଶୁ ଉତ୍ତର ଦେଲେ, ସମାନେେ ଠିକ୍ କହିଛନ୍ତି ଯେ ଏଲିୟ ଆସୁଛନ୍ତି, ସେ ପ୍ରେତ୍ୟକକ ବସ୍ତୁକୁ ଠିକ୍ କ୍ରମ ରେ ରଖିବେ।"
12
"କିନ୍ତୁ ମୁଁ ତୁମ୍ଭକୁ କହି ଦେଉଛି ଯେ ଏଲିୟ ଆସି ସାରିଛନ୍ତି। ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। ଲୋକମାନେ ଯାହା ଇଚ୍ଛା କଲେ, ତାହାଙ୍କୁ ସହେି ପ୍ରକାର ବ୍ଯବହାର କଲେ। ସହେିଭଳି ମନୁଷ୍ଯପୁତ୍ର ମଧ୍ଯ ସମାନଙ୍କେଠାରୁ ସହେି ପ୍ରକାର ଯାତନା ଭୋଗ କରିବେ।"
13
"ତା'ପରେ ତାହାଙ୍କର ଶିଷ୍ଯମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟ ରେ ସମାନଙ୍କେୁ କହିଥିଲେ, ସେ ପ୍ରକୃତ ରେ ଏଲିୟ।"
14
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଲୋକମାନଙ୍କ ପାଖକୁ ଫରେି ଆସିଲେ। ଗୋଟିଏ ଲୋକ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ଆଗ ରେ ଆଣ୍ଠୁ ମାଡ଼ି ପଡ଼ିଗଲେ।"
15
"ସେ କହିଲା, ପ୍ରଭୁ, ମାରେ ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗ ରେ ବଡ଼ କଷ୍ଟ ପାଉଛି। ଅନକେ ସମୟରେ ସେ ନିଆଁ ରେ କିମ୍ବା ପାଣି ରେ ପଡ଼ି ଯାଉଛି।"
16
"ମୁଁ ତାକୁ ତୁମ୍ଭ ଶିଷ୍ଯମାନଙ୍କ ପାଖକୁ ଆଣିଥିଲି। କିନ୍ତୁ ସମାନେେ ତାକୁ ସୁସ୍ଥ କରି ପାରିଲେ ନାହିଁ।"
17
"ଯୀଶୁ କହିଲେ, ତୁମ୍ଭମାନଙ୍କର ବିଶ୍ବାସ ନାହିଁ। ତୁମ୍ଭମାନେେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତଦେିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ୟ୍ଯନ୍ତ ଲୋର ର୍ଧୈୟ୍ଯ ରହିବ? ସେ ପିଲାଟିକୁ ମାେ ପାଖକୁ ଆଣ।"
18
"ତା'ପରେ ଯୀଶୁ ପିଲାଟିର ଦହେ ଭିତ ରେ ରହିଥିବା ଭୂତଟିକୁ କଠାେର ଆଦେଶ ଦେଲେ। ଭୂତଟି ତା ଦହରେୁ ବାହାରି ଆସିଲା। ସହେି ମୁହୂର୍ତ୍ତ ରେ ପିଲାଟି ସୁସ୍ଥ ହାଇଗେଲା।"
19
"ତା'ପରେ ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ନିରୋଳା ରେ ଭଟେି ପଚାରିଲେ, ଆମ୍ଭମାନେେ ଭୂତକୁ ତଡ଼ିଦବୋକୁ କାହିଁକି ସକ୍ଷମ ହାଇେ ପାରିଲୁ ନାହିଁ?"
20
"ଯୀଶୁ କହିଲେ, ତାହା କବଳେ ତୁମ୍ଭର ଅଳ୍ପ ବିଶ୍ବାସର ୟୋଗୁ ହେଲା। ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭର ଯଦି ଗୋଟିଏ ଶାରେିଷ ଦାନା ପରିମାଣର ମଧ୍ଯ ବିଶ୍ବାସ ଅଛି, ତବେେ ତୁମ୍ଭେ ଏହି ପର୍ବତକୁ କହିପାରିବ, 'ଏ ଜାଗାରୁ ସେ ଜାଗାକୁ ଚାଲିଯାଅ,' ଏବଂ ପର୍ବତ ଚାଲିୟିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହାଇେ ରହିବ ନାହିଁ।"
21
"(ଏହିଭଳି ଭୂତମାନେ କବଳେ ଉପବାସ ଏ ପ୍ରାର୍ଥନା ଦ୍ବାରା ବାହାରି ଯାଇ ଥାଆନ୍ତି।)"
22
"ତା'ପରେ ଗାଲୀଲୀ ରେ ଶିଷ୍ଯମାନେ ଏକାଠି ହବୋପରେ ଯୀଶୁ ସମାନଙ୍କେୁ କହିଲେ, ମନୁଷ୍ଯପୁତ୍ରଙ୍କୁ ମନୁଷ୍ଯମାନେ ହିଁ ଧରିନବେେ।"
23
"ସମାନେେ ତାହାଙ୍କୁ ମାରି ଦବେେ। କିନ୍ତୁ ସେ ମୃତ୍ଯୁରୁ ତୃତୀୟ ଦିନ ବଞ୍ଚି ଉଠିବେ। ଯୀଶୁଙ୍କୁ ମାରି ଦିଆୟିବ ବୋଲି ଖବର ଶୁଣି ତାହାଙ୍କ ଶିଷ୍ଯମାନେ ବହୁତ ମନଦୁଃଖ କଲେ।"
24
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୂମକୁ ଗଲେ। କଫର୍ନାହୂମ ରେ କେତକେ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କର ଆଦାୟ କରନ୍ତି, ସମାନେେ ସହେି ଲୋକ ଥିଲେ। ସମାନେେ ପଚାରିଲେ, ତୁମ୍ଭର ଗୁରୁ ମନ୍ଦିରର 'ଦୁଇ-ଡ୍ରକ୍ମା' କର ଦିଅନ୍ତି କି?"
25
"ପିତର ଉତ୍ତର ଦେଲେ, ହଁ, ସେ ଦିଅନ୍ତି।"
26
"ପିତର ଉତ୍ତର ଦେଲେ, ରାଜାମାନେ ଅନ୍ୟମାନଙ୍କର ସନ୍ତାନ ସନ୍ତତିଙ୍କଠାରୁ କର ଆଦାୟ କରନ୍ତି। ଯୀଶୁ ତାହାଙ୍କୁ କହିଲେ, ତାର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦବୋକୁ ପଡ଼ନୋହିଁ।"
27
"କିନ୍ତୁ ଏହି କର ଆଦାୟକାରୀଙ୍କୁ ଆମ୍ଭେ କୋର୍ଧିତ କରିବନାହିଁ। ତେଣୁ କର ଏହିଭଳି ଭାବରେ ଦଇଦେିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ। ତାର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଚ଼ାରିଟି ରେ ୗପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମାେପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦଇଦେିଅ।"
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28