bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Matthew 18
Matthew 18
Odia - 1840
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 19 →
1
"ସହେି ସମୟରେ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ କିଏ?"
2
"ଯୀଶୁ ଗୋଟିଏ େଛାଟ ପିଲାକୁ ପାଖକୁ ଡାକିଲେ। ସେ ପାଲାକୁ ଶିଷ୍ଯମାନଙ୍କ ଆଗ ରେ ଠିଆ କରାଇଲେ।"
3
"ତା'ପରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତ ରେ ଗୋଟିଏ େଛାଟ ପିଲାଭଳି ହାଇଯୋଅ। ଏକଥା ନକଲେ ତୁମ୍ଭେ ସ୍ବର୍ଗରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।"
4
"ଯେଉଁ ଲୋକ ନିଜକୁ ଗୋଟିଏ େଛାଟ ପିଲା ଭଳି ନମ୍ର କରିଥାଏ, ସହେି ଲୋକ ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ।"
5
" ଯେଉଁଲୋକ ମାେ ନାମ ରେ ଏହିଭଳି ଗୋଟିଏ େଛାଟ ପିଲାକୁ ଗ୍ରହଣ କରେ, ସେ ମାେତେ ଗ୍ରହଣ କରେ।"
6
"କିନ୍ତୁ ମାଠାେ ରେ ବିଶ୍ବାସ ରଖିଥିବା ଏହି ନମ୍ର େଛାଟ ପିଲାମାନଙ୍କ ମଧ୍ଯରୁ କାହାରିକୁ ପାପ ପଥରେ ଯଦି କହେି ଟାଣିନିଏ, ତାହା ହେଲେ ସହେି ଲୋକର ବକରେେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ର ରେ ତାକୁ ବୁଡ଼ଇେ ଦିଆୟିବ।"
7
"ଏହି ପୃଥିବୀ ରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ। କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହବେ।"
8
"ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତବେେ ତାକୁ କାଟି ଫିଙ୍ଗି ଦିଅ। ଦୁଇହାତ ଓ ଦୁଇଗୋଡ଼ ଥାଇ ଚ଼ିରକାଳ ଜଳୁଥିବା ନର୍କର ନିଆଁ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନଥାଇ ଅନନ୍ତଜୀବନ ମଧିଅରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ।"
9
"ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତବେେ ତାକୁ କାଢ଼ି ଫିଙ୍ଗି ଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁ ରେ ଫିଙ୍ଗି ଦିଆୟିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ।"
10
"ସାବଧାନ ଏହି େଛାଟ ପିଲାମାନଙ୍କ ମଧ୍ଯରୁ କାହାହିକୁ ତୁଚ୍ଛ ମନେ କରନାହିଁ। ଏହି ପିଲାମାନଙ୍କ ପାଇଁ ସ୍ବର୍ଗ ରେ ଦୂତମାନେ ଅଛନ୍ତି। ଏବଂ ସହେି ଦୂତମାନେ ସ୍ବର୍ଗ ରେ ମାରେ ପରମପିତାଙ୍କ ସହିତ ସଦାସର୍ବଦେ ଅଛନ୍ତି।"
11
"ଯେଉଁମାନେ ହଜିଯାଇଛନ୍ତ ମନୁଷ୍ଯପୁତ୍ର ସମାନଙ୍କେୁ ଉଦ୍ଧାର କରିବା ପାଇଁ ଆସିଛନ୍ତି।"
12
"ଯଦି କୌଣସି ଲୋକର ଶ ହଟେି ମେଣ୍ଢା ଥାଆନ୍ତି, କିନ୍ତୁ ସେଥିରୁ ଗୋଟିଏ ହିଜିଯାଏ, ତବେେ ସହେି ଲୋକଟି ତାର ବାକି ଅନେଶ୍ବତ ମେଣ୍ଢାଙ୍କୁ ପାହାଡ଼ ଉପରେ ଛାଡ଼ିଦଇେ ହଜିଯାଇଥିବା ମେଣ୍ଢାକୁ ଖାଜେିବାକୁ ୟିବନାହିଁକି? ତୁମ୍ଭେ କଣ ଭାବ?"
13
"ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ସେ ମେଣ୍ଢାଟି ଖାଜେି ପାଇଯାଏ ତବେେ ନହଜିଥିବା ଅନେଶ୍ବତ ମେଣ୍ଢାଙ୍କ ଅପେକ୍ଷା ମିଳିଯାଇଥିବା ମେଣ୍ଢା ପାଇଁ ସେ ଅଧିକ ଖୁସି ହବେ।"
14
"ଠିକ୍ ସହେିଭଳି ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଏହିଭଳି େଛାଟ ପିଲାମାନଙ୍କ ମଧ୍ଯରୁ କହେି ଜଣେ ହେଲେ ହଜି ଯାଉ ବୋଲି ଚାହାନ୍ତି ନାହିଁ।"
15
"ତୁମ୍ଭର କହେି ଭାଇ ଯଦି ତୁମ୍ଭ ବିରୁଦ୍ଧ ରେ ଭୁଲ୍ କାମ କରେ, ତବେେ ସେ ଏକାକୀ ଥିବା ବେଳେ ତା' ନିକଟକୁ ଯାଇ ତାର ଭୁଲ୍ ବିଷୟ ରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତବେେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହାଇେ ରହିବାକୁ ସାହାୟ୍ଯ କଲ।"
16
"ଯଦି ସେ ଲୋକ କିଛି ଶୁଣିବାକୁ ମନା କରିଦିଏ ତବେେ ଜଣେ ବା ଦୁଇ ଜଣ ଲୋକଙ୍କୁ ନଇେ ପୁଣି ଥରେ ତା' ପାଖକୁ ଯାଅ। ତବେେ ଯାହା କିଛି କୁହା ଯାଇଛି, ଦୁଇ ବା ତିନିଜଣ ସାକ୍ଷୀଙ୍କ ଦ୍ବାରା ତାହା ସମର୍ଥିତ ହବେ।"
17
"ଯଦି ସେ ଲୋକ ସମାନଙ୍କେ କଥା ମଧ୍ଯ ଶୁଣିବାକୁ ମନା କରିଦିଏ, ତବେେ ମଣ୍ଡଳୀଙ୍କୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନଶୁଣେ, ତବେେ ପରମେଶ୍ବରଙ୍କୁ ବିଶ୍ବାସ କରୁ ନଥିବା ଲୋକ କିମ୍ବା ଜଣେ କର ଆଦାୟକାରୀକୁ ଯଭେଳି ବ୍ଯବହାର କରାଯାଏ, ତାହାକୁ ସହେିଭଳି ବ୍ଯବହାର କର।"
18
"ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ତୁମ୍ଭେ ଏ ସଂସାର ରେ ଯାହା ସବୁ ବନ୍ଦ କରିବ ତାହା ପରମେଶ୍ବରଙ୍କ ଦ୍ବାରା ବନ୍ଦ ହବେ। ତୁମ୍ଭେ ଏ ସଂସାର ରେ ଯେତବେେଳେ କ୍ଷମା ଦବୋପାଇଁ ପ୍ରତିଶ୍ରୁତି ଦବେ, ସହେି କ୍ଷମା ମଧ୍ଯ ପରମେଶ୍ବରଙ୍କ କ୍ଷମା ହବେ।"
19
"ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତ ରେ ଯଦି ତୁମ୍ଭ ଭିତରୁ କହେି ଦୁଇଜଣ ଏକମତ ହାଇେ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କୁ କିଛି ମାଗିବେ, ତବେେ ସେ ତାହା ତୁମ୍ଭ ପାଇଁ ପୂରଣ କରି ଦବେେ।"
20
"ଏକଥା ସତ୍ଯ। କାରଣ ଯେଉଁଠା ରେ, ମାେ ନାମ ରେ ବିଶ୍ବାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ମଠାେ ରେ ସମାନଙ୍କେ ସହିତ ଅଛି।"
21
"ତା'ପରେ ପିତର ଯୀଶୁଙ୍କ ପାଖକୁ ଯାଇ ପଚାରିଲେ, ପ୍ରଭୁ, ମାେ ଭାଇ ଯଦି ମାେ ନିକଟରେ ବାରମ୍ବାର ଅପରାଧ କରେ, ତବେେ ମୁଁ ତାକୁ କେତେଥର ପର୍ୟ୍ଯନ୍ତ କ୍ଷମା ଦବେି? ମୁଁ କଣ ତାକୁ ସାତଥର ପର୍ୟ୍ଯନ୍ତ କ୍ଷମା ଦବେି?"
22
"ଯୀଶୁ କହିଲେ, ମୁଁ କହୁଛି, ତୁମ୍ଭେ ତାକୁ ନିଶ୍ଚିତ ରୂପରେ ସାତଥର ଠାରୁ ଅଧିକ ଥର କ୍ଷମା କରିବା ଉଚିତ। ଏପରିକି ଯଦି ସେ ସାତଗୁଣ ସତୁରି ଥର ପର୍ୟ୍ଯନ୍ତ ମଧ୍ଯ ତୁମ୍ଭ ପ୍ରତି ଅପରାଧ କରେ, ତବେେ ମଧ୍ଯ ତୁମ୍ଭେ କ୍ଷମା ଦବୋ ଜାରି ରଖ।"
23
"ନିଜ ଚାକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ବର୍ଗରାଜ୍ଯର ତୁଳନା କରା ଯାଇପା ରେ।"
24
"ରାଜା ତାହାଙ୍କ ଟଙ୍କା ଆଦାୟ କରିବା ଆରମ୍ଭ କରି ଦେଲେ। ତାହାଙ୍କର ଜଣେ ଚ଼ାକର ଉପରେ ଦଶ ହଜାର ରେ ୗପ୍ୟମୁଦ୍ରା ବାକି ଥିଲା।"
25
"ରାଜାଙ୍କୁ ଋଣ ପରିଶାଧେ କରିବା ପାଇଁ ଚ଼ାକର ପାଖ ରେ କିଛି ହେଲେ ନଥିଲା। ରାଜା ଆଦେଶ ଦେଲେ ଯେ, ଚ଼ାକରର ସବୁ ଜିନିଷ ଏପରିକି ତାର ସ୍ତ୍ରୀ ଓ ପିଲାପିଲିଙ୍କୁ ବିକ୍ରି କରିଦଇେ ଋଣ ପରିଶାଧେ କରାୟିବ।"
26
"ଚ଼ାକରଟି ରାଜାଙ୍କ ଆଗ ରେ ଆଣ୍ଠୁମାଡ଼ି ବସି ପଡ଼ିଲା। ସେ ପ୍ରାର୍ଥନା କଲା, 'ଆପଣ ମାେ ପାଇଁ ର୍ଧୈୟ୍ଯବାନ ହୁଅନ୍ତୁ। ମୁଁ ଆପଣଙ୍କର ସମସ୍ତ ଋଣ ପରି ଶାଧେ କରି ଦବେି।'"
27
"ମାଲିକ ଏହାଶୁଣି ଚ଼ାକରଟି ପାଇଁ ଦୁଃଖ ପ୍ରକାଶ କଲେ। ତେଣୁ ସେ ଚ଼ାକରର ଋଣ ଛାଡ଼ କରିଦଇେ ତାକୁ ଛାଡ଼ି ଦେଲେ।"
28
"ଚ଼ାକର ବାହାରୁଥିବା ସମୟରେ ରାସ୍ତା ରେ ସେ ତା'ର ଜଣେ ସଙ୍ଗୀ ଚ଼ାକରକୁ ଦେଖିଲା। ସେ ଜଣକ ତାଠାରୁ ଶ ହେ ମୁଦ୍ରା ଋଣ କରିଥିଲା। ପ୍ରଥମେ ଚ଼ାକର ଦ୍ବିତୀୟ ଚ଼ାକରର ତଣ୍ଟି ଚ଼ିପି ଧରି କହିଲା, 'ମାେ ଠାରୁ ଯେଉଁ ଋଣ ନଇେଛୁ, ତାହାକୁ ଶୁଝି ଦେ।'"
29
"ତା'ପରେ ଦ୍ବିତୀୟ ଚ଼ାକର ତା ନିକଟରେ ଆଣ୍ଠୁମାଡ଼ି ବସି ପ୍ରାର୍ଥନା କଲା, 'ମାେ ପାଇଁ ର୍ଧୈୟ୍ଯ ଧର। ମୁଁ ଯାହା ନଇେଛି ସବୁତକ ଶୁଝି ଦବେି।'"
30
"କିନ୍ତୁ ପ୍ରଥମ ଚ଼ାକର ର୍ଧୈୟ୍ଯ ଧରିବାକୁ ମନା କଲା। କବଳେ ଏତିକି ନୁହେଁ, ସେ ବିଚ଼ାରପତିଙ୍କ ନିକଟକୁ ଯାଇ ଦ୍ବିତୀୟ ଚ଼ାକର ବିରୁଦ୍ଧ ରେ ଅଭିଯୋଗ ମଧ୍ଯ କଲା। ଦ୍ବିତୀୟ ଚ଼ାକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶାଧେ ନ କରିବା ପର୍ୟ୍ଯନ୍ତ ତାକୁ କାରାଗାର ରେ ରହିବାକୁ ପଡ଼ିଲା।"
31
"ଅନ୍ୟ ଚ଼ାକରମାନେ ଏ ସମସ୍ତ ଘଟଣା ଦେଖିଲେ, ଓ ବଡ଼ ଦୁଃଖିତ ହେଲ। ତେଣୁ ଯାହା ସବୁ ଘଟିଥିଲା, ସେ ସବୁ ସମାନେେ ସମାନଙ୍କେ ମାଲିକଙ୍କ ଆଗ ରେ ଯାଇ କହିଲେ।"
32
"ତାପରେ ମାଲିକ ପ୍ରଥମ ଚ଼ାକରକୁ ଡ଼ାକି କହିଲେ, ' ରେ ଦୁଷ୍ଟ ଚ଼ାକର! ତୁ ମାଠାରୁେ ବହୁତ ଅଧିକ ଧନ ଋଣ କରିଥିଲୁ। କିନ୍ତୁ ତୁ ମାେତେ ଦୟା ଭିକ୍ଷା କରିଥିଲୁ। ଏଣୁ ତୋର ସମସ୍ତ ଋଣ ମୁଁ ଛାଡ଼ କରିଦଲେି।"
33
"ମୁଁ ତୋତେ ଯେଉଁଭଳି ଦୟା ଦଖାଇେଥିଲି, ତୁ କ'ଣ ତୋର ସଙ୍ଗୀ ଚ଼ାକରକୁ ସହେିଭଳି ଦୟା ଦଖାଇେ ନଥାନ୍ତୁ?'"
34
"ତାର ମାଲିକ ଖୁବ୍ ରାଗିଗଲେ। ଦଣ୍ଡ ଦବୋ ପାଇଁ ସେ ଚ଼ାକରକୁ କାରାଗାର ରେ ରଖିଲେ। ସମସ୍ତେ ଋଣ ପରିଶାଧେ କରା ନ ୟିବା ପର୍ୟ୍ଯନ୍ତ ଚ଼ାକରଟକୁ କାରାଗାର ରେ ରହିବାକୁ ହେଲା।"
35
" ମାରେ ସ୍ବର୍ଗୀୟ ପରମପିତା ତୁମ୍ଭକୁ ଯେ ଭଳି ବ୍ଯବହାର ଦଖାଇବେେ, ଏହି ରାଜା ଚାକରକୁ ଠିକ୍ ସହେିଭଳି ବ୍ଯବହାର ଦଖାଇେଲେ। ଅତଏବ ତୁମ୍ଭମାନେେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦବେ। ନଚତେ ମାରେ ସ୍ବର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦବେନୋହିଁ।"
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28