bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Matthew 19
Matthew 19
Odia - 1840
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 20 →
1
"ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫରେି ୟର୍ଦ୍ଦନ ନଦୀର ଅପର ପାଶର୍ବ ରେ ଥିବା ୟିହୂଦା ଅଞ୍ଚଳ ରେ ପହନ୍ଚିଲେ।"
2
"ଅନକେ ଲୋକ ତାହାଙ୍କୁ ଅନୁସରଣ କଲେ। ସଠାେରେ ଯୀଶୁ ରୋଗୀଲୋକମାନଙ୍କୁ ସୁସ୍ଥ କଲେ।"
3
"କେତକେ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଜଣେ ପୁରୁଷ କୌଣସି କାରଣରୁ ତାର ସ୍ତ୍ରୀକୁ ଛାଡି ଦବୋ ନ୍ଯାୟସଙ୍ଗତ କି?"
4
"ଯୀଶୁ କହିଲେ, ତୁମ୍ଭେ ନିଶ୍ଚୟ ଶାସ୍ତ୍ର ରେ ପଢ଼ିଛ ଯେ, 'ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?'"
5
"ପରମେଶ୍ବର କହିଲେ, 'ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହବେ, ଏବଂ ସେ ଦୁଇଜଣ ଏକ ହାଇଯେିବେ।'"
6
"ତେଣୁ ସ୍ବାମୀ ସ୍ତ୍ରୀ ଦୁଇଜଣ ହାଇେ ରହନ୍ତି ନାହିଁ ମାତ୍ର ସମାନେେ ଏକ ହାଇେ ଯାଆନ୍ତି। ପରମେଶ୍ବର ସମାନଙ୍କେୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସମାନଙ୍କେୁ ଅଲଗା ନକରୁ।"
7
"ଫାରୂଶୀମାନେ ପଚ଼ାରିଲେ, ତବେେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦଇେ ପାରିବ ବୋଲି ମାଶାେ କାହିଁକି ଆଦେଶ ଦଇେଛନ୍ତି?"
8
"ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ପରମେଶ୍ବରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମାଶାେ ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦବୋକୁ ଅନୁମତି ଦଇେଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦବୋପାଇଁ ଅନୁମତି ଦିଆଯାଇ ନଥିଲା।"
9
"ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ଅନ୍ୟଜଣେ ସ୍ତ୍ରୀ ଲୋକକୁ ବିବାହ କରେ, ତବେେ ସେ ବ୍ଯଭିଚ଼ାର ପାପରେ ଦୋଷୀ ସାବ୍ଯସ୍ତ ହୁଏ। ଯଦି ପ୍ରଥମେ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ୟୌନ-ସମ୍ପର୍କ ରହିଥାଏ, ସହେି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ପୁଣି ଥରେ ବିବାହ କରି ପାରିବ।"
10
"ଶିଷ୍ଯମାନେ ଯୀଶୁଙ୍କୁ କହିଲେ, ଯଦି ଜଣେ ପୁରୁଷ କବଳେ ଗୋଟିଏ ମାତ୍ର କାରଣ ପାଇଁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ପାରିବ, ତବେେ ବିବାହ ନ କରିବା ବରଂ ଭଲ।"
11
"ଯୀଶୁ ଉତ୍ତର ଦେଲେ, ବିବାହ ସମ୍ବନ୍ଧ ରେ ଏହି ଉପଦେଶ ପ୍ରେତ୍ୟକକ ଲୋକ ଗ୍ରହଣ କରି ପାରିବନୋହିଁ। ଯେଉଁମାନଙ୍କୁ ପରମେଶ୍ବର ଏହି କ୍ଷମତା ଦଇେଛନ୍ତି, କବଳେ ସହେିମାନେ ଏହି ଉପଦେଶ ଗ୍ରହଣ କରି ପାରିବେ।"
12
"କେତକେ ଲୋକ କାହିଁକି ବିବାହ କରିପାରନ୍ତି ନାହିଁ, ତାର ବିଭିନ୍ନ କାରଣ ଅଛି। ମାତୃଗର୍ଭରୁ କେତକେ ଲୋକ ନଫୁସକ ହାଇେ ଜନ୍ମ ହାଇେଥାନ୍ତି। କେତକେ ଲୋକ ଅନ୍ୟମାନଙ୍କ ଦ୍ବାରା ପରବର୍ତ୍ତୀ ସମୟରେ ନଫୁସକ ରୋଇଯାଇଥାନ୍ତି। ଆଉ କେତକେ ଲୋକ ସ୍ବର୍ଗରାଜ୍ଯ ପାଇଁ ବିବାହ କରି ନଥାଆନ୍ତି। କିନ୍ତୁ ଯେଉଁ ଲୋକ ବିବାହ କରିପାରିବ, ସେ ବିବାହ ସମ୍ବନ୍ଧୀୟ ଏହି ଉପଦେଶ ଗ୍ରହଣ କରିବା ଉଚ଼ିତ "
13
"ତା'ପରେ ଲୋକମାନେ କେତକେ ପିଲାଙ୍କୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଯେପରି ଯୀଶୁ ସମାନଙ୍କେ ଉପରେ ଆପଣା ହାତ ରଖି ପାରିବେ ଓ ସମାନଙ୍କେ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ଧମକ ଦଇେ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।"
14
"ଯୀଶୁ କହିଲେ, ପିଲାମାନଙ୍କୁ ମାେ ପାଖକୁ ଆସିବାକୁ ଦିଅ। ସମାନଙ୍କେୁ ଅଟକାଅ ନାହିଁ। କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ବର୍ଗରାଜ୍ଯ ସହେିମାନଙ୍କର।"
15
"ତା'ପରେ ଯୀଶୁ ତାହାଙ୍କର ହାତ ସହେି ପିଲାମାନଙ୍କ ଉପରେ ରଖିଲେ ଏବଂ ସଠାରୁେ ଚ଼ାଲିଗଲେ।"
16
"ଜଣେ ଲୋକ ଆସି ଯୀଶୁଙ୍କୁ ପଚ଼ରିଲେ, ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ?"
17
"ଯୀଶୁ ସେ ଲୋକକୁ ପଚ଼ାରିଲେ, ଭଲ କାମ ବିଷୟ ରେ ମାେତେ କାହିଁକି ପଚ଼ାରୁଛ? ଭଲ ତ କବଳେ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ବର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଚ଼ାହୁଁଛ, ତବେେ ଆଦେଶଗୁଡ଼ିକ ପାଳନ କର।"
18
"ଲୋକ ଜଣକ ପଚ଼ାରିଲା, କେଉଁ ଆଦେଶ? ଯୀଶୁ ଉତ୍ତର ଦେଲେ, 'ତୁମ୍ଭେ କାହାରିକୁ ହତ୍ଯା କରିବ ନାହିଁ, ବ୍ଯଭିଚ଼ାର କରନାହିଁ, ଚେ଼ାରୀ କରନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ ମିଛ କୁହନାହିଁ।'"
19
"ନିଜ ପିତାମାତାଙ୍କୁ ସମ୍ମାନ ଦବେ ଓ 'ନିଜକୁ ଯେପରି ଭଲ ପାଉଛ, ଅନ୍ୟମାନଙ୍କୁ ସପରେି ଭଲ ପାଇବ।' "
20
"ୟୁବକଟି କହିଲା, ମୁଁ ଏ ସବୁକଥା ମାନିଛି। ଏବେ ମାେ ପାଖ ରେ ଆଉ କ'ଣ ଅଭାବ ରହିଛି?"
21
"ଯୀଶୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହବୋକୁ ଚ଼ାହୁଛ, ତବେେ ଯାଅ ଏବଂ ତୁମ୍ଭ ପାଖ ରେ ଥିବା ସବୁ କିଛି ବିକି ସେ ଧନ ଗରୀବମାନଙ୍କୁ ବଣ୍ଟିଦିଅ। ତା' ହେଲେ ସ୍ବର୍ଗ ରେ ତୁମ୍ଭକୁ ଅମାପ ଧନ ମିଳି ପାରିବ। ତା'ପରେ ଆସ ଓ ମାରେ ଅନୁସରଣ କର।"
22
"ୟୁବକଟି ଏକଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖ ରେ ରଖିବାକୁ ଚ଼ାହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଚ଼ାଲିଗଲା।"
23
"ତାପରେ ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଜଣେ ଧନୀଲୋକ ନିମନ୍ତେ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବା ଅତ୍ଯନ୍ତ କଷ୍ଟକର ବିଷୟ।"
24
"ହଁ, ମୁଁ ତୁମ୍ଭକୁ କହୁଛି ଯେ ଜଣେ ଧନୀ ଲୋକ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତ ରେ ଗଳିୟିବା ବରଂ ସହଜ। "
25
"ଶିଷ୍ଯମାନେ ଏକଥା ଶୁଣି ବଡ଼ ଆଶ୍ଚର୍ୟ୍ଯ ହେଲେ। ସମାନେେ ପଚାରିଲେ, ତବେେ କିଏ ପରିତ୍ରାଣ ପାଇ ପାରିବ?"
26
"ଯୀଶୁ ସମାନଙ୍କେୁ ଚ଼ାହିଁ କହିଲେ, ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ସବୁ କିଛି ସମ୍ଭବ।"
27
"ତାପରେ ପିତର କହିଲେ, ଆମ୍ଭର ଯାହା କିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦଇେଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା ହେଲେ ଆମ୍ଭେ କ'ଣ ପାଇବୁ?"
28
"ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ଯ ପୁତ୍ର ତାହାଙ୍କର ମହାନ ସିଂହାସନ ପାଖ ରେ ବସିବ ଓ ତୁମ୍ଭମାନେେ ମଧ୍ଯ ଯେଉଁମାନେ ମାେତେ ଅନୁସରଣ କରୁଛ, ସିଂହାସନ ପାଖ ରେ ବସିବ। ତୁମ୍ଭମାନେେ ବାରଟି ସିଂହାସନ ଉପରେ ବସିବ ଏବଂ ଇଶ୍ରାୟେଲର ବାରଟି ବଂଶର ଲୋକମାନଙ୍କର ବିଚ଼ାର କରିବ।"
29
"ମାେ ପାଇଁ ଯେଉଁ ଲୋକ ଘରଦ୍ବାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦଇେଛି, ସେ ଶ ହଗେୁଣ ଅଧିକା ପାଇବ ଏବଂ ଅନନ୍ତଜୀବନ ପାଇବ।"
30
"କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନ ରେ ଅଛନ୍ତି, ଭବିଷ୍ଯତ ରେ ସମାନଙ୍କେ ଭିତରୁ ବହୁତ ଲୋକ ଶଷେ ସ୍ଥାନ ରେ ରହିଯିବେ। ଏବଂ ଏବେ ଶଷେ ସ୍ଥାନ ରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ଯତ ରେ ପ୍ରଥମସ୍ଥାନ ଲାଭ କରିବେ।"
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28