bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Nehemiah 1
Nehemiah 1
Odia - 1840
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 2 →
1
"ଏଗୁଡିକ ନିହିମିଯାଙ୍କର ବାକ୍ଯ ଅଟେ। ନିହିମିଯା ଥିଲେ ହଖଲିଯର ପୁତ୍ର। ବିଂଶତିତମ ବର୍ଷର କିଶ୍ଲେବ୍ ମାସ ରେ ମୁଁ ଶୂଶନର ରାଜଧାନୀ ରେ ଥିଲି।"
2
"ମୁଁ ଯେତବେେଳେ ଶୂଶନ ରେ ଥିଲି, ମାରେ ଭାଇମାନଙ୍କ ମଧ୍ଯରୁ ଜଣେ ତାଙ୍କର ନାମ ଥିଲା, ହନାନି ଓ ଯିହୁଦାରୁ କେତେ ଜଣ ଲୋକ ଆସିଥିଲେ। ତହୁଁ ମୁଁ ସମାନଙ୍କେୁ ବନ୍ଦୀତ୍ବରୁ ଫରେି ଆସିଥିବା ଅବଶିଷ୍ଟ ୟିହୁଦୀଯମାନଙ୍କ ବିଷଯ ରେ ଓ ୟିରୁଶାଲମ ବିଷଯ ରେ ପଗ୍ଭରିଲି।"
3
"ସେତବେେଳେ ସମାନେେ ମାେତେ କହିଲେ, ଯେଉଁମାନେ ବନ୍ଦୀତ୍ବରୁ ଫରେି ଆସିଥିଲେ ସହେି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନ ରେ ଅଛନ୍ତି, କାରଣ ୟିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡି଼ ଦିଆୟାଇଛି।"
4
"ଯେତବେେଳେ ମୁଁ ସମାନଙ୍କେଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହଲିେ। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସ ରେ ସ୍ବର୍ଗସ୍ଥ ପରମେଶ୍ବରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି।"
5
"ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି:"
6
"ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମାରେ ପ୍ରାର୍ଥନା ପ୍ରତି ଧ୍ଯାନ ଦିଅ। ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇଶ୍ରାୟେଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧ ରେ କରିଥିବା ପାପ ଆମ୍ଭେ ସ୍ବୀକାର କରିଛୁ। ଉତ୍ତଯ ମୁଁ ଓ ମାରେ ପରିବାର ପାପ କରିଛୁ।"
7
"ଆମ୍ଭେ ଇଶ୍ରାୟେଲୀୟମାନେ ତୁମ୍ଭ ବିରୁଦ୍ଧ ରେ ଅତିଶଯ ଭାବରେ ପାପ କରିଅଛୁ। ଆମ୍ଭମାନେେ ତୁମ୍ଭର ଆଜ୍ଞା ବ୍ଯବସ୍ଥାଗୁଡିକ ଓ ବିଗ୍ଭର ପାଳନ କରୁନାହୁଁ, ତୁମ୍ଭର ଦାସ ମାଶାଙ୍କେ ମାଧ୍ଯମ ରେ ଆମ୍ଭକୁ ଦଇେଥିଲ।"
8
"ତୁମ୍ଭେ ଯାହା ସବୁ କହିଛ ତାହା ମନେ ପକାଇବା ପାଇଁ ମୁଁ ତୁମ୍ଭକୁ ପଗ୍ଭରୁଛି, ତୁମ୍ଭେ ଆଦେଶ କରିଛ ଏବଂ ତୁମ୍ଭର ଦାସ ମାଶାଙ୍କେୁ କହିଥିଲ, ଯଦି ତୁମ୍ଭମାନେେ ପାପ କର ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧିଅରେ ଛିନ୍ନଭିନ୍ନ କରିବା।"
9
"କିନ୍ତୁ ଯଦି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିବ ଓ ଆମ୍ଭେ ଆଜ୍ଞା ପାଳନକରି ଓ ଅଭ୍ଯାସ କରି ବାସ କରିବ, ତବେେ ଯଦିଓ ତୁମ୍ଭମାନେେ ଆକାଶର ପ୍ରାନ୍ତ ସୀମା ରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସଠାରୁେ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସହେି ସ୍ଥାନକୁ ସମାନଙ୍କେୁ ଆଣିବା।"
10
"ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ ତୁମ୍ଭେ ଏମାନଙ୍କୁ ଆପଣାର ମହା ପରାକ୍ରମ ଓ ଆପଣାର ବଳବାନ ହସ୍ତଦ୍ବାରା ମୁକ୍ତ କରିଅଛ।"
11
"ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।"
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 2 →
All chapters:
1
2
3
4
5
6
7
8
9
10
11
12
13