bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Proverbs 29
Proverbs 29
Odia - 1840
← Chapter 28
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 30 →
1
"ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।"
2
"ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି। ମାତ୍ର ଦୁଷ୍ଟମାନେ କତ୍ତୃର୍ତ୍ବ ପାଇଲେ, ଲୋକମାନେ ଆର୍ତ୍ତସ୍ବର କରନ୍ତି।"
3
"ଯେଉଁ ପୁତ୍ର ଜ୍ଞାନକୁ ସ୍ନହେ କରେ, ସେ ଆପଣା ପିତାକୁ ଖୁସି ରେଖ। ମାତ୍ର ଯେ ବେଶ୍ଯାମାନଙ୍କଠା ରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।"
4
"ରାଜା ସୁବିଚାର ଦ୍ବାରା ତାଙ୍କର ଦେଶକୁ ପ୍ରତିଷ୍ଠିତ କରେ। କିନ୍ତୁ ଜଣେ ୟିଏ ଲାଞ୍ଚକୁ ଭଲପାଏ, ସେ ଏହାକୁ ଧ୍ବଂସ କରେ।"
5
"ଯେଉଁଲୋକ ଆପଣା ପ୍ରତିବେଶୀର ଚାଟୁବାଦ କରେ, ସେ ତା'ର ପାଦ ପାଇଁ ଫାନ୍ଦ ବିଛାଏ।"
6
"ମନ୍ଦ ଲୋକର ଅଧର୍ମ ରେ ଫାନ୍ଦ ଥାଏ, ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।"
7
"ଧାର୍ମିକ ଲୋକ ଦରିଦ୍ର ଲୋକର ନ୍ଯାଯ ପାଇଁ ଯତ୍ନବାନ୍ ଥାନ୍ତି। ମାତ୍ର ତାହା ଜାଣିବା ପାଇଁ ମୂର୍ଖ ଲୋକର ବୁଦ୍ଧି ନାହିଁ।"
8
"ନିନ୍ଦକ ମନୁଷ୍ଯ ନଗର ରେ ଅସୁବିଧା ପ୍ରଜ୍ଜ୍ବଳିତ କରନ୍ତି। କିନ୍ତୁ ଜ୍ଞାନୀ ମନୁଷ୍ଯମାନେ କୋରଧକୁ ଶାନ୍ତ କରନ୍ତି।"
9
"ଯେତବେେଳେ ଜଣେ ଜ୍ଞାନୀ ମୂର୍ଖ ସାଙ୍ଗ ରେ ବିଚାରାଳଯକୁ ୟାଏ, ମୂର୍ଖ ଲୋକ ରାଗି ୟାଏ ଏବଂ ୟୁକ୍ତି କରେ ଏବଂ ସଠାେ ରେ ବିବାଦର ସମ୍ପୂର୍ଣ୍ଣ ସମାପ୍ତି ନ ଥାଏ।"
10
"ରକ୍ତପାତ ପ୍ରିଯ ଲୋକମାନେ, ସିଦ୍ଧ ବ୍ଯକ୍ତିକୁ ଘୃଣା କରନ୍ତି। କିନ୍ତୁ ନ୍ଯାଯବାନ ଲୋକ ତା'ର ଜୀବନକୁ ରକ୍ଷା କରେ।"
11
"ମୂର୍ଖ ଆପଣାର ସବୁ କୋରଧ ପ୍ରକାଶ କରେ। ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତକରେ।"
12
"ଶାସନକର୍ତ୍ତା ଯଦି ମିଥ୍ଯାକୁ ଶୁଣନ୍ତି, ତବେେ ତାଙ୍କର ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ହବେେ।"
13
"ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।"
14
"ଯେଉଁ ରାଜା ବିଶ୍ବସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ ତାହାର ସିଂହାସନ ସଦାକାଳ ପାଇଁ ସୁସ୍ଥିର ହବେ।"
15
"ବାଡ଼ି ଓ ଅନୁୟୋଗ ଜ୍ଞାନ ଦିଏ। ମାତ୍ର ପିଲାକୁ ତା'ର ଇଚ୍ଛା ରେ ଛାଡ଼ି ଦେଲେ, ସେ ତା'ର ମାତାକୁ ଲଜ୍ଜ୍ଯା ଦିଏ।"
16
"ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ। ମାତ୍ର ଧାର୍ମିକମାନେ ସମାନଙ୍କେର ନିପାଦ ଦେଖିବେ।"
17
"ଯଦି ତୁମ୍ଭେ ତୁମ୍ଭର ପୁତ୍ରକୁ ଅନୁଶାସନ କର, ସେ ତୁମ୍ଭକୁ ଶାନ୍ତି ଆଣି ଦବେ ଏବଂ ତୁମ୍ଭର ପ୍ରାଣକୁ ଆନନ୍ଦ ଆଣିଦବେ।"
18
"ଯଦି ଏକ ଜାତି ପରମେଶ୍ବରଙ୍କର ପ୍ରକାଶିତବାକ୍ଯ ଦ୍ବାରା ନ ଚାଲେ, ଲୋକମାନେ ବିଶୃଙ୍ଖଳିତ ହୁଅନ୍ତି। କିନ୍ତୁ ଯେଉଁ ଲୋକ ପରମେଶ୍ବରଙ୍କର ନିଯମ ମାନି ଚଳେ, ସେ ଆଶୀର୍ବାଦ ପାଏ।"
19
"ମାତ୍ର କଥା ରେ ସବେକକୁ ସଂଶୋଧିତ କରାୟାଇ ପାରିବ ନାହିଁ, କାରଣ ଯଦିଓ ସେ ବୁଝେ ସେ ପ୍ରତିକ୍ରିଯା କରେ ନାହିଁ।"
20
"ଯଦି ଜଣେ କିଛି ଚିନ୍ତା ନ କରି କିଛି କ ହେ, ତା ପ୍ରତି ଭରସା ରଖ ନାହିଁ। ତା ଅପେକ୍ଷା ମୂର୍ଖ ଲୋକଠା ରେ ଭରସା ରଖିଲେ ଭଲ।"
21
"ଯଦି ତୁମ୍ଭେ ତୁମ୍ଭ ସବେକକୁ ତା'ର ବାଲ୍ଯକାଳରୁ ଅଧିକ ପ୍ରଶ୍ରଯ ଦିଅ, ସେ ଜିଦ୍ଖୋର୍ ସବେକ ହାଇଯେିବ।"
22
"ରାଗିଲୋକ ସର୍ବଦା ବିଶୃଙ୍ଖଳା ବାତାବରଣ ସୃଷ୍ଟି କରନ୍ତି। ରାଗି ଲୋକମାନେ କେତକେ ପାପ କରିବସନ୍ତି।"
23
"ଯଦି ଜଣେ ଲୋକ ଗର୍ବୀ ତବେେ ତାହା ତାକୁ ଧ୍ବଂସ କରିବ। ଯଦି ଜଣେ ଲୋକ ବିନମ୍ର, ତବେେ ସମ୍ମାନ ପାଇବ।"
24
"ଚୋରର ଭାଗିଦାର ଆପଣା ପ୍ରାଣକୁ ଘୃଣା କରେ। ଯଦି ସେ ବିଚାରାଳଯ ରେ ବାଧ୍ଯ ହୁଏ କହିବାକୁ, ତବେେ ସେ ସତ୍ଯ କହିବାକୁ ବହୁତ ଭୟ କରିବ।"
25
"ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।"
26
"ଅନକେ ଶାସନକର୍ତ୍ତାର ପାଖରୁ ନ୍ଯାଯ ପାଇଁ ଇଚ୍ଛା କରନ୍ତି। ମାତ୍ର ମନୁଷ୍ଯର ପ୍ରକୃତ ବିଚାର ସଦାପ୍ରଭୁଙ୍କଠାରୁ ଆସିଥାଏ।"
27
"ଅଧର୍ମକାରୀ ଲୋକ ଧାର୍ମିକର ଘୃଣାର ବିଷଯ, ପୁଣି ସରଳ ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷଯ ହୁଏ।"
← Chapter 28
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 30 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31