bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Revelation 19
Revelation 19
Odia - 1840
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 20 →
1
"ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ:"
2
"ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।"
3
"ସମାନେେ ପୁଣି କହିଲେ:"
4
"ତା'ପରେ ଚବିଶ ଜଣ ପ୍ରାଚୀନ ଓ ଚାରିଜଣ ଜୀବିତ ପ୍ରାଣୀ ସିଂହାସନ ରେ ଉପବିଷ୍ଟ ପରମେଶ୍ବରଙ୍କ ଆଗ ରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସମାନେେ କହିଲେ:"
5
"ତା'ପରେ ସିଂହାସନ ମଧ୍ଯରୁ ଗୋଟିଏ ଉଚ୍ଚ ଧ୍ବନି ଆସିଲା। ସହେି ଧ୍ବନି କହିଲା:"
6
"ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ:"
7
"ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।"
8
"କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।"
9
"ତା'ପରେ ଦୂତ ମାେତେ କହିଲେ, ଏହା ଲେଖ: ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।"
10
"ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।"
11
"ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।"
12
"ତାହାଙ୍କର ଚକ୍ଷୁ ଦୁଇଟି ଜ୍ବଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନକେ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳ ରେ ଗୋଟିଏ ନାମ ଲଖାେ ଯାଇଥିଲା, କିନ୍ତୁ ତାହାଙ୍କ ବ୍ଯତୀତ ଅନ୍ୟ କହେି ସେ ନାମ ଜାଣି ନ ଥିଲେ।"
13
"ସେ ରକ୍ତଭିଜା ଗୋଟିଏ ରାଜ ପୋଷାକ ପିନ୍ଧିଥିଲେ। ତାହାଙ୍କ ନାମ 'ପରମେଶ୍ବରଙ୍କ ବାକ୍ଯ'।"
14
"ସ୍ବର୍ଗର ସନୋବାହିନୀଗଣ ତାହାଙ୍କର ଅନୁଗମନ କରୁଥିଲେ। ସମାନେେ ମଧ୍ଯ ଶ୍ବତେଅଶ୍ବ ଉପରେ ବସିଥିଲେ। ସମାନେେ ସୂକ୍ଷ୍ମ ପରିଷ୍କୃତ, ଶୁଭ୍ରବସ୍ତ୍ର ପିନ୍ଧିଥିଲେ।"
15
"ସହେି ଅଶ୍ବାରୋହୀଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରଯୋଗ କରିବେ। ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ବରଙ୍କର କୋରଧରୂପ ଦ୍ରାକ୍ଷାପଷୋ କୁଣ୍ଡକୁ ଦଳିପକାଇବେ।"
16
"ତାହାଙ୍କ ପୋଷାକ ଓ ଜଙ୍ଘଦେଶ ରେ ଏହା ଲଖାେଥିଲା:"
17
"ତା'ପରେ ମୁଁ ଜଣେ ଦୂତଙ୍କୁ ସୂର୍ୟ୍ଯ ମଧିଅରେ ଠିଆ ହବୋର ଦେଖିଲି। ସେ ଆକାଶ ରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ବର ରେ କହିଲେ, ଆସ, ପରମେଶ୍ବରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।"
18
"ଆସ, ତୁମ୍ଭମାନେେ ଏକାଠି ହାଇେ ରାଜା, ସନୋପତି ଓ ପ୍ରସିଦ୍ଧ ଲୋକମାନଙ୍କ ଶରୀରର ମାଂସ ତଥା ଅଶ୍ବ ଓ ସମାନଙ୍କେର ଆ ରୋହୀଙ୍କର ଓ ସ୍ବାଧୀନ ଓ ପରାଧୀନ, ସାନ ଓ ବଡ଼, ସବୁ ଲୋକମାନଙ୍କର ମାଂସ ଖାଇବ।"
19
"ତା'ପରେ ମୁଁ ସହେି ପଶୁ ଓ ପୃଥିବୀର ରାଜାମାନଙ୍କୁ ଦେଖିଲି। ସମାନଙ୍କେର ସନୋବାହିନୀଗଣ, ଅଶ୍ବାରୋହୀ ଓ ସମାନଙ୍କେର ସନୋବାହିନୀ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ ଏକତ୍ର ହେଲେ।"
20
"କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।"
21
"ସମାନଙ୍କେର ସନୋବାହିନୀଗଣ ଅଶ୍ବାରୋହୀଙ୍କ ମୁଖରୁ ବାହାରିଥିବା ଖଡ୍ଗ ରେ ନିହଦ ହେଲେ। ସମସ୍ତ ପକ୍ଷୀଗଣ ସମାନଙ୍କେର ଏହି ଶରୀରଗୁଡ଼ିକୁ ପଟେ ପୁରିବା ପର୍ୟ୍ଯନ୍ତ ଖାଇଲେ।"
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
Recommended Reading
Commentary
Revelation Commentaries
→
Devotional
Revelation Devotional Guide
→
Get This Bible
Odia - 1840 Study Bible
→