bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Romans 15
Romans 15
Odia - 1840
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
1
"ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।"
2
"ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ। ସମାନଙ୍କେ ବିଶ୍ବାସକୁ ବଳବାନ କରିବା ଓ ବଢାଇବା ଦୃଷ୍ଟିରୁ ଆମ୍ଭେ ସମାନଙ୍କେ ପାଇଁ କଣ ଭଲ ତାହା ଭାବିବା ଉଚିତ।"
3
"ଖ୍ରୀଷ୍ଟ ମଧ୍ଯ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟାକରି ନଥିଲେ। ତାହାଙ୍କ ବିଷୟ ରେ ଶାସ୍ତ୍ର କୁ ହେ: ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସମାନେେ ମାରେ ବି ଅପମାନ କରିଛନ୍ତି।"
4
"ଶାସ୍ତ୍ର ରେ ଯେଉଁ କଥା ମାନ ଲଖାେ ଅଛି, ସଗେୁଡିକ ଦ୍ବାରା ଆମ୍ଭର ର୍ଧୈୟ୍ଯ ଓ ଶକ୍ତି ବଢେ ଓ ଆମ୍ଭେ ଭରସା ଲାଭ କରୁ।"
5
"ର୍ଧୈୟ୍ଯ ଓ ଶକ୍ତି ପରମେଶ୍ବରଙ୍କ ଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗ ରେ ମିଳିମିଶି ରୁହ।"
6
"ତା' ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ବରଙ୍କୁ ମହିମା ପ୍ରଦାନ କରି ପାରିବ।"
7
"ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେ ମାନେ ପରସ୍ପରକୁ ଗ୍ରହଣ କର।"
8
"ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।"
9
"ଅଣଯିହୂଦୀ ଲୋକେ, ପରମେଶ୍ବରଙ୍କ ଦ୍ବାରା ପ୍ରଦତ୍ତକରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ଯ ସେ ଏହା କଲେ। ଶାସ୍ତ୍ର କୁ ହେ:"
10
"ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,"
11
"ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,"
12
"ୟିଶାଇୟ ମଧ୍ଯ କୁହନ୍ତି,"
13
"ମୁଁ ସମସ୍ତ ଭରସା ସୋର୍ତ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ବାସ କାରଣରୁ ତୁମ୍ଭ ଜୀବନ ରେ ସମ୍ପୂର୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ର ଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନ ରେ ଝରିବ।"
14
"ମାେ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେ ମାନେ ଭଲ ଗୁଣ ରେ ପରିପୂର୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେ ମାନେ ପରସ୍ପରକୁ ଶିକ୍ଷା ଦଇେ ପାରିବ।"
15
"କିନ୍ତୁ ପୁନର୍ବାର ମନେ ପକାଇବା ପାଇଁ ମୁଁ ଖୋଲାଖାଲିେ ଭାବେ କେତକେ ବିଷୟ ରେ ଲେଖିଥିଲି। ପରମେଶ୍ବରଙ୍କ ଠାରୁ ବିଶଷେ ଅନୁଗ୍ରହଦାନ ପାଇଥିବାରୁ, ମୁଁ ଏପରି କଲି।"
16
"ପରମେଶ୍ବର ମାେତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସବେକ ହାଇେ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିୟୁକ୍ତି କଲେ। ସେ ମାେତେ ସୁସମାଗ୍ଭର ଶିକ୍ଷା ଦବୋର କାର୍ୟ୍ଯ କରିବା ନିମନ୍ତେ ନିୟୁକ୍ତି କଲେ। ଏପରି କରିବା ଉବ୍ଦେଶ୍ଯ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ବରୂପ ହବେେ ଯାହା କି ପରମେଶ୍ବର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ବରଙ୍କ ପାଇଁ ପବିତ୍ର ଆତ୍ନା ଦ୍ବାରା ପବିତ୍ର କରାଗଲା।"
17
"ମୁଁ ଗର୍ବକରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠା ରେ ରହି ମୁଁ ପରମେଶ୍ବରଙ୍କ ସବୋ କରିଛି।"
18
"ମୁଁ ନିଜେ କରିଥିବା କାର୍ୟ୍ଯ ବିଷୟ ରେ କିଛି କହିବି ନାହିଁ। ମୁଁ କବଳେ ସହେି କଥା ଗୁଡିକ କହିବି, ଯାହା ଖ୍ରୀଷ୍ଟୟିଶୁ ମାେ ଦ୍ବାରା କରିଛନ୍ତି ୟବ୍ଦ୍ବାରା ଅଣଯିହୂଦୀମାନେ ପରମେଶ୍ବରଙ୍କ ବାଧ୍ଯ ହବେେ। ସମାନେେ ମାେ କଥା ଓ କାର୍ୟ୍ଯ ପାଇଁ ପରମେଶ୍ବରଙ୍କୁ ମାନିଛନ୍ତି।"
19
"ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।"
20
"ମୁଁ ସହେି ଜାଗାମାନଙ୍କ ରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠା ରେ ଖ୍ରୀଷ୍ଟଙ୍କର ନାମ ମଧ୍ଯ ଲୋକମାନେ ଶୁଣି ନାହାଁନ୍ତି। ଏପରି କରିବା ଉଲେଖ୍ଯ ଯେ, ଅନ୍ୟ ଲୋକ ଦ୍ବାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ୟ୍ଯକୁ ଯେପରି ମୁଁ ଆଉଥରେ ନ କରେ।"
21
"କିନ୍ତୁ ଶାସ୍ତ୍ର ରେ ଏହିପରି ଲଖାେ ହଇେଛି:"
22
"ସେଥିପାଇଁ ଅନକେ ଥର ମାେତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆ ଯାଇଛି।"
23
"ଏବେ ଏହି ଅଂଚଳ ରେ ମୁଁ ମାରେ କାର୍ୟ୍ଯ ସମାପ୍ତ କରି ସାରିଛି। ବିଗତ ଅନକେ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି।"
24
"ଅତଏବ ମୁଁ ଯେତବେେଳେ ସ୍ପନକେୁ ୟିବି, ସେତବେେଳେ ତୁମ୍ଭମାନଙ୍କୁ ଦଖାେ କରିବି। ଆଶା କରେ ଯେ ସ୍ପନକେୁ ୟିବାବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ସଠାେରେ ରହିବି ଓ ଆନନ୍ଦ ଉପ ଭୋଗ କରିବି। ତୁମ୍ଭମାନେେ ମାେତେ ମାରେ ଯାତ୍ରା ରେ ମଧ୍ଯ ସାହାୟ୍ଯ କରି ପାରିବ।"
25
"ପରମେଶ୍ବରଙ୍କ ଲୋକଙ୍କ ସବୋ ରେ ଏବେ ମୁଁ ୟିରୁଶାଲମ ଯାଉଛି।"
26
"ୟିରୁଶାଲମଠା ରେ ଥିବା ପରମେଶ୍ବରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାଯାର ବିଶ୍ବାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସମାନେେ ସମାନଙ୍କେର ସହାୟ ହାଇପୋରିବେ।"
27
"ସମାନେେ ଖୁସି ରେ ଏହା କରିଛନ୍ତି। ଏହା ସମାନଙ୍କେର କର୍ତ୍ତବ୍ଯ ମଧ୍ଯ ଅଟେ। କାରଣ ଯିହୂଦୀମାନଙ୍କର ଆତ୍ମିକ ଆଶୀର୍ବାଦର ଅଂଶ ଅଣଯିହୂଦୀମାନେ ପାଇଛନ୍ତି। ଅତଏବ ଯିହୂଦୀମାନଙ୍କର ଉନ୍ନତି ପାଇଁ ଅଣଯିହୂଦୀମାନେ ସମାନଙ୍କେର ଜାଗତିକ ଆଶୀର୍ବାଦକୁ ବ୍ଯବହାର କରିବା ଉଚିତ।"
28
"ଅତଏବ, ମୁଁ ଏହି ସବୋମୂଳକ କର୍ମ ଏକାଠି ଶଷେ କରିସାରିବା ପରେ ଏବଂ ଏହି ଧନକୁ ସୁରକ୍ଷିତ ଭାବରେ ୟିରୁଶାମଲର ଗରିବମାନଙ୍କୁ ଦଲୋ ପରେ ତୁମ୍ଭମାନଙ୍କ ନଗର ବାଟ ଦଇେ ସ୍ପନେ ୟିବି। ଗଲା ବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ଓ ସଠାେରେ ରହିବି।"
29
"ମୁଁ ଜାଣେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତବେେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ ଆଶୀର୍ବାଦ ନଇେ ଆସିବି।"
30
"ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ୟିଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଅନୁ ରଧେ କରେ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ମାେ ପାଇଁ ପ୍ରାର୍ଥନା କରିବା ଦ୍ବାରା ମାେତେ ସାହାୟ୍ଯ କର। ତୁମ୍ଭମାନେେ ପ୍ରଭୁ ୟିଶୁ ଓ ଆତ୍ମାର ପ୍ ରମେ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।"
31
"ପ୍ରାର୍ଥନା କର ଯେ, ମୁଁ ଯିହୁଦାଠା ରେ ଅବିଶ୍ବାସୀଲୋକମାନଙ୍କ କବଳରୁ ରକ୍ଷା କରିବି। ଏବଂ ଏଥିପାଇଁ ମଧ୍ଯ ପ୍ରାର୍ଥନା କରେ ଯେ, ୟିରୂଶାମଲଠା ରେ ଯାହା ସାହାୟ୍ଯ ପହଁଞ୍ଚିବ ସେଥି ରେ ପରମେଶ୍ବରଙ୍କ ଲୋକେ ପ୍ରସନ୍ନ ହବେେ।"
32
"ତା'ପରେ ଯଦି ପରମେଶ୍ବର ଇଚ୍ଛା କରନ୍ତି ତା' ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନବେି।"
33
"ଶାନ୍ତିଦାତା ପରମେଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ। ଆମେନ୍।"
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16