bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Romans 8
Romans 8
Odia - 1840
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 9 →
1
"ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛନ୍ତି, ସମାନେେ ଦଷେୀ ବୋଲି ବିଚାରିତ ହୁଅନ୍ତି ନାହିଁ।"
2
"ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।"
3
"ଆମ୍ଭର ପାପପୂର୍ଣ ସ୍ବଭାବ ଦ୍ବରା ବ୍ଯବସ୍ଥା ଶକ୍ତି ହୀନ ହାଇପୋ ରେ। କିନ୍ତୁ ବ୍ଯବସ୍ଥା ଯାହା କରି ପାରି ନଥିଲା, ତାହା ପରମେଶ୍ବର କଲେ। ପରମେଶ୍ବର ନିଜ ପୁତ୍ରକୁ ସଇେ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମ ରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ବର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ଯବହାର କଲେ।"
4
"ବ୍ଯବସ୍ଥା ଆମ୍ଭକୁ ଯେପରି ହବୋ ପାଇଁ ଚା ହେଁ, ସହେି ଭଳି ହବୋ ପାଇଁ ପରମେଶ୍ବର ଏପରି କଲେ।ଆମ୍ଭେ ଏବେ ପାପପୂର୍ଣ ମାନବ ସ୍ବଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନ ଯାପନ କରୁଛୁ।"
5
"ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ ଶରୀର ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସବୁବେଳେ ତାହାଙ୍କ ପାପପୂର୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି।"
6
"ଯଦି ଜଣେ ଲୋକର ବିଚ୍ଭାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ଆତ୍ମିକ ମୃତ୍ଯୁ ହୁଏ। କିନ୍ତୁ ଯଦି ଜଣକର ବିଚ୍ଭାର ଆତ୍ମା ଦ୍ବାରା ନିୟନ୍ରିତ ହୁଏ, ତା ହେଲେ ସଠାେରେ ଜୀବନ ଓ ଶାନ୍ତି ଅଛି।"
7
"ଏହା କାହିଁକି ସତ୍ଯ? କାରଣ ଯଦି ଜଣେ ଲୋକର ବିଚାର ତାହାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ସେ ଲୋକ ପରମେଶ୍ବରଙ୍କର ବିରୋଧୀ। ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବାକୁ ମନା କରେ।ପ୍ରକୃତ ରେ ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବା ପାଇଁ ଅସମର୍ଥ।"
8
"ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ ଶରୀର ଦ୍ବାରା ଶାସିତ ସମାନେେ ପରମେଶ୍ବରଙ୍କୁ ଖୁସି କରି ପାରିବେ ନାହିଁ।"
9
"କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।"
10
"0ପାପ ହତେୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହଇେ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି, ତା' ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ଧାର୍ମିକ କରିଛନ୍ତି।"
11
"ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପର୍ନଜୀବିତ କରିଛନ୍ତି।ଓ ଯଦି ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ଯ ସେ ତାହାଙ୍କର ଆତ୍ମାଙ୍କ ଦ୍ବରା ଜୀବନ ପ୍ରଦାନ କରିବେ।"
12
"ସୁତରାଂ, ମାେ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ ଶରୀର ଦ୍ବାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ବର ପାପପୂର୍ଣ ଶରୀରର ଇଚ୍ଛା ଅଧୀନ ରେ ନୋହୁଁ।"
13
"ଯଦି ତୁମ୍ଭମାନେେ ତୁମ୍ଭ ପାପପୂର୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ଯବହାର କର, ତା ହେଲେ ତୁମ୍ଭମାନେେ ଆତ୍ମିକ ରୂପରେ ମରିୟିବ। କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କୁ ଶରୀର ମାଧ୍ଯମ ରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ଯବହାର କର, ତା' ହେଲେ ତୁମ୍ଭମାନେେ ପ୍ରକୃତ ଜୀବନ ପାଇବ।"
14
"ଯେଉଁମାନେ ନିଜ ଜୀବନ ରେ ପରମେଶ୍ବରଙ୍କର ଆତ୍ମାକୁ ନତେୃତ୍ବ ନିଅନ୍ତି ସମାନେେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ।"
15
"ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'"
16
"ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ବଲେି କହିବା ଲାଗି ସହେି ଆତ୍ମା ଆମ୍ଭ ଆତ୍ମା ସହିତ ଯଡେି ହୁଅନ୍ତି।"
17
"ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।"
18
"ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ଯତ ରେ ମିଳିବ ତା ତୁଳନା ରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ।"
19
"ପରମେଶ୍ବର ଯାହା କିଛି ସୃଷ୍ଟି କରିଛନ୍ତି, ସହେି ସବୁ ବଡ ଆଶା ରେ ସହେି ସମୟକୁ ଅପେକ୍ଷା କରିଚନ୍ତି ଯେ କେତବେେଳେ ପରମେଶ୍ବର ସଂସାରକୁ ଜଣାଇ ଦବେେ ଯେ, କେଉଁ ମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଚ୍ଭାହି ରହିଛି।"
20
"ପରମେଶ୍ବର ଯାହା କିଛି ସୃଷ୍ଟି କରିଥିଲେ ତାହା ଅସାର ହାଇଗେଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ବର ଏହା କରିବା ପାଇଁ ସ୍ଥିର କରି ଥିଲେ। କିନ୍ତୁ ଏହି ଭରଷା ଥିଲା:"
21
"ଯେପରି ପରମେଶ୍ବର ସୃଷ୍ଟି କରିଥିବା ପ୍ରେତ୍ୟକକ ବସ୍ତୁ ବିନାଶରୁ ମୁକ୍ତ ହବେ। ଏହି ଭରସା ଥିଲା ଯେ ପରମେଶ୍ବରଙ୍କ ସନ୍ତାନମାନଙ୍କ ପାଇଁ ଯାହା କିଛି ନିର୍ମିତ ହାଇେଛି ସଗେୁଡିକ ସହେି ସ୍ବାଛନ୍ଦ ଓ ମହିମାର ଭାଗୀ ହବେେ।"
22
"ଆମ୍ଭେ ଯାଣୁ ଯେ ପରମେଶ୍ବରଙ୍କ ନିର୍ମିତ ପ୍ରେତ୍ୟକକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦବୋ ପ୍ରସବ ବଦନୋ ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷା ରେ ଅଛି।"
23
"କବଳେ ଜଗତ ନୁହେଁ, ଆମ୍ଭେ ମଧ୍ଯ ସହେିପରି ବଦନୋପୂର୍ବକ ଅପେକ୍ଷା ରେ ଅଛୁ। ପରମେଶ୍ବରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ବରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥି-ପାଇଁ ଅପେକ୍ଷା କରିଛୁ ଯେ, ପରମେଶ୍ବର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭମାନେେ ଶରୀରଗୁଡିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।"
24
"ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା' ହେଲେ ତାହା ପ୍ରକୃତ ରେ ଭରସା ନୁହେଁ। ମଣିଷ, ଯାହା ତା' ପାଖ ରେ ଏବେ ଅଛି, ସେ ଗୁଡିକ ପାଇଁ ଭରସା କରେ ନାହିଁ।"
25
"କିନ୍ତୁ ଯାହା ଆମ୍ଭ ପାଖ ରେ ଏବେ ସୁଦ୍ଧା ନାହିଁ ତା ପାଇଁ ଆମ୍ଭେ ଭରସା ରେ ଅଛୁ। ଆମ୍ଭେ ଏହା ପାଇଁ ଧେ ୗର୍ୟପୁର୍ବକ ଅପେକ୍ଷା କରି ରହିଛୁ।"
26
"ଆତ୍ମା ମଧ୍ଯ ଆମକୁ ସାହାୟ୍ଯ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତା ରେ ଆମ୍ଭକୁ ସାହାୟ୍ଯ କରୁଛନ୍ତି। କଣ ଓ କିପରି ପାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ବରଙ୍କୁ ଆମ୍ଭ ପାଇଁ ପାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ବଙ୍କ ଠା ରେ ନିବଦନେ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ବରଙ୍କୁ କୁହନ୍ତି ତାହା ଶବ୍ଦ ରେ ବର୍ଣନା କରା ଯାଇ ପାରିବ ନାହିଁ।"
27
"ଲୋକମାନଙ୍କର ହୃଦୟ ରେ କ'ଣ ଅଛି ପରମେଶ୍ବର ତାହା ଦେଖି ପାରନ୍ତି। ପରମେଶ୍ବର ଆତ୍ମାର ମନ ରେ କ'ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ବର ଜପରେି ଇଚ୍ଛା କରନ୍ତି, ସହେି ଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।"
28
"ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।"
29
"ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।"
30
"ପରମେଶ୍ବରଙ୍କ ଯଜେନା ସମାନଙ୍କେ ପାଇଁ ହେଲା ଯେ ସମାନେେ ତାହାଙ୍କର ପୁତ୍ର ଭଳି ହବେେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ବର ସମାନଙ୍କେୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ବର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସହେି ଲୋକମାନଙ୍କୁ ମହିମାନ୍ବିତ କଲେ।"
31
"ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।"
32
"ପରମେଶ୍ବର ଆମ୍ଭ ପାଇଁ ସବୁ କିଛି"
33
"ପରମେଶ୍ବର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିୟୁକ୍ତ କରି ପାରିବ? କହେି ନୁହେଁ! ପରମେଶ୍ବର ହିଁ ସହେି ଲୋକମାନଙ୍କୁ ଧାର୍ମିକ କରନ୍ତି।"
34
"କିଏ କହି ପାରିବ ଯେ ପରମେଶ୍ବରଙ୍କ ଲୋକମାନେ ଦୋଷୀ? କହେି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ଯୁ କଲେ, କିନ୍ତୁ ତାହାହିଁ ସବୁ କିଛି ନୁହେଁ। ସେ ମୃତ୍ଯୁରୁ ମଧ୍ଯ ଜୀବିତ ହେଲେ। ସେ ଏବେ ପରମେଶ୍ବରଙ୍କ ଡାହାଣ ପଟ ରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ବରଙ୍କୁ ନିବଦନକରେୁଛନ୍ତି।"
35
"ଖ୍ରୀଷ୍ଟଙ୍କର ପ୍ ରମେ ଠାରୁ ଆମ୍ଭକୁ କିଏ କ'ଣ ଅଲଗା କରି ପା ରେ? ନା! କଷ୍ଟ କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ?ନା! ସମସ୍ଯା ବା ତାଡନା କ'ଣ ଖ୍ରୀଷ୍ଟଙ୍କର ଶତୃମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା! ଯଦି ଆମ୍ଭ ପାଖ ରେ ଖାଦ୍ୟ ବା ଲୁଗାପଟା ନାହିଁ, ତା ହେଲେ ତାହା କ'ଣ ଖ୍ରୀଷ୍ଟଙ୍କର ପ୍ ରମରେୁ ଆମ୍ଭକୁ ଅଲଗା କରିପା ରେ? ନା! ବିପଦ ବା ମୁତ୍ଯୁ ହେଉନା କାହିଁକି ତାହା କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା!"
36
"ଶାସ୍ତ୍ର ରେ ଏହିପରି ଲଖାେ ଅଛି:"
37
"କିନ୍ତୁ ଏସବୁ ରେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶିତ କରିଥିବା ପରମେଶ୍ବରଙ୍କ ଦ୍ବାରା ଆମ୍ଭେ ପୂର୍ଣ ବିଜଯୀ।"
38
"ହଁ,ମୁଁ ଜାଣେ ଯେ କୌଣସି ବିଷୟ ଆମ୍ଭକୁ ପରମେଶ୍ବରଙ୍କ ପ୍ ରମରେୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ଯୁ ନୁହେଁ, ଜୀବନ ନୁହେଁ, ସ୍ବର୍ଗଦୂତମାନେ ନୁହଁନ୍ତି, ଆତ୍ମିକ ଶକ୍ତି ଗୁଡିକ ନୁହଁନ୍ତି, ଏବେ କିଛି ନୁହେଁ, ଭବିଷ୍ଯତ ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ,"
39
"ଉଚ୍ଚ ରେ କିଛି ନୁହେଁ, ଗଭୀର ରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତ ରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠା ରେ ଥିବା ପରମାତ୍ମାଙ୍କ ପ୍ ରମେ ଠାରୁ ଆମ୍ଭକୁ କହେି ଅଲଗା କରି ପାରିବେ ନାହିଁ।"
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16