bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Zechariah 14
Zechariah 14
Odia - 1840
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
1
"ଦେଖ, ସଦାପ୍ରଭୁଙ୍କର ପାଇଁ ଏକ ବିଶଷଦେିନ ଆସୁଛି। ତୁମ୍ଭମାନେେ ଯେଉଁ ସମ୍ପତ୍ତି ନଇେଛ ତାହା ତୁମ୍ଭମାନଙ୍କ ମଧିଅରେ ଭାଗ କରାୟିବ।"
2
"ଆମ୍ଭେ ସମସ୍ତ ଗୋଷ୍ଠୀକୁ ୟିରୁଶାଲମ ବିରୁଦ୍ଧ ରେ ଲଢିବାକୁ ଏକତ୍ରୀତ କରିବା। ନଗରଟି ପରାଜିତ ହବେ ଓ ଗୃହଗୁଡିକ ଲୁଣ୍ଠିତ ହବେ। ସ୍ତ୍ରୀମାନେ ଧର୍ଷିତ ହବେେ ଏବଂ ଦେଶର ଅର୍ଦ୍ଦକେ ଲୋକ ନିର୍ବାସିତ ହବେେ। ଅବଶିଷ୍ଟ ଲୋକମାନେ ନଗରୀରୁ ନିଆଯିବେ ନାହିଁ।"
3
"ସେତବେେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି।"
4
"ସେତବେେଳେ ସଦାପ୍ରଭୁଙ୍କର ଦୁଇ ପଦ ୟିରୁଶାଲମର ପୂର୍ବ ଦିଗ ରେ ଥିବା ଅଲିଭ ପର୍ବତ ଉପ ରେ ଠିଆ ହବେ। ସହେି ଅଲିଭ୍ ପର୍ବତ ବିଦୀର୍ଣ୍ଣ ହବେ ଓ ଏହାର ଗୋଟିଏ ଅଂଶ ଉତ୍ତର ଦିଗକୁ ଓ ଅନ୍ୟ ଅଂଶଟି ଦକ୍ଷିଣ ଦିଗକୁ ଗତି କରିବ। ଗୋଟିଏ ଗଭୀର ଉପତ୍ୟକା ପୂର୍ବ ପଶ୍ଚିମ ହାଇେ ବିସ୍ତୃତ ହବେ।"
5
"ସହେି ପାର୍ବତ୍ଯ ଉପତ୍ୟକା ଯେତବେେଳେ ତୁମ୍ଭମାନଙ୍କର ନିକଟତର ହବେ ତୁମ୍ଭମାନେେ ଖସିୟିବାକୁ ଚେଷ୍ଟା କରିବ। ଯିହୁଦାର ରାଜା ଉଷିୟଙ୍କ ସମୟରେ ହାଇେଥିବା ଭୂମିକମ୍ପ ବେଳେ ଯେଉଁପରି ଭାବରେ ଲୋକମାନେ ପଳାଯନ କରୁଥିଲେ ସହେିପରି ତୁମ୍ଭମାନେେ ଦୌଡିବ। ମାତ୍ର ସଦାପ୍ରଭୁ ମାରେ ପରମେଶ୍ବର ଆସିବେ ଏବଂ ତୁମ୍ଭ ସହିତ ସମସ୍ତ ପବିତ୍ର ପ୍ରାଣୀ ଥିବେ।"
6
"ସହେିଦିନ ଆଲୋକ ରହିବ ନାହିଁ, ଶୀତଳତା କି ତୁଷାର ହବେ ନାହିଁ।"
7
"ଗୋଟିଏ ବିଶଷଦେିନ କବଳେ ସଦାପ୍ରଭୁଙ୍କୁ ଜଣା କୌଣସି ଦିନ ବା ରାତ୍ରି ହବେ ନାହିଁ। ସନ୍ଧ୍ଯା ସମୟରେ ଆଲୋକ ଥିବ।"
8
"ସଦେିନ, ୟିରୁଶାଲମରୁ ସ୍ବଚ୍ଛ ଜଳ ପ୍ରବାହିତ ହବେ। ସେ ଅଧା ପ୍ରବାହିତ ହବେ ସମୁଦ୍ର ଆଡକୁ ପୂର୍ବ ଦିଗକୁ ଓ ଅନ୍ୟ ଅଧା ପଶ୍ଚିମ ଦିଗ ସମୁଦ୍ର ଆଡକୁ। ଏହା ଉଭୟ ଗ୍ରୀଷ୍ମକାଳ ଓ ଶୀତକାଳ ରେ ହବେ।"
9
"ସହେିଦିନ ସଦାପ୍ରଭୁ ସମଗ୍ର ପୃଥିବୀ ଉପ ରେ ରାଜା ହବେେ। କବଳେ ସଠାେ ରେ ଜଣେ ସଦାପ୍ରଭୁ ଓ ତାଙ୍କର ଗୋଟିଏ ମାତ୍ର ନାମ ରହିବ।"
10
"ଆଉ ମଧ୍ଯ ସହେି ସମୟରେ, ସମସ୍ତ ଦେଶ ୟିରୁଶାଲମର ଦକ୍ଷିଣ ଗବୋଠାରୁ ରିେମ୍ମାନ ପର୍ୟ୍ଯନ୍ତ ଭୂମି ସମତଳ ଭୂମିରେ ପରିଣତ ହବେ। କିନ୍ତୁ ୟିରୁଶାଲମ ତା' ସ୍ଥାନରୁ ଉଚ୍ଚ ରେ ଠିଆ ହବେ। ଏହା ବିନ୍ଯାମୀନ ଫାଟକଠାରୁ ପ୍ରଥମ ଫାଟକ ପର୍ୟ୍ଯନ୍ତ ହନ୍ନଲରେ କଣ ଫାଟକଠାରୁ ରାଜାଙ୍କର ଦ୍ରାକ୍ଷାକ୍ଷେତ୍ର ପର୍ୟ୍ଯନ୍ତ ବିସ୍ତୁତ ହବେ।"
11
"ଲୋକମାନେ ଯିବେ ଓ ସଠାେ ରେ ବାସ କରିବେ। ପୁନର୍ବାର ୟିରୁଶାଲମ ସମ୍ପୁର୍ଣ୍ଣ ଧ୍ବଂସ ହବେ ନାହିଁ। ୟିରୁମାଲମ ନିରାପଦ ହବେ।"
12
"ଏହା ହେଉଛି ମହାମାରୀର ବିବରଣୀ। ସଦାପ୍ରଭୁ ଏହା ପଠାଇବେ, ସହେିମାନଙ୍କ ବିରୁଦ୍ଧ ରେ ଯେଉଁମାନେ ୟିରୁଶାଲମ ବିରୁଦ୍ଧ ରେ ଲଢୁଥିଲେ। ଲୋକମାନେ ଛିଡା ହାଇେ ଥିବା ବେଳେ ସମାନଙ୍କେର ଚର୍ମ ପଚିୟିବ। ସମାନଙ୍କେର ଚକ୍ଷୁ କୋଟର ମଧିଅରେ ପଶିୟିବ ଓ ଜିହ୍ବା ପାଟି ମଧିଅରେ ପଶିୟିବ।"
13
"ସହେି ଭୟଙ୍କର ବ୍ଯାଧି ସହେି ଶିବିର ରେ ରହିବ।"
14
"ଆଉ ମଧ୍ଯ ସମାନଙ୍କେର ଅଶ୍ବ, ଖଚର,"
15
"ଓଟ ଓ ଗର୍ଦ୍ଦଭ ସହେି ଭୟଙ୍କର ବ୍ଯାଧି ରେ ଆକ୍ରାନ୍ତି ହବେେ।"
16
"ପ୍ରେତ୍ୟକକ ବ୍ଯକ୍ତି ୟିଏ ଦେଶ ଛାଡି ୟିରୁଶାଲମ ବିରୁଦ୍ଧ ରେ ଆସିଛନ୍ତି, ପ୍ରେତ୍ୟକକ ବର୍ଷ ଉପାସନା କରିବା ପାଇଁ ଆସିବେ। ପ୍ରତିବର୍ଷ ସମାନଙ୍କେର ରାଜା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଏବଂ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ।"
17
"ଯଦି କୌଣସି ଦେଶର ପରିବାର ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଆସିବେ ନାହିଁ, ବର୍ଷା ସମାନଙ୍କେ ଉପ ରେ ପଡିବ ନାହିଁ।"
18
"ଯଦି ମିଶରର ପରିବାର ନ ଆସିନ୍ତି, ବର୍ଷା ସମାନଙ୍କେ ଉପ ରେ ଆସିବ ନାହିଁ। ତା' ବଦଳ ରେ ସଦାପ୍ରଭୁ ମହାମାରୀ ପଠାଇବେ ଯାହା ସେ ଦେଶସବୁ ବିରୁଦ୍ଧ ରେ ପଠାଇଥିଲେ ଏବଂ ଯେଉଁମାନେ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ୟାଇ ନଥିଲେ।"
19
"ତାହା ମିଶରର ପାପ ହବେ ଏବଂ ପ୍ରେତ୍ୟକକ ଦେଶର ପାପ ଯେଉଁମାନେ ୟାଆନ୍ତି ନାହିଁ ଓ ପତ୍ରକୂଟୀର ପର୍ବ ପାଳନ କରନ୍ତି ନାହିଁ।"
20
"ସହେିଦିନ 'ସଦାପ୍ରଭୁଙ୍କ ପବିତ୍ର' ଏପରିକି ଅଶ୍ବଗଣର ଘଣ୍ଟି ରେ ମଧ୍ଯ ଲଖାୟିବେ। ଆଉ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ବ୍ଯବହୃତ ସମସ୍ତ ପାତ୍ର ୟଜ୍ଞବଦେୀର ଜଳପାତ୍ର ତୁଲ୍ଯ ହବେ।"
21
"ସମସ୍ତ ଜଳପାତ୍ର ୟିରୁଶାଲମ ଓ ଯିହୁଦା ରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହବେ। ନବୈେଦ୍ଯ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସମାନଙ୍କେଠାରୁ ଜଳପାତ୍ର ନବେେ ଏବଂ ବଳିଦାନର ମାଂସ ରନ୍ଧନ କରିବେ।"
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
All chapters:
1
2
3
4
5
6
7
8
9
10
11
12
13
14